Posted inଜାତୀୟ

ମଝି ଆକାଶରେ ପ୍ରଭୁ ରାମଙ୍କ ସୂର୍ଯ୍ୟତିଳକ ଦେଖିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୪: ଆଜି ପବିତ୍ର ରାମନବମୀ। ସାରା ଦେଶ ସହ ଅଯୋଧ୍ୟାର ଭବ୍ୟ ରାମ ମନ୍ଦିରରେ ଉତ୍ସାହର ସହ ପାଳନ ହେଉଛି ପ୍ରଭୁ ଶ୍ରୀରାମଙ୍କ ଜନ୍ମ ଉତ୍ସବ । ୫ ଶହ ବର୍ଷର ପ୍ରତୀକ୍ଷା ପରେ ଅଯୋଧ୍ୟାର ଭବ୍ୟ ରାମ ମନ୍ଦିରରେ ପ୍ରଥମ ଥର ପାଇଁ ପାଳନ ହେଉଛି ରାମ ନବମୀ। ଏହି ଅବସରରେ ରାମ ଲାଲାଙ୍କ ମସ୍ତକରେ ଲାଗି ହୋଇଛି ସୂର୍ଯ୍ୟ ତିଳକ। ଗର୍ଭଗୃହରେ ବିରାଜିତ ରାମ ଲାଲାଙ୍କୁ ଲଲାଟରେ ସୂର୍ଯ୍ୟଙ୍କ କିରଣ ପକାଇ କରାଯାଇଛି ଦିବ୍ୟ ସୂର୍ଯ୍ୟ ତିଳକ। ଦିନ ୧୧ଟା ୫୮ ମିନିଟରୁ ମଧ୍ୟାହ୍ନ ୧୨ଟା ୩ ମିନିଟ ପର୍ଯ୍ୟନ୍ତ ସୂର୍ଯ୍ୟ ତିଳକରେ ଝଟକିଲା ରାମଲାଲାଙ୍କ ମସ୍ତକ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଦିବ୍ୟ ଦୃଶ୍ୟକୁ ହେଲିକପ୍ଟରରେ ବସି ଟାବ୍‌ଲେଟ୍‌ରେ ଉପଭୋଗ କରିଥିଲେ।
ସୋସିଆଲ ମିଡିଆ ପ୍ଲାଟଫର୍ମରେ ପିଏମ ମୋଦି ଟୁଇଟ୍‌ କରି କହିଛନ୍ତି, ପ୍ରଭୁ ରାମଙ୍କ ଏହି ବହୁ ପ୍ରତୀକ୍ଷିତ ମୁହୂର୍ତ୍ତ ସମସ୍ତଙ୍କ ପାଇଁ ଅତ୍ୟନ୍ତ ଆନନ୍ଦଦାୟକ। ଏହି ସୂର୍ଯ୍ୟ ତିଲକ ନିଜର ଈଶ୍ୱରୀୟ ଶକ୍ତି ସହିତ ଏହି ଉପାୟରେ ବିକଶିତ ଭାରତର ପ୍ରତ୍ୟେକ ସଂକଳ୍ପକୁ ଆଲୋକିତ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri