Posted inଜାତୀୟ

ପାର୍ବତୀ କୁଣ୍ଡରେ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଉତ୍ତରଖଣ୍ଡ ଗସ୍ତରେ ପହଞ୍ଚିଛନ୍ତି। ଏହି ସମୟରେ ପିଥୋରାଗଡର ପାର୍ବତୀ କୁଣ୍ଡରେ ପୂଜାର୍ଚ୍ଚନା କରିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ଗୁଞ୍ଜୀ ଗ୍ରାମକୁ ଯିବେ, ଯେଉଁଠାରେ ସେ ସ୍ଥାନୀୟ ଲୋକ ଏବଂ ସୁରକ୍ଷା ବାହିନୀର କର୍ମକର୍ତ୍ତାଙ୍କୁ ଭେଟିବେ। ପ୍ରଧାନମନ୍ତ୍ରୀ ଉତ୍ତରାଖଣ୍ଡର କୁମାଓନ ଅଞ୍ଚଳରେ ଅନେକ ବିକାଶମୂଳକ ପ୍ରକଳ୍ପର ମୂଳଦୁଆ ପକାଇ ଏକ ସାଧାରଣ ସଭାରେ ସମ୍ବୋଧିତ କରିବେ।
ଉତ୍ତରଖଣ୍ଡ ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଗୁଞ୍ଜୀ ଗାଁର ଲୋକଙ୍କ ସହ ଯୋଗାଯୋଗ କରିବାର ସୁଯୋଗ ମଧ୍ୟ ମିଳିବ। ମୁଁ ଆଧ୍ୟାତ୍ମିକ ଗୁରୁତ୍ୱପୂର୍ଣ୍ଣ ପାର୍ବତୀ କୁଣ୍ଡ ପରିଦର୍ଶନ କରିବା ଏବଂ ଜଗଶ୍ୱର ଧାମରେ ପୂଜାପାଠ କରିବାକୁ ମଧ୍ୟ ଅପେକ୍ଷା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଟ ଉପରେ ବରଫ

ଓଟକୁ ମରୁଭୂମିର ଜାହାଜ ବୋଲି କୁହାଯାଏ। ବିସ୍ତୀର୍ଣ୍ଣ ବାଲୁକା ଉପରେ ଏହି ପ୍ରାଣୀ ମାଇଲ ମାଇଲ ଯାଉଥିବାର ଦୃଶ୍ୟ ଆଖିରେ ଯେଉଁମାନେ ଦେଖି ନ ଥିବେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri