Posted inଜାତୀୟ

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା ଏବଂ ପରିଶ୍ରମୀ କାର୍ଯ୍ୟକର୍ତ୍ତା। ବିଧାୟକ ଓ ମନ୍ତ୍ରୀ ଭାବେ ତାଙ୍କ ରେକର୍ଡ ପ୍ରଶଂସନୀୟ। ନୀତିନ ନବୀନଙ୍କ ନିଷ୍ଠା ସଂଗଠନକୁ ଆହୁରି ସୁଦୃଢ଼ କରିବ ବୋଲି ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆ Xରେ ପୋଷ୍ଟ କରିଛନ୍ତି।

ସୂଚନା ଯୋଗ୍ୟ, ଭାଜପା ରବିବାରରେ ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି। ନୀତିନ ନବୀନଙ୍କୁ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ନିଯୁକ୍ତି କରାଯାଇଛି। ନୀତିନ ବିହାର ସରକାରରେ ମନ୍ତ୍ରୀ ଅଛନ୍ତି। ବର୍ତ୍ତମାନ ନୀତିନଙ୍କ ବୟସ ୪୫ ବର୍ଷ ହୋଇଥିବା ବେଳେ ସେ ବିହାର ସରକାରରେ ମନ୍ତ୍ରୀ ଅଛନ୍ତି। ସଂଗଠନରେ ତାଙ୍କର ଯଥେଷ୍ଟ ଅଭିଜ୍ଞତା ରହିଛି। ସେ ଲଗାତର ୪ଥର ବାଙ୍କିପୁର ଆସନରୁ ବିଜୟୀ ହୋଇଛନ୍ତି। ନୀତିନ ରାସ୍ତା ନିର୍ମାଣ ମନ୍ତ୍ରୀ ସାଙ୍ଗକୁ ସେ ଜଣେ ଯୁବ, ଶକ୍ତିଶାଳୀ ଏବଂ ପରିଶ୍ରମୀ ନେତା ଭାବେ ନିଜ ଖ୍ୟାତି ପ୍ରତିଷ୍ଠା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ଆଜି, ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର…

ନୂଆଦିଲ୍ଲୀ,୨୧।୬(ପି.ଟି.): ରବିବାର ଅନୁଷ୍ଠିତ ହେବାକୁ ଥିବା ଡାକ୍ତରୀ ଶିକ୍ଷା ପ୍ରବେଶିକା ପରୀକ୍ଷା (ଏନ୍‌ଇଇଟି-ୟୁଜି)କୁ ନିର୍ବିଘ୍ନ, ସୁରକ୍ଷିତ ଓ ସ୍ବଚ୍ଛ ଭାବେ ସମ୍ପାଦନ କରିବା ପାଇଁ ଶନିବାର ଦେଶବ୍ୟାପୀ…

ଧର୍ମେନ୍ଦ୍ର ଇସ୍ତଫା ନ ଦେବା ଯାଏ ଯନ୍ତରମନ୍ତର ଛାଡ଼ିବୁନୁ: ଦୀପ୍‌କେ

ନୂଆଦିଲ୍ଲୀ,୨୧।୬(ପି.ଟି.): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେବା ଯାଏ ନୂଆଦିଲ୍ଲୀର ଯନ୍ତରମନ୍ତର ଛାଡ଼ିବେ ନାହିଁ ବୋଲି କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପ୍ରତିଷ୍ଠାତା ଅଭିଜିତ…

୧ରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୨୪ରେ ୧ ଘଣ୍ଟିଆ ଓପିଡି ସେବା ବନ୍ଦ

ଭୁବନେଶ୍ୱର, ୨୧ା୬ (ବନ୍ଦନା ସେଠୀ): ଅନ୍ତର୍ଜାତୀୟ ଡାକ୍ତର ଦିବସ ଅବସରରେ ଜୁଲାଇ ୧ରେ କାର୍ଯ୍ୟ ବନ୍ଦ ଆନ୍ଦୋଳନର ଆହ୍ବାନ ଦେଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା)।…

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri