Posted inରାଜ୍ୟ

ପୁରୀରେ ରୋଡ ଶୋ’ ପୂର୍ବରୁ ମହାପ୍ରଭୁଙ୍କୁ ଦର୍ଶନ କରିବେ ପ୍ରଧାନମନ୍ତ୍ରୀ ମୋଦି

ପୁରୀ,୧୯।୫: ରବିବାର ତୃତୀୟ ଥର ପାଇଁ ପ୍ରଚାରରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ। ଶ୍ରୀଜିଉଙ୍କ ଦର୍ଶନ ସହ ଶ୍ରୀକ୍ଷେତ୍ରରେ ରୋଡ୍‌ ସୋ କରିବାର କାର୍ଯ୍ୟକ୍ରମ ରହିଛି।

ଆସନ୍ତାକାଲି ସକାଳେ ମୋଦି ମହାପ୍ରଭୁଙ୍କ ଦର୍ଶନ କରିବା ପରେ ସକାଳ ୮ଟାରେ ରୋଡ ସୋ’ କରିବେ। ଏହାପରେ ଅନୁଗୁଳ ଅଭିମୁଖେ ଯାଇ ସେଠାରେ ଜନ ସଭା କରିବା ପରେ କଟକରେ ଆସି ଜନ ସମାବେଶରେ ଯୋଗ ଦେବେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ପୂର୍ବରୁ କଟକରେ ମକଡ୍ରିଲ କରିଛି ଭାରତୀୟ ବାୟୁସେନା । ଯେହେତୁ ପ୍ରଧାନମନ୍ତ୍ରୀ ବାୟୁସେନାର ହେଲିକପ୍ଟର ଦ୍ୱାରା କଟକ ଆସିବେ, ତେଣୁ ବାଲିଯାତ୍ରା ପଡିଆରେ ବ୍ୟାପକ ପ୍ରସ୍ତୁତି ହୋଇଛି ।

ତଳ ବାଲିଯାତ୍ରା ପଡିଆରେ ପିଏମ ମୋଦିଙ୍କ ହେଲିକପ୍ଟର ଅବତରଣ କରିବ । ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ସରିଛି। ହେଲିପ୍ୟାଡ଼ ଠାରୁ ଆରମ୍ଭ କରି ସଭାସ୍ଥଳ ପର୍ଯ୍ୟନ୍ତ ସମସ୍ତ ସ୍ଥାନର ସୁରକ୍ଷା ଦାୟିତ୍ୱ SPG ନେଇସାରିଛି, ତେଣୁ ସଂପୃକ୍ତ ସ୍ଥାନରେ ଏବେଠାରୁ କଟକଣା ଲାଗୁ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

ରାୟପୁର-ଭାଇଜାଗ୍‌ କରିଡର: ଓଡ଼ିଶା ସମେତ ୩ ରାଜ୍ୟରେ ଆଣିବ ବିକାଶର ଧାରା

ଭୁବନେଶ୍ୱର,୭ା୧୨: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ନିର୍ମାଣାଧୀନ ୬-ଲେନ୍ ବିଶିଷ୍ଟ ରାୟପୁର–ବିଶାଖାପାଟଣା ଅର୍ଥନୈତିକ କରିଡର ଆଗାମୀ ଦିନରେ ଓଡ଼ିଶା ସମେତ ତିନୋଟି...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri