Posted inଜାତୀୟ

ନାଁ ନ ନେଇ ମହାମେଣ୍ଟ ଉପରେ ବର୍ଷିଲେ ମୋଦି

ମୁଜାଫରପୁର,୨୮ ।୧୦: ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଚାର କାର୍ଯ୍ୟରେ ବାହାରିଛନ୍ତି । ପ୍ରଥମେ ମିଥିଳାଞ୍ଚଳ ପରେ ତିରହୁତ ଓ ଏହାପରେ ମୁଜାଫରନଗରରେ ରାଲି କରିଛନ୍ତି ମୋଦି । ଏହିସବୁ ସଭାରେ ଉଦ୍‌ବୋଧନ ଦେବା ବେଳେ ମୋଦି ମହାମେଣ୍ଟଉପରେ ଖୁବ୍ ବର୍ଷିଛନ୍ତି । ସେ କହିଛନ୍ତି ଏଥର ଯଦି ମହାମେଣ୍ଟ ହାତକୁ ଶାସନ କ୍ଷମତା ଯାଏ ତେବେ ବିହାର ପୁଣିଥରେ ଅପହାରଣ ବଜାର ପାଲଟିଯିବ । ସେ ଆହୁରି ମଧ୍ୟ କହିଛନ୍ତି ପୂର୍ବରୁ ଯେଉଁ ସରକାର ଥିଲେ ସେମାନେ କେବଳ ଟଙ୍କା ଖାଇବା ଜାଣିଥିଲେ । ଏବେ ଯଦି ସେମାନଙ୍କ ହାତକୁ ଶାସନ କ୍ଷମତା ଯାଏ ତେବେ ସରକାରୀ ଚାକିରିତ ଦୂରର କଥା ଘରୋଇ କମ୍ପାନୀ ବି ବିହାର ଛାଡି ପଳାଇବେ ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

ଗାଁରେ ଏମିତି ଜୀବନ କାଟୁଛନ୍ତି କ୍ୟାଟ୍ରିନାଙ୍କ ମା’, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ମା’ ସୁଜାନ ଟର୍କୋଟ ନିଜ ଝିଅ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏକ ଜୀବନଶୈଳୀ ପସନ୍ଦ କରନ୍ତି। ଯେଉଁଠାରେ କ୍ୟାଟ୍ରିନା…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

ଇରାନକୁ ଆଉ ଏକ ଝଟକା ଦେଲା ଆମେରିକା! ସେପ୍ଟେମ୍ବର ୨୩ରୁ ସାରା ବିଶ୍ୱରେ ଇରାନୀ ବିମାନ ଚଳାଚଳ ଉପରେ କଟକଣା ଲଗାଇବାକୁ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୯: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ; ଏହା ବର୍ତ୍ତମାନ ଦୁଇ ରାଷ୍ଟ୍ର ବାହାରେ ବିସ୍ତାର କରି ସମଗ୍ର ବିଶ୍ୱକୁ ପ୍ରଭାବିତ…

ଦୀପାବଳି ପୂର୍ବରୁ ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା! ୭-୮% ମହଙ୍ଗା ହେବ…

ନୂଆଦିଲ୍ଲୀ,୨୨।୯: ଆଗକୁ ଆସୁଛି ଦଶହରା, ଛଠ ପୂଜା ଓ ଦୀପାବଳି ଭଳି ବଡ଼ ପାର୍ବଣ। ପାର୍ବଣ ପାଇଁ ଲୋକେ ପ୍ରସ୍ତୁତିରେ ବ୍ୟସ୍ତ ଥିବା ବେଳେ ବଢ଼ୁଥିବା ମହଙ୍ଗା…

ସମ୍ଭାବ୍ୟ ବାତ୍ୟାକୁ ନେଇ ନବରଙ୍ଗପୁରରେ ସତର୍କତା, ୨ ଦିନ ପାଇଁ ଛୁଟି ବାତିଲ

ନବରଙ୍ଗପୁର,୨୨।୯(ସଦାଶିବ ପ୍ରହରାଜ ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଆସନ୍ତା ୨୩ ଓ ୨୪ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?