Posted inଜାତୀୟ

ତେଲେଙ୍ଗାନାକୁ ମିଳିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ, କାର୍ଯ୍ୟକ୍ରମରୁ ଦୂରେଇ ରହିଲେ କେସିଆର

ହାଇଦ୍ରାବାଦ,୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ହାଇଦ୍ରାବାଦରେ ପହଞ୍ଚିଛନ୍ତି। ରାଜ୍ୟପାଳ ଡା.ତମିଲିସାଇ ସୁନ୍ଦରରାଜନ ଓ ଅନ୍ୟ ଗଣ୍ୟମାନ୍ୟ ବ୍ୟକ୍ତି ତାଙ୍କୁ ସ୍ବାଗତ କରିଛନ୍ତି। ପିଏମଓ ପକ୍ଷରୁ ଟୁଇଟ କରି ଏହି ସୂଚନା ଦିଆଯାଇଛି। ମୋଦି ସେଠାରେ ୧୧,୩୬୦ କୋଟି ଟଙ୍କାର ପରିଯୋଜନାକୁ ଉଦଘାଟନ କରିବେ।
ଏହିକ୍ରମରେ ମୋଦି ଶନିବାର ହାଇଦ୍ରାବାଦରେ ସିକନ୍ଦରାବାଦ-ତିରୁପତି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ଦେଶର ୧୩ ତମ ବନ୍ଦେ ଭାରତ ଏକ୍ସପ୍ରେସ। ଏହି ଟ୍ରେନ ସିକନ୍ଦରାବାଦ-ତିରୁପତି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଆଇଟି ସିଟି ହାଇଦ୍ରାବାଦକୁ ଭଗବାନ ଭେଙ୍କଟେଶ୍ୱରଙ୍କ ନିବାସ ତିରୁପତି ସହ ଯୋଡିବ।

ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ମୋଦିଙ୍କ ଏହି କାର୍ଯ୍ୟକ୍ରମରୁ ଦୂରେଇ ରହିଛନ୍ତି ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ। ମୋଦି ତାଙ୍କ ଗସ୍ତ ସମୟରେ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି, କେତେକ ଲୋକେ ବିକାଶ କାର୍ଯ୍ୟକୁ ଦେଖି ବିଳିବିଳାଉଛନ୍ତି। ଏମିତି ଲୋକେ ଯେଉଁମାନେ ପରିବାରବାଦ,ଭାଇ-ପୁତୁରାଭାବ ଓ ଭ୍ରଷ୍ଟାଚାରକୁ ପୋଷୁଛନ୍ତି। ତେଣୁ ଏମାନଙ୍କୁ ବିକାଶ କାର୍ଯ୍ୟ ଚିନ୍ତାରେ ପକାଇ ଦେଉଛି। ଏମାନଙ୍କୁ ଦେଶ, ସମାଜଠାରୁ କୌଣସି ଲେଣ ଦେଣ ନାହିଁ। ସେ କେବଳ ତାଙ୍କ ଅଣ୍ଟିକୁ ପୂରଣ ହେବା ଦେଖୁଛନ୍ତି। ତେଲେଙ୍ଗନା ଏମିତି ଲୋକଙ୍କଠାରୁ ସତର୍କ ରହିବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକ୍ ଫେଲ୍ ଯୋଗୁଁ ମର୍ମନ୍ତୁଦ ଦୁର୍ଘଟଣା, ୨ ଡ୍ରାଇଭରଙ୍କ ମୃତ୍ୟୁ

ସୁନ୍ଦରଗଡ଼: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri