Posted inଜାତୀୟ

ଗୁରୁ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୫।୯: ଭାରତର ପୂର୍ବତନ ରାଷ୍ଟପତି ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମବାର୍ଷିକୀ। ଏହି ଦିନକୁ ସାରା ଦେଶରେ ଗୁରୁ ଦିବସ ଭାବରେ ପାଳନ କରାଯାଏ। ଏହି ଅବସରରେ ପ୍ରଧାନେମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଗୁରୁ ଦିବସର ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସ ଜରିଆରେ ସେ କହିଛନ୍ତି, ଆମର ଭବିଷ୍ୟତ ଗଢିବା ଏବଂ ସ୍ବପ୍ନକୁ ପ୍ରେରଣା ଦେବାରେ ଶିକ୍ଷକମାନେ ଏକ ପ୍ରମୁଖ ଭୂମିକା ଗ୍ରହଣ କରନ୍ତ। ଗୁରୁ ଦିବସରେ, ଆମେ ସେମାନଙ୍କର ଅଦମ୍ୟ ଉତ୍ସର୍ଗୀକୃତ ଏବଂ ମହାନ ପ୍ରଭାବ ପାଇଁ ସେମାନଙ୍କୁ ଅଭିବାଦନ ଜଣାଉଛୁ। ଡକ୍ଟର ଏସ ରାଧାକ୍ରିଷ୍ଣନଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଉଛି।
ସୂଚନାଯୋଗ୍ୟ, ଗୁରୁ ଦିବସର ପୂର୍ବ ସନ୍ଧ୍ୟା ଅର୍ଥାତ୍‌ ସେପ୍ଟେମ୍ବର ୪ରେ ଲୋକ କଲ୍ୟାଣ ମାର୍ଗରେ ୭୫ ଜଣ ଶିକ୍ଷକଙ୍କୁ ରାଷ୍ଟ୍ରିୟ ଶିକ୍ଷକ ପୁରୁସ୍କାରରେ ସମ୍ମାନିତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦ। ଏହାସହ ପ୍ରଧାନମନ୍ତ୍ରୀ ଶିକ୍ଷକମାନଙ୍କୁ ଭେଟିଥିଲେ। ପାରସ୍ପରିକ କଥାବାର୍ତ୍ତା ସମୟରେ ପ୍ରଧାନମନ୍ତ୍ରୀ ଭଲ ଶିକ୍ଷକଙ୍କ ଗୁରୁତ୍ୱ ଏବଂ ଦେଶର ଭାଗ୍ୟ ଗଠନରେ ସେମାନଙ୍କର ଭୂମିକା ଉପରେ ଆଲୋକପାତ କରିଥିଲେ। ପିଲାମାନଙ୍କୁ ତୃଣମୂଳ ସ୍ତରର ସଫଳତା ବିଷୟରେ ଶିକ୍ଷା ଦେବା ଆବଶ୍ୟକତା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ପ୍ରଧାନମନ୍ତ୍ରୀ ସ୍ଥାନୀୟ ଐତିହ୍ୟ ଏବଂ ଇତିହାସରେ ଗର୍ବ କରିବା ବିଷୟରେ କହିଥିଲେ ଏବଂ ଶିକ୍ଷକମାନଙ୍କୁ ସେମାନଙ୍କ ଅଞ୍ଚଳର ଇତିହାସ ଏବଂ ସଂସ୍କୃତି ବିଷୟରେ ଜାଣିବାକୁ ପ୍ରେରଣା ଦେବାକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…

ରୋହିତ ଯୋଗୁ ଏହି ଧୁରନ୍ଧରଙ୍କ କଟିବ ପତ୍ତା! ୨୭ରେ ପ୍ରଥମ ODI ପାଇଁ ଜାଣନ୍ତୁ ସମ୍ଭାବ୍ୟ ପ୍ଲେଇଂ-୧୧

ନୂଆଦିଲ୍ଲୀ,୨୫।୯: ଶ୍ରେୟସ ଅୟର ବର୍ତ୍ତମାନ ଜାପାନରେ ଏସିଆନ ଗେମ୍ସ ଦଳ ସହ ରହିଛନ୍ତି। ତେଣୁ ଭାରତୀୟ ଦଳରେ ନମ୍ବର-୪ ସ୍ଥାନ ଖାଲି ରହିଛି। ଏହି ସ୍ଥାନରେ ମ୍ୟାନେଜମେଣ୍ଟ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ଏସିଆନ ଗେମ୍ସରେ ଭାରତୀୟ ଖେଳାଳିଙ୍କ ସହ ଧୋକା! ଦେଶକୁ ଫେରି କହିଲେ- ମୋଠାରୁ ଛଡ଼ାଇ ନିଆଗଲା…

ନୂଆଦିଲ୍ଲୀ,୨୫।୯: ୨୦୨୬ ଏସିଆନ ଗେମ୍ସରେ ଭାରତୀୟ ମିକ୍ସଡ ମାର୍ଶାଲ ଆଟର୍‌ସ (MMA) ଖେଳାଳି ସୁଚିକା ତାରିୟାଲ ଇତିହାସ ରଚିଛନ୍ତି। ମହିଳା ଟ୍ରାଡିସନାଲ ୬୦ କେଜି ବର୍ଗରେ ବ୍ରୋଞ୍ଜ…

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?