Posted inଜାତୀୟ

ଅଜିତଙ୍କୁ ଏନସିପି ପ୍ରଦାନ କରାଯିବା ପ୍ରଧାନମନ୍ତ୍ରୀ ମୋଦିଙ୍କ ଗ୍ୟାରେଣ୍ଟି, ନିର୍ବାଚନ କମିଶନ କରିଛନ୍ତି ଭୁଲ: ଶିବସେନା..

ମୁମ୍ବାଇ,୭।୨ : ନିର୍ବାଚନ ଆୟୋଗ ଅଜିତ ପାୱାରଙ୍କ ଜାତୀୟତାବାଦୀ କଂଗ୍ରେସ ପାର୍ଟିକୁ ପ୍ରକୃତ ଏନସିପି ଘୋଷଣା କରିଛନ୍ତି। ଅଜିତ ପାୱାର ଏନସିପିର ନାମ ଏବଂ ନିର୍ବାଚନ ଚିହ୍ନ ‘ଘଣ୍ଟା’ ପାଇବା ପରେ ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ଶିବସେନା ଏମପି ସଞ୍ଜୟ ରାଉତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଅଜିତଙ୍କ ଗୋଷ୍ଠୀକୁ ଏସବୁ ପ୍ରଦାନ କରାଯିବାରେ ମୋଦିଙ୍କ ଗ୍ୟାରେଣ୍ଟି ରହିଛି।

 

ରାଉତ କହିଛନ୍ତି, ’ଅଜିତଙ୍କ ପାଖରେ ଥିବା ବିଧାୟକ କିମ୍ବା ଏମପି ରହିଥାଇ ପାରନ୍ତି। ଯଦି ଆସନ୍ତାକାଲି ନିର୍ବାଚନରେ ଏହି ବିଧାୟକ ଏବଂ ଏମପିମାନେ ହାରିଯାଆନ୍ତି, ତେବେ ଦଳର କ’ଣ ହେବ? ନିର୍ବାଚନ କମିଶନଙ୍କ ନିଷ୍ପତ୍ତି ଭୁଲ ଏବଂ ପକ୍ଷପାତିତ। ଏହା ଏକ ନିଷ୍ପତ୍ତି ଯାହା ଗଣତନ୍ତ୍ର ଏବଂ ସମ୍ବିଧାନକୁ ହତ୍ୟା କରିଛି।

 

ଆହୁରି ପଢ଼ନ୍ତୁ: ଅଜିତଙ୍କ ଚାଲାକି,ଆଗୁଆ ସୁପ୍ରିମକୋର୍ଟରେ ପହଞ୍ଚିଲେ: ଦାଖଲ କଲେ ପିଟିଶନ…

 

ଶରଦ ପାୱାର ଏନସିପି ଦଳର ପ୍ରତିଷ୍ଠାତା ଅଟନ୍ତି। ସେ ନିର୍ବାଚନ ଆୟୋଗଙ୍କ ସମ୍ମୁଖରେ ବସିଥିଲେ। ନିର୍ବାଚନ ଆୟୋଗ ଜାଣନ୍ତି ସେ ପ୍ରତିଷ୍ଠାତା, ତଥାପି ଦଳ ଅଜିତ ପାୱାରଙ୍କୁ ଦିଆଯାଇଛି, ଏହା ପଛରେ ମୋଦିଙ୍କ ହାତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

ବିପଦପୂର୍ଣ୍ଣ ରାସ୍ତା, ଲୋକେ ହଟହଟା: ବୁର୍ଡ଼ା-ଅର୍ଜୁନପୁର ପିଡବ୍ଲ୍ୟୁଡି ରାସ୍ତା କଲଭର୍ଟ ଭୁଶୁଡ଼ି ଗର୍ତ୍ତ

ଲୋଇସିଂହା,୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ବୁର୍ଡା ଛକରୁ ଅର୍ଜୁନପୁର ପିଡବ୍ଲୁଡି ରାସ୍ତାର କୁମୁଣ୍ଡେ ଶୁଳିଆ ଛକ ନିକଟ କଲଭର୍ଟ ଭାଙ୍ଗି ଗର୍ତ୍ତ ସୃଷ୍ଟି ହୋଇଛି। ଏହାର…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ୨୫ ପ୍ରତିଶତ ବୋନସ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ଏମ୍‌ପି

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ଓଡ଼ିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୧୨ଲକ୍ଷ କେନ୍ଦୁପତ୍ର ଶ୍ରମିକ କେନ୍ଦୁପତ୍ର ତୋଳାଳି, ସିଜିନାଲ କର୍ମଚାରୀ,ବନ୍ଧେଇ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାର ଯଥାକ୍ରମେ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ…

ପୁଣି PM ମୋଦିଙ୍କ ଆଗରେ ବଡ଼ ଦାବି ରଖିଲେ ଅଭିଜିତ ଦୀପକେ: ୧୫ ଅଗଷ୍ଟରେ Gen Z ଙ୍କ ପାଇଁ…

ନୂଆଦିଲ୍ଲୀ, ୭।୮: ଜନ୍ତର ମନ୍ତରରେ ପ୍ରତିବାଦ କରିବା ପରେ ବର୍ତ୍ତମାନ କକରୋଚ ଜନତା ପାର୍ଟି (CJP) ନୂଆ ପ୍ରସଙ୍ଗଗୁଡ଼ିକୁ ନେଇ ଆଲୋଚନା କରୁଛି। ସିଜେପିର କୋର୍‌ ଟିମ୍‌ର…

୧୧ କୋଟି ଟଙ୍କାର ଲଟେରି ଟିକେଟ ଅଳିଆରୁ ଉଦ୍ଧାରକଲେ ସଫେଇ କର୍ମଚାରୀ

ରୋମ୍‌,୭ା୮:ଇଟାଲୀରେ ଜଣେ ମହିଳା ୧୧ କୋଟି ଟଙ୍କା (୧ ମିଲିୟନ/ପ୍ରାୟ ୧୦.୯ କୋଟି ଟଙ୍କା)ର ମେଗା ଲଟେରି ଜିତିବା ପରେ ଭୁଲବଶତଃ ତାହାକୁ ଅଳିଆ ଗଦାରେ ଫିଙ୍ଗି…

କେନ୍ଦ୍ର କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ଜାଣନ୍ତୁ କେଉଁ ପ୍ରସ୍ତାବ ଉପରେ ଲାଗିଲା ମୋହର

ନୂଆଦିଲ୍ଲୀ,୬ା୮: ଦେଶରେ କମ୍ପ୍ରେସଡ୍‌ ବାୟୋଗ୍ୟାସ୍‌ (ସିବିଜି) ଉତ୍ପାଦନକୁ ତ୍ୱରାନ୍ବିତ କରିବା ଏବଂ ଜୀବାଶ୍ମ ଇନ୍ଧନ ଆମଦାନୀ ଉପରୁ ନିର୍ଭରଶୀଳତା ହ୍ରାସ କରିବା ପାଇଁ କେନ୍ଦ୍ର କ୍ୟାବିନେଟ ଗୁରୁବାର…

ୟୁପିଆଇ ଉପରେ ଶୁଳ୍କ ଲାଗୁ ନେଇ ଲୋକ ସଭାରେ ବିଲ୍‌ ପାରିତ

ନୂଆଦିଲ୍ଲୀ, ୭ା୮(ପି.ଟି.): ଗୁରୁବାର ଅପରାହ୍ନ ୨ଟାରେ ଗୃହ କାର୍ଯ୍ୟ ପୁନଃ ଆରମ୍ଭ ହେବା ପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ‘କର ଓ ଅନ୍ୟାନ୍ୟ ଆଇନ (ସଂଶୋଧନ) ବିଲ୍‌,…

Video: ନୂଆ ରିଲ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ…

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଇନଷ୍ଟାଗ୍ରାମ ରିଲ ଶେୟାର କରିଛନ୍ତି। ଏହି ରିଲ ଜାତୀୟ ହସ୍ତତନ୍ତ ଦିବସ (୭ ଅଗଷ୍ଟରେ ପାଳିତ) ଅବସରରେ ପୋଷ୍ଟ କରାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri