ସ୍ବପ୍ନିଲଙ୍କ ସଫଳତା ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ ଏମିତି କଥା…

ପ୍ୟାରିସ୍‌,୧।୮: ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଭାରତୀୟ ଶୁଟର ସ୍ବପି୍ନଲ କୁସାଲେଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଗୁରୁବାର ପ୍ୟାରିସ ଅଲିମ୍ପିକ୍ସରେ ପୁରୁଷ ୫୦ ମିଟର ଥ୍ରୀ ପୋଜିସନ୍‌ରେ ଭାରତ ପାଇଁ ଐତିହାସିକ ବ୍ରୋଞ୍ଜ ପଦକ ଜିତିଛନ୍ତି। କୁସାଲେ ମୋଟ ୪୫୧.୪ ସ୍କୋର କରିଥିଲେ ଏବଂ ତୃତୀୟ ସ୍ଥାନ ଅଧିକାର କରି ଦେଶକୁ ଆଉ ଏକ ପଦକ ଜିତାଇଥିଲେ। ଏହି ଇଭେଣ୍ଟରେ ଭାରତ ପ୍ରଥମ ଥର ପାଇଁ ଅଲିମ୍ପିକ ପଦକ ପାଇଛି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ପୋଷ୍ଟ ଲେଖିଛନ୍ତି। ସେ କହିଛନ୍ତି, ସ୍ବପ୍ନିଲ କୁସାଲେଙ୍କ ଚମତ୍କାର ପ୍ରଦର୍ଶନ ରହିଛି। ପ୍ୟାରିସ ଅଲିମ୍ପିକ୍ସରେ ପୁରୁଷ ୫୦ ମିଟର ଥ୍ରୀ ପୋଜିସନ୍‌ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଆପଣଙ୍କୁ ଅନେକ ଅନେକ ଅଭିନନ୍ଦନ। ତାଙ୍କର ପ୍ରଦର୍ଶନ ବିଶେଷ, କାରଣ ସେ ଅଧିକ ନମନୀୟତା ଏବଂ ଦକ୍ଷତା ପ୍ରଦର୍ଶନ କରିଛନ୍ତି। ଏହା ବ୍ୟତୀତ ସେ ହେଉଛନ୍ତି ପ୍ରଥମ ଭାରତୀୟ ଆଥଲେଟ ଯିଏକି ଏହି ବର୍ଗରେ ପଦକ ଜିତିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ଏଥିରେ ସମସ୍ତ ଭାରତୀୟ ବହୁତ ଖୁସି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ଟି-୨୦ ବିଶ୍ୱକପ୍: ଆଇସିସି କ’ଣ ଭାରତକୁ ବାହାର କରିପାରିଥାନ୍ତା? ନାସର ହୁସେନ୍‌ଙ୍କ ମନ୍ତବ୍ୟକୁ ନେଇ ହଟଚମଟ

ନୂଆଦିଲ୍ଲୀ,୫।୨: ଥମିବାର ନା ନେଉନାହିଁ ଟି-୨୦ ବିଶ୍ୱକପ୍ ବିବାଦ। ଏହାରି ମଧ୍ୟରେ ଏହାକୁ ଆହୁରି ଜଟିଳ ଆତାକୁ ଟାଣି ନେଉଛି ବ୍ୟକ୍ତିବିଶେଷଙ୍କ ବୟାନ। ଏହାରି ମଧ୍ୟରେ ପୂର୍ବତନ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri