ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍‌ ଯୋଗେ ଓଡ଼ିଆରେ କହିଛନ୍ତି, ଉତ୍କଳ ଦିବସର ବିଶେଷ ଅବସରରେ ହାର୍ଦ୍ଦିକ ଶୁଭକାମନା। ଓଡ଼ିଶା ଏପରି ଏକ ରାଜ୍ୟ ଯାହା ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ ମହାନତାର ଏକ ଶାଶ୍ୱତ ପ୍ରତୀକ ରୂପେ ସଗୌରବେ ଦଣ୍ଡାୟମାନ ରହିଛି। ଓଡ଼ିଆ ସଙ୍ଗୀତ, କଳା ଏବଂ ସାହିତ୍ୟ ଭାରତକୁ ଅଗଣିତ ମାର୍ଗରେ ସମୃଦ୍ଧ କରିଛି। ନିଜର ଦୃଢ଼ସଂକଳ୍ପ, ସରଳତା ଏବଂ ସ୍ନେହ ପାଇଁ ପରିଚିତ ଓଡ଼ିଶାର ଲୋକମାନେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ଦେଇଛନ୍ତି । ଓଡ଼ିଶା ଆଗାମୀ ଦିନରେ ପ୍ରଗତିର ନୂଆ ଶିଖର ଛୁଇଁବ ବୋଲି ଆଶା କରୁଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିମାନ ଚାରିପଟେ ଘୁରିବୁଲିଲା ଇଣ୍ଡୋନେସିଆର ବାୟୁସେନାର ଲଢ଼ୁଆ ବିମାନ: ଆଉ ତା’ପରେ…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନିଟି ରାଷ୍ଟ୍ର ଗସ୍ତରେ ଅଛନ୍ତି। ଗସ୍ତର ପ୍ରଥମ ପର୍ଯ୍ୟାୟରେ ସେ ଇଣ୍ଡୋନେସିଆରେ ପହଞ୍ଚିଛନ୍ତି। ଏଠାରେ ତାଙ୍କୁ ରାଜଧାନୀ ଜାକର୍ତ୍ତାରେ ଜୋରଦାର ସ୍ବାଗତ…

ଭୁଶୁଡ଼ିଲା ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟ ପାଚେରୀ, ଅଳ୍ପକେ….

ପିପିଲି, ୬।୭: ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳ ବଡ଼ ଅଂଶ ହଠାତ୍ ଭୁଶୁଡ଼ି ପଡ଼ିଛି। ଘଟଣାରେ କୌଣସି ଜୀବନହାନି ଘଟି ନ ଥିବା ବେଳେ ଅଳ୍ପକେ କିଛି…

Puri Koraput Expressର ଶୁଭାରମ୍ଭ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ରେଳମନ୍ତ୍ରୀ କଲେ ଉଦ୍‌ଘାଟନ

ପୁରୀ,୬।୭: ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ବ୍ରହ୍ମପୁର-ଉଧନା(ସୁରଟ) ଅମୃତ ଭାରତ ଏକ୍ସପ୍ରେସର ନିୟମିତ ସେବାର ସୋମବାର ଶୁଭାରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ରେଳ…

W, W, W, W..ଡବଲ୍‌ ହ୍ୟାଟ୍ରିକ ନେଇ ଇତିହାସ ରଚିଲେ ଏହି ବୋଲର୍‌

ନୂଆଦିଲ୍ଲୀ,୬।୭: ଶ୍ରୀଲଙ୍କାର ପେସ-ବୋଲିଂ ଅଲରାଉଣ୍ଡର ଦାସୁନ ଶାନାକା ଡବଲ ହ୍ୟାଟ୍ରିକ କରି ଇତିହାସ ରଚିଛନ୍ତି। ଆମେରିକାରେ ଚାଲିଥିବା ମେଜର ଲିଗ କ୍ରିକେଟ ଟୁର୍ନାମେଣ୍ଟ ସମୟରେ ଶ୍ରୀଲଙ୍କାର ଏହି…

ବନ୍ୟା ପାଣିରେ ଭାସିଯାଇଥିଲେ ସୁରେଶ: ୧୮ ଘଣ୍ଟା ପରେ ମିଳିଲା…

ସମ୍ବଲପୁର,୬।୬(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ଥାନା ଅନ୍ତର୍ଗତ ବାଗଡ଼ିଆପଡ଼ାରେ ବନ୍ୟା ପାଣିରେ ଭାସିଯାଇ ନିଖୋଜ ଥିବା ବ୍ୟକ୍ତିଙ୍କ ମୃତଦେହକୁ ଦୀର୍ଘ ୧୮ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ…

ଏନ୍‌ଏଚ୍–୫୫ ନିର୍ମାଣରେ ଅନିୟମିତତା: ଅଧୀକ୍ଷଣ ଯନ୍ତ୍ରୀ, ଏସଡିଓ ଓ ପ୍ରୋଜେକ୍ଟ ମ୍ୟାନେଜରଙ୍କ ନାଁରେ ଏଫ୍‌ଆଇଆର୍

ଜଗତସିଂହପୁର, ୬।୭: ଜାତୀୟ ରାଜପଥ–୫୫ (ଏନ୍‌ଏଚ୍–୫୫)ର ନିର୍ମାଣ କାର୍ଯ୍ୟରେ ମନ୍ଥର ଗତି ଏବଂ ନିମ୍ନମାନର କାମକୁ ନେଇ ପ୍ରଶାସନ କଠୋର ପଦକ୍ଷେପ ଗ୍ରହଣ କରିଛି। ଏହି ଘଟଣାରେ…

ନାବାଳିକାଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲେ ପରିବାର

ପାତ୍ରପୁର, ୬।୭(ଉମା ଚରଣ ନେପାକ): ଜରଡ଼ା ଥାନା ଖାରିଆଗୁଡ଼ା ଫାଣ୍ଡି ଅନ୍ତର୍ଗତ ଏସ. ନୂଆଗାଁ ଗ୍ରାମ ହରିଜନ ସାହିରୁ ଜଣେ ନାବାଳିକାଙ୍କ ମୃତଦେହ ଜରଡ଼ା ପୋଲିସ ଦ୍ୱାରା…

୯ରେ ଖୋଲିବ ହୀରାକୁଦ ଗେଟ୍‌

ସମ୍ବଲପୁର,୬।୭(ପ୍ରମୋଦ ବହିଦାର): ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଡ୍ୟାମ୍‌ର ଜଳସ୍ତର ବଢ଼ିବାରେ ଲାଗିଛି। ଜଳଭଣ୍ଡାର ଉତ୍ତମ ପରିଚାଳନା ପାଇଁ ଆସନ୍ତା ଜୁଲାଇ ୯ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri