ଜୋହାନ୍ସବର୍ଗରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି

ଜୋହାନ୍ସବର୍ଗ,୨୨।୮: ୧୫ ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ପହଞ୍ଚିଛନ୍ତି।

 


ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ମାଟମେଲା ସିରିଲ ରାମାଫୋସାଙ୍କ ନିମନ୍ତ୍ରଣରେ ପିଏମ ମୋଦି ଅଗଷ୍ଟ ୨୨ରୁ ୨୪ ଦକ୍ଷିଣ ଆଫ୍ରିକା ଗସ୍ତ କରିଛନ୍ତି। ତିନି ଦିନିଆ ଗସ୍ତରେ ବ୍ରିକ୍ସ ସମ୍ମିଳନୀରେ ଅଂଶଗ୍ରହଣ କରୁଥିବା ନେତାଙ୍କ ସହ ପ୍ରଧାନମନ୍ତ୍ରୀ ମୋଦି ଦ୍ୱିପାକ୍ଷିକ ଆଲୋଚନା କରିବେ। ଏହି କାର୍ଯ୍ୟକ୍ରମରେ ୪୫ରୁ ଅଧିକ ଦେଶ ଭାଗ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ…

କେଏସ୍‌ୟୁବି କଲେଜରେ କାରିୟର କାଉନସେଲିଂ, ଛାତ୍ରୀଛାତ୍ରଙ୍କୁ ମାର୍ଗଦର୍ଶନ ଦେଇ…

ଭଞ୍ଜନଗର,୨୬ା୯(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ (କେଏସ୍‌ୟୁବି) ପରିସରରେ ଶନିବାର ଏକ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ.…

ଅମିତାଭଙ୍କ ସାମ୍ନାରେ ଭାବପ୍ରବଣ ହୋଇପଡ଼ିଲେ ରାଜକୁମାର: କହୁ କହୁ କହିଦେଲେ…

ମୁମ୍ବାଇ:ଲୋକପ୍ରିୟ କୁଇଜ ରିଆଲିଟି ଶୋ’ ‘କୌନ ବନେଗା କରୋଡପତି’ ସିଜନ ୧୮ର ମଞ୍ଚ କେବଳ ଜ୍ଞାନ ଓ ପୁରସ୍କାରରେ ସୀମିତ ନୁହେଁ। ଅନେକ ସମୟରେ ଏଠାରେ ଅତିଥିଙ୍କ…

ହାତୀ ଆକ୍ରମଣରେ ମୃତକ ପରିବାରକୁ ମିଳିଲା ଆର୍ଥିକ ସହାୟତା

କେସିଙ୍ଗା,୨୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଯାଦବ ମହାସଭା ଅନ୍ତର୍ଗତ କେସିଙ୍ଗା ବ୍ଲକର ଶିରୋଲ ଆଞ୍ଚଳିକ ଯାଦବ ସମାଜ ଅଧୀନସ୍ଥ ପୋଢ଼ଖମ୍ବ ଗ୍ରାମର ସ୍ବର୍ଗତ ଅକ୍ରୁର ହେର୍ନା ଗତ…

ଭାରତର ଏକମାତ୍ର ନଦୀ, ଯାହାର ବାଲିରୁ ମିଳେ ସୁନା! ଓଡ଼ିଶାରେ ବି ବୋହୁଛି…

ନୂଆଦିଲ୍‌ଲୀ,୨୬।୯: ଭାରତରେ ନଦୀଗୁଡ଼ିକୁ କେବଳ ଜଳର ଉତ୍ସ ଭାବେ ଗ୍ରହଣ କରାଯାଏ ନାହିଁ, ବରଂ ଦେଶର ଅର୍ଥନୀତି ଏବଂ ଲୋକଙ୍କ ଦୈନନ୍ଦିନ ଜୀବନରେ ମଧ୍ୟ ଏଗୁଡ଼ିକର ଏକ…

ବୃଦ୍ଧଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ, ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ସହାୟତା, ଘୋଷଣା କରି…

କୁଆଁରମୁଣ୍ଡା,୨୬ା୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ବନ ରେଞ୍ଜ ଅନ୍ତର୍ଗତ ଝୁନମୁର ଗ୍ରାମର ବିଶ୍ରାଟୋଲିରେ ଶନିବାର ସକାଳେ ଏକ ବଣୁଆ ଦନ୍ତା ହାତୀ ଆକ୍ରମଣରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?