Posted inଜାତୀୟ

ଦକ୍ଷିଣ ଆଫ୍ରିକା ଗସ୍ତରେ ଗଲେ ପ୍ରଧାନମନ୍ତ୍ରୀ ମୋଦି: ବ୍ରିକ୍ସ ସମ୍ମିଳନୀ ଯୋଗଦେବେ

ନୂଆଦିଲ୍ଲୀ,୨୨।୮: ୧୫ତମ ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦକ୍ଷିଣ ଆଫ୍ରିକା ଗସ୍ତରେ ଯାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ମଙ୍ଗଳବାର ସକାଳେ ଜୋହାନ୍ସବର୍ଗ ଅଭିମୁଖେ ବାହାରିଛନ୍ତି। ୨୨ ରୁ ୨୪ ଅଗଷ୍ଟ ମଧ୍ୟରେ ଜୋହାନ୍ସବର୍ଗରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବ। ୨୦୧୯ ପରଠାରୁ ପ୍ରଥମ ଥର ପାଇଁ ବ୍ରିକ୍ସ ଦେଶ ବ୍ରାଜିଲ, ରୁଷିଆ, ଭାରତ, ଚାଇନା ଏବଂ ଦକ୍ଷିଣ ଆଫ୍ରିକାର ନେତାମାନେ ଗୋଟିଏ ପ୍ଲାଟଫର୍ମରେ ଉପସ୍ଥିତ ହେବେ। ବ୍ରିକ୍ସ ସମ୍ମିଳନୀ ପ୍ରଥମେ କରୋନା ମହାମାରୀ ଏବଂ ପରବର୍ତ୍ତୀ ବିଶ୍ୱସ୍ତରୀୟ ପ୍ରତିବନ୍ଧକ ପରେ ବ୍ୟକ୍ତିଗତ ଭାବରେ ଅନୁଷ୍ଠିତ ହେବ।
ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ପିଏମ ମୋଦୀ ଅଗଷ୍ଟ ୨୨ ରୁ ୨୪ ପର୍ଯ୍ୟନ୍ତ ଜୋହାନ୍ସବର୍ଗରେ ରହିବେ। ଏହି ସମୟରେ ସେ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଭେଟିବେ। ଜୋହାନ୍ସବର୍ଗରେ ଉପସ୍ଥିତ ଥିବା କିଛି ନେତାଙ୍କ ସହ ପ୍ରଧାନମନ୍ତ୍ରୀ ମଧ୍ୟ ଦ୍ୱିପାକ୍ଷିକ ବୈଠକ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?