Odisha Elections 2024
Posted inଜାତୀୟ

ବାରାଣସୀ ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ବାରାଣସୀ ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ପିଏମ ମୋଦି ୨୦୧୪ ପରଠାରୁ କ୍ରମାଗତ ତୃତୀୟ ଥର ପାଇଁ ବାରାଣସୀରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଇଣ୍ଡିଆ ମେଣ୍ଟ ପ୍ରଧାନମନ୍ତ୍ରୀଙ୍କ ବିପକ୍ଷରେ ଅଜୟ ରାୟଙ୍କୁ ପ୍ରାର୍ଥୀ କରିଛି।

ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ପ୍ରଧାନମନ୍ତ୍ରୀ ଦଶାଶ୍ୱମେଧ ଘାଟରେ ଗଙ୍ଗା ପୂଜା କରିଥିଲେ। ଏହା ପରେ ସେ କାଳ ଭୈରବ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଥିଲେ। କରିଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ନାମାଙ୍କନ ସମୟରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ୧୨ ରାଜ୍ୟର ମୁଖ୍ୟମନ୍ତ୍ରୀ ସାମିଲ ହୋଇଥିଲେ। ଏହା ବ୍ୟତୀତ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ରାଜନାଥ ସିଂଙ୍କ ସମେତ ଦଳର ସମସ୍ତ ବରିଷ୍ଠ ନେତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ଭୂଷଣଙ୍କ ପୁଅଙ୍କ ସହ ଥିବା ଗାଡ଼ି ଧକ୍କାରେ ୨ ମୃତ

ଲକ୍ଷ୍ନୌ,୨୯ା୫:  ଉତ୍ତରପ୍ରଦେଶର ବାହୁବଳୀ ନେତା ତଥା ରେସ୍‌ଲିଂ ଫେଡେରେଶନ୍‌ର ପୂର୍ବତନ ଅଧ୍ୟକ୍ଷ ବ୍ରିଜଭୂଷଣ ଶରଣ ସିଂଙ୍କ ପୁଅ କରନ ଭୂଷଣ ସିଂଙ୍କ ସହ ଥିବା ଏକ...

ୟୁପି ଏବେ ମାଫିଆମୁକ୍ତ, ଯାହା ବି ଅଛି ତାହା ପୂରା ସଫା ହୋଇଯିବ

ଲକ୍ଷ୍ନୌ,୨୯ା୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୋରଖପୁର ଲୋକ ସଭା ନିର୍ବାନମଣ୍ଡଳୀରୁ ଭାଜପା ପ୍ରାର୍ଥୀ ରବି କିଶନଙ୍କ ସମର୍ଥନରେ ଏକ ରୋଡ୍‌ ଶୋ’ କରିଥିଲେ। ଏହି...

ମଟନ ପାର୍ଟି ଦେବେ ରାହୁଲ,ପ୍ରିୟଙ୍କା କରିବେ ରୋଷେଇ; ଜାଣନ୍ତୁ କିଏ ହେବେ ସ୍ବତନ୍ତ୍ର ଅତିଥି

ପାଟନା,୨୯।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦେବେ ମଟନ ପାର୍ଟି। ଏଥିରେ ଭଉଣୀ ପ୍ରିୟଙ୍କା ଗାନ୍ଧୀ ରେଷେୟା ସାଜିବେ। ନିର୍ବାଚନ ପ୍ରଚାର ସମୟରେ ବିହାରରେ ପହଞ୍ଚିଥିବା...

ଇଣ୍ଡିଆ ମେଣ୍ଟ-ଭାଜପାକୁ କେତେ ସିଟ୍‌ ମିଳିବ ସ୍ପଷ୍ଟ କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୯ା୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ସାକ୍ଷାତକାରରେ ଭାଜପାକୁ ଖୋଲା ଚ୍ୟାଲେଞ୍ଜ୍‌ କରିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରି ସେ କହିଛନ୍ତି,...

ପାକିସ୍ତାନର ପ୍ରତିଟି ବ୍ୟକ୍ତି ଚାହାନ୍ତି ମୋଦି ନିର୍ବାଚନରେ ପରାଜିତ ହୁଅନ୍ତୁ, ରାହୁଲ-କେଜ୍‌ରିଓ୍ବାଲଙ୍କୁ ଆଗୁଆ ଶୁଭକାମନା ଦେଲେ…

ଇସଲାମାବାଦ,୨୯।୫: ପାକିସ୍ତାନର ପ୍ରତିଟି ବ୍ୟକ୍ତି ନରେନ୍ଦ୍ର ମୋଦି ନିର୍ବାଚନ ହାରି ଯାଆନ୍ତୁ ବୋଲି ଚାହାନ୍ତି। ସେମାନେ ମୋଦିଙ୍କୁ ହରାଇବା ଲାଗି ରାହୁଲ ଗାନ୍ଧୀ, ଅରବିନ୍ଦ କେଜ୍‌ରିଓ୍ବାଲ...

ଓଡ଼ିଶା ମାଟିର ଝିଅ କିମ୍ବା ପୁଅ ହେବେ ଭାଜପା ମୁଖ୍ୟମନ୍ତ୍ରୀ, ଖୋଲି କହିଦେଲେ ମୋଦି

କେନ୍ଦ୍ରାପଡ଼ା,୨୯ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କେନ୍ଦ୍ରାପଡ଼ାରେ ଆୟୋଜିତ ଏକ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି। ଏହି ସମାବେଶକୁ ଉଦ୍‌ବୋଧନ ଦେଇ ମୋଦି କହିଛନ୍ତି, ଆଗାମୀ...

ଶାର୍ଜିଲ ଇମାମଙ୍କୁ ମିଳିଲା ଜାମିନ, ୪ ବର୍ଷ ପୂର୍ବେ ହୋଇଥିଲେ ଗିରଫ

ନୂଆଦିଲ୍ଲୀ,୨୯।୫: ୨୦୨୦ ଦଙ୍ଗା ମାମଲାରେ ଦିଲ୍ଲୀ ହାଇକୋର୍ଟ ବୁଧବାର ଛାତ୍ର ନେତା ଶାର୍ଜିଲ ଇମାମଙ୍କୁ ଆଇନଗତ ଜାମିନ ପ୍ରଦାନ କରିଛନ୍ତି। ଦେଶଦ୍ରୋହ ତଥା ବେଆଇନ କାର୍ଯ୍ୟକଳାପ...

ଦିଲ୍ଲୀରେ ୫୨.୩ ଡ଼ିଗ୍ରୀ ଛୁଇଁଲା ତାତି, ରେକର୍ଡ ହେଲା ଭାରତର ସର୍ବକାଳୀନ ସର୍ବାଧିକ ତାପମାତ୍ରା

ନୂଆଦିଲ୍ଲୀ,୨୯।୫: ରାଜଧାନୀ ଦିଲ୍ଲୀରେ ବୁଧବାର ନିଆଁ ବର୍ଷା କରିଛନ୍ତି ସୂର୍ଯ୍ୟ ଦେବ। ଏଥିସହିତ ଦିଲ୍ଲୀରେ ରେକର୍ଡ ହୋଇଛି ଭାରତର ସର୍ବକାଳୀନ ସର୍ବାଧିକ ତାପମାତ୍ରା। ଅପରାହ୍ନ ୨ଟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri