Posted inଜାତୀୟ

ଫେରିଲେ ମୋଦି

ନୂଆଦିଲ୍ଲୀ,୨୬ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୪ ଦିନିଆ ଆମେରିକା ଗସ୍ତ ସାରି ନୂଆଦିଲ୍ଲୀ ଫେରି ଆସିଛନ୍ତି । ରବିବାର ସକାରେ ମୋଦିଙ୍କ ଏୟାର ଇଣ୍ଡିଆ ବିମାନ ଦିଲ୍ଲୀ ବିମାନ ବନ୍ଦରରେ ଲ୍ୟାଣ୍ଡ କରିଛି । ମୋଦିଙ୍କୁ ସ୍ୱାଗତ କରିବା ଲାଗି ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେପି ନଡ୍ଡା ନିଜେ ଯାଇଥିବା ବେଳେ ବିମାନ ବନ୍ଦର ବାହାରେ ଭାଜପା କର୍ମୀମାନେ ତାଙ୍କୁ ସ୍ୱାଗତ କରିବାକୁ ଅପେକ୍ଷା କରି ରହିଥିଲେ । ମୋଦିଙ୍କୁ ପୁଷ୍ପମାଲ୍ୟ ଦେଇ ସ୍ୱାଗତ କରାଯାଇଛି । ଏହାସହ ବିମାନ ବନ୍ଦର ବାହାରେ କର୍ମୀମାନେ ପାରମ୍ପରିକ ପୋଷକ ପରିଧାନ କରି ବିଭିନ୍ନ ବାଦ୍ୟଯନ୍ତ୍ର ସହ ମୋଦିଙ୍କୁ ସ୍ୱାଗତ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri