Posted inଜାତୀୟ

ଗୁରୁ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୫।୯: ଭାରତର ପୂର୍ବତନ ରାଷ୍ଟପତି ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମବାର୍ଷିକୀ। ଏହି ଦିନକୁ ସାରା ଦେଶରେ ଗୁରୁ ଦିବସ ଭାବରେ ପାଳନ କରାଯାଏ। ଏହି ଅବସରରେ ପ୍ରଧାନେମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଗୁରୁ ଦିବସର ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସ ଜରିଆରେ ସେ କହିଛନ୍ତି, ଆମର ଭବିଷ୍ୟତ ଗଢିବା ଏବଂ ସ୍ବପ୍ନକୁ ପ୍ରେରଣା ଦେବାରେ ଶିକ୍ଷକମାନେ ଏକ ପ୍ରମୁଖ ଭୂମିକା ଗ୍ରହଣ କରନ୍ତ। ଗୁରୁ ଦିବସରେ, ଆମେ ସେମାନଙ୍କର ଅଦମ୍ୟ ଉତ୍ସର୍ଗୀକୃତ ଏବଂ ମହାନ ପ୍ରଭାବ ପାଇଁ ସେମାନଙ୍କୁ ଅଭିବାଦନ ଜଣାଉଛୁ। ଡକ୍ଟର ଏସ ରାଧାକ୍ରିଷ୍ଣନଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଉଛି।
ସୂଚନାଯୋଗ୍ୟ, ଗୁରୁ ଦିବସର ପୂର୍ବ ସନ୍ଧ୍ୟା ଅର୍ଥାତ୍‌ ସେପ୍ଟେମ୍ବର ୪ରେ ଲୋକ କଲ୍ୟାଣ ମାର୍ଗରେ ୭୫ ଜଣ ଶିକ୍ଷକଙ୍କୁ ରାଷ୍ଟ୍ରିୟ ଶିକ୍ଷକ ପୁରୁସ୍କାରରେ ସମ୍ମାନିତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦ। ଏହାସହ ପ୍ରଧାନମନ୍ତ୍ରୀ ଶିକ୍ଷକମାନଙ୍କୁ ଭେଟିଥିଲେ। ପାରସ୍ପରିକ କଥାବାର୍ତ୍ତା ସମୟରେ ପ୍ରଧାନମନ୍ତ୍ରୀ ଭଲ ଶିକ୍ଷକଙ୍କ ଗୁରୁତ୍ୱ ଏବଂ ଦେଶର ଭାଗ୍ୟ ଗଠନରେ ସେମାନଙ୍କର ଭୂମିକା ଉପରେ ଆଲୋକପାତ କରିଥିଲେ। ପିଲାମାନଙ୍କୁ ତୃଣମୂଳ ସ୍ତରର ସଫଳତା ବିଷୟରେ ଶିକ୍ଷା ଦେବା ଆବଶ୍ୟକତା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ପ୍ରଧାନମନ୍ତ୍ରୀ ସ୍ଥାନୀୟ ଐତିହ୍ୟ ଏବଂ ଇତିହାସରେ ଗର୍ବ କରିବା ବିଷୟରେ କହିଥିଲେ ଏବଂ ଶିକ୍ଷକମାନଙ୍କୁ ସେମାନଙ୍କ ଅଞ୍ଚଳର ଇତିହାସ ଏବଂ ସଂସ୍କୃତି ବିଷୟରେ ଜାଣିବାକୁ ପ୍ରେରଣା ଦେବାକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ରହିବ ୨୦୨୬ରେ ଶନିଙ୍କ ଚାଲି? ଏସବୁ ରାଶି ରହିବେ ସତର୍କ, ଖରାପ ଟାଇମ୍‌ ଆରମ୍ଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ କର୍ମର ଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ। ତାଙ୍କୁ ନଅଟି ଗ୍ରହ ମଧ୍ୟରେ...

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri