Posted inଜାତୀୟ

କରୋନା କଟକଣା ମଧ୍ୟରେ ପାଳନ ହେଲା ଖ୍ରୀଷ୍ଟମାସ, ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୫ ।୧୨: କରୋନା କଟକଣା ମଧ୍ୟରେ ସାରା ବିଶ୍ୱରେ ପାଳନ କରାଯାଇଛି ବଡଦିନ ବା ଖ୍ରୀଷ୍ଟମାସ । ସାରା ଦେଶରେ ପ୍ରଭୁ ଯିଶୁଙ୍କ ଏହି ଜନ୍ମଦିନକୁ କଟକଣା ମଧ୍ୟରେ ପାଳନ କରାଯାଇଛି । ଦିଲ୍ଲୀ, ମୁମ୍ବାଇ, କୋଲକାତା ସମେତ ସାରା ଦେଶରେ ଚର୍ଚ୍ଚରେ ପ୍ରୋଟୋକଲ ସହ ପ୍ରାର୍ଥନା କରାଯାଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ରାଜନେତା ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ସମସ୍ତଙ୍କୁ ଖ୍ରୀଷ୍ଟମାସର ଅଭିନନ୍ଦନ । ଆମେ ଯିଶୁ ମସିହଙ୍କ ଜୀବନି ଓ ମହାନ ଶିକ୍ଷାକୁ ମନେପକାଇବା, ଯିଏ ସେବା, ଦୟା ଓ ନମ୍ରତା ଉପରେ ଅଧିକ ଗୁରୁତ୍ୱ ଦେଉଥିଲେ ।

ଏହି ଅବସରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବି ଦେଶବାସୀଙ୍କୁ ଶୁଭକାମନା ଦେଇଛନ୍ତି । ରାହୁଲ ଟୁଇଟ୍ କରି କହିଛନ୍ତି, ଖ୍ରୀଷ୍ଟମାସରେ ଦେଶବାସୀଙ୍କୁ ଶୁଭେଚ୍ଛା, ସମସ୍ତଙ୍କ ସୁସ୍ଥ, ଆନନ୍ଦ ଓ ଭାଇଚାରାର କାମନା କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

ସିଂହ ରାଶିରେ ଶୁକ୍ରଙ୍କ ଗୋଚର: ଜୁଲାଇ ୪ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ଧନଲାଭ ସହ ମିଳିବ ସୁଖ-ସମୃଦ୍ଧି

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହଙ୍କୁ ସୁଖ, ସମୃଦ୍ଧି, ପ୍ରେମ, ସୌନ୍ଦର୍ଯ୍ୟ ଓ ଭୌତିକ ସୁଖ-ସୁବିଧାର କାରକ ବୋଲି କୁହାଯାଏ। ଯେତେବେଳେ ବି ଶୁକ୍ର ନିଜର ରାଶି ପରିବର୍ତ୍ତନ…

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri