Posted inଜାତୀୟ

ମୋଦି ରାମମନ୍ଦିର ଭୂମିପୂଜନ କରୁଥିବା ସମୟରେ ପଶିଆସିଲେ ୨ ଛେଳି, ଆଉ ତା’ ପରେ…

ନୂଆଦିଲ୍ଲୀ,୫ା୮: ରାମମନ୍ଦିର ଭୂମି ପୂଜା ସମୟରେ ଏକ ଅଦ୍ଭୁତ ଦୃଶ୍ୟ ଦେଖିବାକୁ ମିଳିଥିଲା। ଯାହାକି କଡ଼ା ସୁରକ୍ଷା ମଧ୍ୟରେ ଅଜବ ପରିସ୍ଥିତି ସୃଷ୍ଟି କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁପଟରେ ଭୂମି ପୂଜା କରୁଥିଲେ, ସେଠାକୁ ଦୁଇଟି ଛେଳି ପଶି ଆସିଥିଲେ। ୟୁପି ପୋଲିସ ଏବଂ ଏସ୍‌ପିଜିର ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ଛେଳି ଦୁଇଟି କିପରି ପଶି ଆସିଲେ ତାହା ଆଶ୍ଚର୍ଯ୍ୟଜନକ ଘଟଣା। ଏହା ଦେଖି ସୁରକ୍ଷା କର୍ମୀମାନେ ଛେଳିଦୁଇଟିକୁ ଗୋଡ଼ାଇ ଧରିବାକୁ ଚେଷ୍ଟା କରିଥିଲେ ହେଁ ବିଫଳ ହୋଇଥିଲେ। କିଛି ଲୋକ କହୁଛନ୍ତି ଛେଳିମାନେ ମଧ୍ୟ ଏହି ପୂଜାକୁ ସ୍ବାଗତ ଜଣାଉଛନ୍ତି।


ବୁଧବାର ଅଯୋଧ୍ୟାରେ ଇତିହାସ ସୃଷ୍ଟି କରିଛି। ଦୀର୍ଘ ବର୍ଷର ପ୍ରତୀକ୍ଷା ପରେ ଆଜି ଅଯୋଧ୍ୟାରେ ରାମମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ ସଫଳ ହୋଇଛି। ଏହି ପୂଜାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ମୋହନ ଭାଗବତ, ଯୋଗୀ ଆଦିତ୍ୟନାଥ ଏବଂ ଅନ୍ୟ ଅତିଥିମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୯୬ ବର୍ଷ ତଳେ ଆରମ୍ଭ ହୋଇଥିବା ରେଡ଼ିଓ ପ୍ରସାରଣରେ ମୋଦି ଆଣିଛନ୍ତି ନୂଆ କ୍ରାନ୍ତି

ନୂଆଦିଲ୍ଲୀ, ୨୦।୮: ପ୍ରତିବର୍ଷ ଅଗଷ୍ଟ ୨୦ରେ ଭାରତରେ ଜାତୀୟ ଦିବସ ପାଳିତ ହୋଇଥାଏ। ୯୬ ବର୍ଷ ତଳେ ୧୯୨୩ରେ ଦେଶରେ ପ୍ରଥମ ରେଡ଼ିଓ ପ୍ରସାରଣ ଆରମ୍ଭ...

ଭାରତୀୟ ସେନା ହେବେ ଆତ୍ମନିର୍ଭରଶୀଳ, ଦେଶରେ ତିଆରି ହେବ ୩୦୦ରୁ ଅଧିକ ଅସ୍ତ୍ରଶସ୍ତ୍ର: ମୋଦି

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ୭୧,୦୦୦କର୍ମଚାରୀଙ୍କୁ ନୂଆ ନିଯୁକ୍ତ ଆଧାରରେ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ଭିଡିଓ କନଫରେନସିଂ ଜରିଆରେ ନବ ନିଯୁକ୍ତ...

ଏମ୍‌ପି ସରକାରଙ୍କ ବିରୋଧରେ ୧୦ ହଜାର କୋଟିର ମାମଲା

ଇନ୍ଦୋର,୫।୧: ମଧ୍ୟପ୍ରଦେଶର ପଟଲମ୍‌ ଅଞ୍ଚଳର ଜଣେ ଆଦିବାସୀଙ୍କୁ ମିଛ ଅଭିଯୋଗରେ ୬୬୬ ଦିନ ଜେଲରେ ରଖାଯାଇଥିଲା। ଗତବର୍ଷ ଅକ୍ଟୋବରରେ ତାଙ୍କୁ ଗଣବଳାତ୍କାର ମାମଲାରେ ଦୋଷମୁକ୍ତ କରାଯାଇଥିଲା।...

ଉତ୍ତର ପ୍ରଦେଶ ବନ୍ୟାରେ ବିଗିଡିଲା ସ୍ଥିତି ୬୦୦ ଗାଁ ପ୍ରଭାବିତ, ୭ ମୃତ

ଲକ୍ଷ୍ନୌ,୯ ।୧୦: ଲଗାଣ ବର୍ଷା ଯୋଗୁ ଉତ୍ତର ପ୍ରଦେଶରେ ବନ୍ୟା ପରିସ୍ଥିତି ଜଟିଳ ହୋଇ ପଡିଛି । ରାପ୍ତି ନଦୀରେ ଆସିଥିବା ବନ୍ୟା ଫଳରେ ଶ୍ରାବସ୍ତି...

ଭୋଟ ଦେବା ପରେ ଭାଜପା ଉପରେ ବର୍ଷିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ କୁମାରସ୍ବାମୀ, ସକାଳ ୧୧ଟା ସୁଦ୍ଧା ୨୧ ପ୍ରତିଶତ ମତଦାନ

ବେଙ୍ଗାଲୁରୁ,୧୦।୫: କର୍ନାଟକ ବିଧାନ ସଭା ନିର୍ବାଚନ ପାଇଁ ବୁଧବାର ସକାଳୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଭୋଟ ଗ୍ରହଣ ଚାଲିଥିବା ବେଳେ ବି ରାଜନେତାମାନେ ପରସ୍ପର...

କରୋନା ପ୍ରଭାବ: ଅଗଷ୍ଟ ୧୫ ଯାଏଁ କ୍ୱାରାଣ୍ଟାଇନ୍‌ରେ ରହିବେ ଅଧିକାରୀ

ନୂଆଦିଲ୍ଲୀ,୨୯।୭: ସମଗ୍ର ଦେଶରେ କରୋନା ମାମଲା ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଏଭଳି ସ୍ଥିତିରେ ଅଗଷ୍ଟ ୧୫କୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କରୋନା ଯୋଗୁ ସ୍ବାଧୀନତା...

କରୋନା ମହାମାରୀ ଯୋଗୁ ପାଠପଢ଼ାରେ ବାଧା: ପିଲା ଗଣିତରେ ଦୁର୍ବଳ…

ନୂଆଦିଲ୍ଲୀ,୧୯।୧ : ମହାମାରୀ ପରେ ପିଲାମାନଙ୍କର ମୌଳିକ ପଢ଼ିିବା କ୍ଷମତା କ୍ଷତିଗ୍ରସ୍ତ ହୋଇଛି । ଏହା ୨୦୧୨ର ପୂର୍ବସ୍ତରକୁ ଖସି ଆସିଛି। ଏନଜିଓ ପ୍ରଥମ ଦ୍ୱାରା...

ପଶ୍ଚିମବଙ୍ଗ ବିଧାନସଭାରେ ମଣିପୁର ଉପରେ ପ୍ରସ୍ତାବ ଉପସ୍ଥାପନ, ମମତା କହିଲେ ମୋତେ ଜ୍ଞାନର ଆବଶ୍ୟକତା ନାହିଁ

କୋଲକାତା,୩୧।୭: ମଣିପୁର ହିଂସା ମାମଲା ଗତ ୩ ମାସ ହେବ ଚର୍ଚ୍ଚାରେ ରହିଛି। ଏହାକୁ ନେଇ ବିରୋଧୀ ଲଗାତାର ମୋଦି ସରକାର ଓ କେନ୍ଦ୍ରକୁ ଜବାବ...

Advertisement
Archives

Model This Week