Posted inଜାତୀୟ

ଫେରିଲେ ମୋଦି

ନୂଆଦିଲ୍ଲୀ,୨୬ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୪ ଦିନିଆ ଆମେରିକା ଗସ୍ତ ସାରି ନୂଆଦିଲ୍ଲୀ ଫେରି ଆସିଛନ୍ତି । ରବିବାର ସକାରେ ମୋଦିଙ୍କ ଏୟାର ଇଣ୍ଡିଆ ବିମାନ ଦିଲ୍ଲୀ ବିମାନ ବନ୍ଦରରେ ଲ୍ୟାଣ୍ଡ କରିଛି । ମୋଦିଙ୍କୁ ସ୍ୱାଗତ କରିବା ଲାଗି ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେପି ନଡ୍ଡା ନିଜେ ଯାଇଥିବା ବେଳେ ବିମାନ ବନ୍ଦର ବାହାରେ ଭାଜପା କର୍ମୀମାନେ ତାଙ୍କୁ ସ୍ୱାଗତ କରିବାକୁ ଅପେକ୍ଷା କରି ରହିଥିଲେ । ମୋଦିଙ୍କୁ ପୁଷ୍ପମାଲ୍ୟ ଦେଇ ସ୍ୱାଗତ କରାଯାଇଛି । ଏହାସହ ବିମାନ ବନ୍ଦର ବାହାରେ କର୍ମୀମାନେ ପାରମ୍ପରିକ ପୋଷକ ପରିଧାନ କରି ବିଭିନ୍ନ ବାଦ୍ୟଯନ୍ତ୍ର ସହ ମୋଦିଙ୍କୁ ସ୍ୱାଗତ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri