ଇମାନୁଏଲଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୫ ।୪: ଫ୍ରାନ୍ସର ରାଷ୍ଟ୍ରପତି ଭାବେ ପୁନଃ ନିର୍ବାଚିତ ହୋଇଥିବା ଇମାନୁଏଲ ମାକ୍ରୋନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି । ୨୦ ବର୍ଷ ଭିତରେ ସେ ପ୍ରଥମ ରାଷ୍ଟ୍ରପତି ଭାବେ ଦ୍ୱିତୀୟ ଥର ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହୋଇଛନ୍ତି । ମୋଦି ଟୁଇଟ୍ କରି ଇମାନୁଏଲଙ୍କୁ ଶୁଭେଚ୍ଛା ଜଣାଇବା ସହ କହିଛନ୍ତି, ମୁଁ ଭାରତ-ଫ୍ରାନ୍ସ ରଣନୀତିକ ଭାଗିଦାରୀକୁ ଗଭୀର କରିବା ପାଇଁ ମିଳିତ ଭାବରେ କାର୍ଯ୍ୟ ଜାରି ରଖିବାକୁ ଅପେକ୍ଷା କରିଛି ।
ସୂଚନାଯୋଗ୍ୟ, ରାଷ୍ଟ୍ରପତି ନିର୍ବାଚନର ଶେଷ ମତଦାନରେ ମାକ୍ରନ ଧୁର ଦକ୍ଷିଣପନ୍ଥୀ ମରିନ ଲେ ପେନଙ୍କୁ ହରାଇଥିଲେ । ରବିବାର ଭୋଟିଂ ଆରମ୍ଭରୁ ମାକ୍ରୋନଙ୍କୁ ୫୮.୮ ପ୍ରତିଶତ ଭୋଟ ମିଳିଥିବା ବେଳେ ତାଙ୍କ ପ୍ରତିଦ୍ୱନ୍ଦୀ ମରିନ ଲେ ପେନ କେବଳ ୪୧.୨ ପ୍ରତିଶତ ଭୋଟ ହାସଲ କରିପାରିଥିଲେ । ୪୪ ବର୍ଷିୟ ମୈକ୍ରୋ ୨୦ ବର୍ଷ ମଧ୍ୟରେ ଦ୍ୱିତୀୟ ଥର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇ ରେକର୍ଡ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ସରକାରଙ୍କ ବଡ଼ ଘୋଷଣା; ମହିଳାଙ୍କୁ ମାସିକ ୩ ହଜାର, ୭ମ ବେତନ ଆୟୋଗ ଲାଗୁ, ମାଗଣା ବସ୍ ଯାତ୍ରା

କୋଲକାତା,୧୮।୫: ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ତାଙ୍କର ଦ୍ୱିତୀୟ କ୍ୟାବିନେଟ୍ ବୈଠକରେ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅନୁମୋଦନ କରିଛନ୍ତି । ଏଥିରେ ମହିଳାମାନଙ୍କୁ ମାସିକ ୩ ହଜାର ଆର୍ଥିକ…

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା

ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି…

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri