ସାଇପ୍ରସ୍‌ରେ ପ୍ରଧାନମନ୍ତ୍ରୀ ମୋଦି

ନିକୋସିଆ, ୧୫ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସାଇପ୍ରସ୍‌ରେ ପହଞ୍ଚିଛନ୍ତି। ୨ ଦିନିଆ ଗସ୍ତର ପ୍ରଥମ ଭାଗରେ ସେ ସାଇପ୍ରସ୍‌ ଓ କ୍ରୋଏସିଆରେ ଦ୍ୱିପାକ୍ଷିକ ଆଲୋଚନାରେ ଭାଗ ନେବାକୁ ଥିବା ବେଳେ କାନାଡ଼ାରେ ହେବାକୁ ଥିବା ଜି୭ ସମିଟ୍‌ରେ ଯୋଗଦେବେ।

ଆତଙ୍କବାଦ ବିରୋଧରେ ଭାରତର ଅପରେଶନ ସିନ୍ଦୂର ପରେ ଏହା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ବିଦେଶ ଗସ୍ତ। ରିପବ୍ଲିକ୍‌ ଅଫ୍‌ ସାଇପ୍ରସ୍‌ର ରାଷ୍ଟ୍ରପତି ନିକୋସ୍‌ କ୍ରିଷ୍ଟୋଡୌଲିଡେସ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଲାର୍କାନା ଅନ୍ତର୍ଜାତୀୟ ବିମାନବନ୍ଦରରେ ସ୍ବାଗତ କରିଥିଲେ।

୨ ଦଶନ୍ଧି ପରେ ସାଇପ୍ରସ୍‌କୁ ଭାରତୀୟ ପ୍ରଧାନମନ୍ତ୍ରୀଙ୍କର ଏହା ପ୍ରଥମ ଗସ୍ତ। ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ନେଇ ସେ ସାଇପ୍ରସ୍‌ ରାଷ୍ଟ୍ରପତିଙ୍କ ସହ ଆଲୋଚନା କରିବେ। ବିମାନବନ୍ଦରରେ ସ୍ବତନ୍ତ୍ର ସ୍ବାଗତ ପାଇଁ ମୋଦି ରାଷ୍ଟ୍ରପତି ନିକୋସ୍‌ଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ପୁଣି ନୂଆ ଭିଡିଓ ଶେୟାର କରି ବଡ଼ ଘୋଷଣା କଲେ ମୋଦି, ଗଠନ ହେଲା…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିକ୍ଷା ସଂସ୍କାରକୁ ନେଇ ଗମ୍ଭୀର ନଜର ଆସୁଛନ୍ତି। ପ୍ରଥମେ NTAରେ ପ୍ରଶାସନିକ ପରିବର୍ତ୍ତନ ସହିତ ପୂର୍ବତନ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri