ଝାରସୁଗୁଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ସମ୍ବଲପୁର,୩ା୨(ପ୍ରମୋଦ ବହିଦାର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସ୍ବତନ୍ତ୍ର ବିମାନରେ ଆସି ଶନିବାର ଅପରାହ୍ନରେ ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ସେଠାରୁ ସେ ବାୟୁସେନାର ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ସମ୍ବଲପୁର ଗସ୍ତ କରିବେ।

ବସନ୍ତପୁରଠାରେ ନୂତନ ଭାବେ ନିର୍ମିତ  ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ଉଦ୍‌ଘାଟନ କରିବେ। ଏହାସହ ୬୮ ହଜାର ୧୬୦ କୋଟି ବ୍ୟୟ ଅଟକଳରେ ପ୍ରାୟ ୭ ପ୍ରକଳ୍ପ ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି।  ସେଥିମଧ୍ୟରେ ଏମ୍‌ସିଏଲ୍‌ର ୨୧୪୫ କୋଟି ଟଙ୍କା ବ୍ୟୟ ଅଟକଳରେ ୪ଟି ପ୍ରକଳ୍ପ, ରେଲଓ୍ବେର ସମ୍ବଲପୁର ରେଳ ଷ୍ଟେଶନର ୩୪୮ କୋଟି ଟଙ୍କା ବ୍ୟୟ ଅଟକଳରେ ନବୀକରଣ, ୧୫୩୯ କୋଟି ଟଙ୍କା ବ୍ୟୟରେ ସମ୍ବଲପୁର-ତାଳଚେର ଦୋହରୀକରଣ ରେଳ ଲାଇନର ଲୋକାର୍ପଣ, ଏନଏଲ୍ସିର ୨୭ ହଜାର ଟଙ୍କା ବ୍ୟୟରେ ୨୪୦୦ ମେଗାୱାଟ କ୍ଷମତା ବିଶିଷ୍ଟ ତାପଜ ବିଦ୍ୟତ୍‌ ପ୍ରକଳ୍ପ ଆଦି ଅନ୍ତର୍ଭୁକ୍ତ। ଅପରାହ୍ନ ୨ଟା ୪୫ରେ ପ୍ରଧାନମନ୍ତ୍ରୀ ମୋଦି ରେମେଡ ପଡ଼ିଆରେ ଆୟୋଜିତ ବିଶାଳ ଗ୍ୟାରେଣ୍ଟି ସମାବେଶକୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

୨୮ ବିଧାନସଭା ଆସନ ପାଇଁ ୨୫୬ ପ୍ରାର୍ଥତ୍ପତ୍ର କାଏମ

ଭୁବନେଶ୍ୱର,୨୮ା୪(ଅନିଲ ଦାସ)ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନପତ୍ର ଯାଞ୍ଚ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୨୮ଟି ବିଧାନସଭା ଆସନ ପାଇଁ ୨୬୬ ଜଣ ପ୍ରାର୍ଥୀ...

ଅରିନ୍ଦମ୍‌ଙ୍କୁ ଗ୍ରହଣ କରିପାରୁନାହାନ୍ତି ଦଳୀୟ କର୍ମୀ

ସାଲେପୁର,୨୮।୪(ଅରବିନ୍ଦ ଭୂୟାଁ)ବହୁ କଳ୍ପନାଜଳ୍ପନା ପରେ ଶେଷରେ ସାଲେପୁର ବିଧାନସଭା ଆସନର ଭାଜପା ପ୍ରାର୍ଥୀଭାବେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ତଥା କଟକର ଯୁବନେତା ଅରିନ୍ଦମ ରାୟଙ୍କ ନାମ...

ରାସ୍ତାକଡ଼ ଜଙ୍ଗଲରେ ପଖାଳ ଖାଇଲେ ପାଣ୍ଡିଆନ

ଭୁବନେଶ୍ୱର,୨୮।୪(ଅସମାପିକା ସାହୁ)ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ତୃତୀୟ ଦିନରେ ପ୍ରଚାର ମଇଦାନରେ ଓହ୍ଲାଇ କଳାହାଣ୍ଡି ଲୋକ ସଭା କ୍ଷେତ୍ରର ବିଭିନ୍ନ...

ଏଥର ଯୋଡ଼ା ପଦ୍ମ ଫୁଟିବ: ଜଗଦ୍ଦେବ

ଖୋର୍ଦ୍ଧା,୨୮ା୪(ପ୍ରଭାତ ପାଣିଗ୍ରାହୀ)ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଶନିବାର ବିଧାନସଭା ଆସନ ପାଇଁ ଅଷ୍ଟମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ୩ ଆସନ ମଧ୍ୟରୁ...

ମହାନଦୀକୁ ନେଇ ଭାଜପା-ବିଜେଡି ଦୋଷ ଲଦାଲଦି

ସମ୍ବଲପୁର,୨୮ା୪ (ଭବାନୀ ଶଙ୍କର ଭୋଇ/ପ୍ରମୋଦ ବହିଦାର)ଗ୍ରୀଷ୍ମଋତୁର ସୂର୍ଯ୍ୟ ତାପଠୁଁ ବଳିଗଲାଣି ସମ୍ବଲପୁରର ରାଜନୈତିକ ତାତି। ପ୍ରମୁଖ ରାଜନୈତିକ ଦଳ ବିଜେଡି ଓ ଭାଜପା ମଧ୍ୟରେ ଆରୋପ-ପ୍ରତ୍ୟାରୋପ...

ଆଞ୍ଚଳିକ ସମସ୍ୟା ପ୍ରତି ବିତୃଷ୍ଣାର ପ୍ରତିଫଳନ ନୋଟା

କେନ୍ଦ୍ରାପଡ଼ା,୨୮ା୪ (ଜଗନ୍ନାଥ ଧଳ)ଦେଶରେ ଭୋଟଦାନ ଚାଲିଛି। ଏଭଳି ସମୟରେ ପ୍ରାର୍ଥୀଙ୍କ ବିଷୟରେ ଯେଭଳିି ଚର୍ଚ୍ଚା ହେଉଛି ନୋଟା (ନନ୍‌ ଅଫ୍‌ ଦି ଏବଭ) ମଧ୍ୟ ଆଲୋଚନା...

ଚମ୍ପୁଆରୁ ମୁରଲୀ, ଫକୀରମୋହନ ତେଲକୋଇରୁ ଭାଜପା ବିଧାୟକ ପ୍ରାର୍ଥୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)ଦୀର୍ଘଦିନ ଧରି ଘୋଷଣା ହୋଇପାରୁ ନ ଥିବା ଚମ୍ପୁଆ ଓ ତେଲକୋଇ ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଶନିବାର ପ୍ରାର୍ଥୀଙ୍କ ନାମ ଘୋଷଣା କରିିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri