Posted inଜାତୀୟ

ଇତିହାସରେ ପ୍ରଥମ ଥର: ଷ୍ଟାଚ୍ୟୁ ଅଫ୍ ୟୁନିଟି ପର୍ଯ୍ୟନ୍ତ ୮ ଟ୍ରେନ୍‌କୁ ଗ୍ରୀନ୍ ସିଗନାଲ

ନୂଆଦିଲ୍ଲୀ,୧୭ ।୧: ଗୁଜରାଟର କେବଡିୟାରେ ନିର୍ମାଣ କରାଯାଇଥିବା ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଆକାଶ ଛୁଆଁ ପ୍ରତିମାକୁ ବିଶ୍ୱ ପର୍ଯ୍ୟଟନ ନକ୍ସାରେ ସ୍ଥାନ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କେବଡିୟା ପର୍ଯ୍ୟନ୍ତ ୮ ଟେନ୍‌କୁ ଗ୍ରୀନ୍ ସିଗନାଲ ଦେଇଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ମୋଦି ଏହାକୁ ଗ୍ରୀନ୍ ସିଗନାଲ ଦେବା ସମୟରେ କହିଛନ୍ତି ଇତିହାସରେ ଏହା ପ୍ରଥମଥର ହୋଇଛି ଯେ ଗୋଟିଏ ସ୍ଥାନକୁ ଯିବାଲାଗି ଏକାଥରେ ୮ଟି ଟ୍ରେନକୁ ଗ୍ରୀନ୍ ସିଗନାଲ ମିଳିଛି । ଏହି ୮ ଟେନ୍ କେବଡିୟାକୁ ବାରାଣସି, ଦାଦର, ଅହମଦାବାଦ, ହଜରତ ନିଜାମୁଦ୍ଦିନ, ରିବା, ଚେନ୍ନାଇ ଓ ପ୍ରତାପନଗରକୁ ଯୋଡିବ । ଏହି ଯୋଜନା ସହ ଭାରତୀୟ ରେଲୱେ ମାନଚିତ୍ରରେ ବିଶ୍ୱର ସବୁଠାରୁ ବଡ ପ୍ରତିମା ଷ୍ଟାଚ୍ୟୁ ଅଫ୍ ୟୁନିଟିକୁ ବି ସ୍ଥାନ ମିଳିଯିବ । ଏହାସହ ସାରା ଦେଶରୁ ପର୍ଯ୍ୟଟକ ବିନା ବାଧାରେ ସିଧା ଏଠାରେ ପହଞ୍ଚିପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ…

ୟୁପି ରାଜ୍ୟସଭା ନିର୍ବାଚନ: ୮ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ଲକ୍ଷ୍ନୌ,୫।୧୦: ଉତ୍ତର ପ୍ରଦେଶ(ୟୁପି)ରେ ହେବାକୁ ଥିବା ୨୦୨୬ ରାଜ୍ୟସଭା ନିର୍ବାଚନ ପାଇଁ ୮ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାଜପା। ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଏହି…

କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପ: ଆରଇଟି ସର୍ଭେ ପାଇଁ ଡିଆରଏମ୍‌ଙ୍କୁ ଦାବି

କେସିଙ୍ଗା, ୫।୧୦ (ତୁମେଶ୍ୱର ସାହୁ): କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପର ଆରଇଟି ସର୍ଭେ ତଥା ପ୍ରକଳ୍ପ ପାଇଁ ଆବଶ୍ୟକ ବଜେଟ ବ୍ୟୟବରାଦ ଦାବିରେ କଳାହାଣ୍ଡି ରେଳ…

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…

ନୋଟ୍ ନୁହେଁ, ଭୋଟ୍! ଛାତ୍ର ନିର୍ବାଚନରେ ଖର୍ଚ୍ଚ ସୀମା ୫ ହଜାର

ଭୁବନେଶ୍ୱର,୫।୧୦: କଲେଜ ଓ ବିଶ୍ୱବିଦ୍ୟାଳୟରେ ନିର୍ବାଚନକୁ ନେଇ ଆସିଲା କଡ଼ା ନିୟମ। ନିର୍ବାଚନ ଲଢ଼ୁଥିବା ପ୍ରତ୍ୟେକ ପ୍ରାର୍ଥୀ ସର୍ବାଧିକ ୫ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ନିର୍ବାଚନୀ…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?