Posted inଜାତୀୟ

୧୩ରେ ୭୧ ହଜାର ନିଯୁକ୍ତି ପତ୍ର ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ରୋଜଗାର ମେଳା’କାର୍ଯ୍ୟକ୍ରମ ଅଧୀନରେ ଗୁରୁବାର ପ୍ରାୟ ୭୧ ହଜାର ନିଯୁକ୍ତି ପତ୍ର ପ୍ରଦାନ କରିବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ) ମଙ୍ଗଳବାର ଏକ ବିବୃତ୍ତିରେ ଏହି ସୂଚନା ଦେଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସ ମାଧ୍ୟମରେ ଯୁବକମାନଙ୍କୁ ସମ୍ବୋଧିତ କରିବେ।

ପିଏମଓ ପକ୍ଷରୁ କୁହାଯାଇଛି ଯେ, ନିଯୁକ୍ତି ସୃଷ୍ଟିରେ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ପୂରଣ କରିବା ଦିଗରେ ଏହି ରୋଜଗାର ମେଳା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ରୋଜଗାର ମେଳା ନିଯୁକ୍ତି ଉତ୍ପାଦନରେ ଏକ ଅନୁକ୍ରମଣିକା ଭାବରେ କାର୍ଯ୍ୟ କରିବ। ଯୁବକମାନଙ୍କୁ ସେମାନଙ୍କର ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ…

ଚାଇନାର ‘ମେଡୋଗ ଡ୍ୟାମ୍‌’ ଭାରତ ପାଇଁ ‘ଓ୍ବାଟର ବମ୍

ନୂଆଦିଲ୍ଲୀ,୨୮ା୮: ତିବ୍ବତରେ ପ୍ରବଳ ଭୂସ୍ଖଳନ ଓ ଗ୍ଲେସିଅର୍‌ ଫାଟିବା ଯୋଗୁ ନେପାଳରେ ୨୭୦ରୁ ଉର୍ଦ୍ଧ୍ୱ ଲୋକଙ୍କ ଜୀବନ ଯିବା ସହ ହଜାରେରୁ ଅଧିକ ନିଖୋଜ ହେବା ଘଟଣା…

ବର୍ଷାରେ ଧସିଲା ପିଡବ୍ଲ୍ୟୁଡି ରାସ୍ତା: ନିମ୍ନମାନର କାମ, ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ

ଭବାନୀପାଟଣା,୨8ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ବିଭାଗ ରାସ୍ତା କାମରେ ବିଭିନ୍ନ ସମୟରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଥିଲେ ମଧ୍ୟ ଏଥିପ୍ରତି ଜିଲା ପ୍ରଶାସନ…

ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ: ଏହିସବୁ ଜିଲାରେ ବିଜୁଳି-ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୮ା୮(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ…

ନେପାଳ ବନ୍ୟା; ମୃତ୍ୟୁସଂଖ୍ୟା ୩୯୨କୁ ବୃଦ୍ଧି, ୨୯୦ ଭାରତୀୟ ନିଖୋଜ

ନୂଆଦିଲ୍ଲୀ/କାଠମାଣ୍ଡୁ,୨୮।୮(ପି.ଟି.): ନେପାଳ-ତିବ୍ବତ ସୀମାନ୍ତରେ ସୃଷ୍ଟ ଆକସ୍ମିକ ବନ୍ୟାରେ ସ୍ଥିତି ଅତ୍ୟନ୍ତ ସଙ୍କଟଜନକ ହୋଇପଡ଼ିଛି। ନୂତନ ତଥ୍ୟ ଅନୁଯାୟୀ ମୋଟ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୩୯୨ରେ ପହଞ୍ଚିଛି, ଯେଉଁଥିରୁ…

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri