Posted inଜାତୀୟ

ପଞ୍ଚଭୂତରେ ବିଲୀନ ହେଲେ ହୀରାବେନ୍‌: ମୁଖାଗ୍ନି ଦେଲେ ପ୍ରଧାନମନ୍ତ୍ରୀ ମୋଦି

ଅହମ୍ମଦାବାଦ୍‌,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍‌ଙ୍କ ପାର୍ଥିବଶରୀର ପଞ୍ଚଭୂତରେ ବିଲୀନ ହୋଇଛି। ଗାନ୍ଧିନଗର ସେକ୍ଟରସ୍ଥିତ ଶ୍ମଶାନଘାଟରେ ହୀରାବେନ୍‌ଙ୍କ ଅନ୍ତିମସତ୍କାର କରାଯାଇଛି। ମୋଦି ମା’ଙ୍କୁ ନିଆଁ ମୁଖାଗ୍ନି ଦେଇଥିଲେ।
ଶୁକ୍ରବାର ଭୋର ୩.୩୦ରେ ହୀରା ବା’ଙ୍କର ଦେହାନ୍ତ ହୋଇଥିଲା। ଅହମ୍ମଦାବାଦର ୟୁଏନ୍‌ ମେହେଟ୍ଟା ହସ୍ପିଟାଲରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଥିଲେ। ଏହା ପରେ ତାଙ୍କ ପାର୍ଥିବଶରୀରକୁ ମୋଦିଙ୍କ ସାନଭାଇ ପଙ୍କଜ ମୋଦିଙ୍କ ଘରକୁ ଅଣାଯାଇଥିଲା। ପ୍ରଧାନମନ୍ତ୍ରୀ ମୋଦି ପହଞ୍ଚି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସେ ମଧ୍ୟ ମା’ଙ୍କ ଶରୀରକୁ କାନ୍ଧ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଏପି ସରକାର ଗଠନ ପରେ ପଞ୍ଜାବରେ ୧୪ ଚାଷୀ କଲେଣି ଆତ୍ମହତ୍ୟା…

ଚଣ୍ଡିଗଡ଼, ୨୬।୪ : ପଞ୍ଜାବରେ ଆମ ଆଦମୀ ପାର୍ଟି (ଏଏପି) ସରକାର ଗଠନ ପରେ କୃଷକ ଆତ୍ମହତ୍ୟା ଜାରି ରହିଛି। ୧ ଏପ୍ରିଲରୁ ୨୩ ଏପ୍ରିଲ୍‌...

ମାର୍ଚ୍ଚ ସୁଦ୍ଧା ୧୩ ବିମାନ ବନ୍ଦର ଘରୋଇକରଣ

ନୂଆଦିଲ୍ଲୀ,୨୭ ।୧୦: ଚଳିତ ଆର୍ଥତ୍କ ବର୍ଷ ଶେଷ ସୁଦ୍ଧା ଦେଶର ୧୩ ବିମାନ ବନ୍ଦର ଘରୋଇକରଣ ପ୍ରକ୍ରିୟା ସାରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଛନ୍ତି। ଏହି...

ଲୋକ ସଭା, ରାଜ୍ୟ ବିଧାନସଭା ନିର୍ବାଚନ ଉପରେ ଆଲୋଚନା ହେବ

ହାଇଦ୍ରାବାଦ,୧୬ା୯: ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅଧ୍ୟକ୍ଷତାରେ ନବଗଠିତ କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି)ର ପ୍ରଥମ ବୈଠକ ଶନିବାର ହାଇଦ୍ରାବାଦରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ବୈଠକରେ...

୫୦ ହଜାର ଯବାନଙ୍କ ହାତରେ ସୁରକ୍ଷା ଦାୟିତ୍ୱ

ନୂଆଦିଲ୍ଳୀ,୬।୨: କୃଷି ଆଇନକୁ ଫେରାଇନେବା ଏବଂ ସର୍ବନିମ୍ନ ସହାୟକ ମୂଲ୍ୟ ଗ୍ୟାରେଣ୍ଟି ଦାବି କରି ଚାଷୀ ସଂଗଠନ ଗୁଡ଼ିକ ପକ୍ଷରୁ ଶନିବାର ମଧାହ୍ନ ୧୨ଟା ଠାରୁ...

ଉତ୍ତର ପ୍ରଦେଶର ପର୍ଯ୍ୟବେକ୍ଷକ ହେଲେ ଅମିତ ଶାହ

ନୂଆଦିଲ୍ଲୀ,୧୪ ।୩: ଭାରତୀୟ ଜନତା ପାର୍ଟି(ଭାଜପା) ନେତା ତଥା ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଦଳ ଉତ୍ତର ପ୍ରଦେଶର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରିଛି ।...

ପିନାକର କ୍ଷମତା ବଢୁଛି, ଚାଇନା-ପାକିସ୍ତାନ ଚିନ୍ତାରେ…

ନୂଆଦିଲ୍ଲୀ,୨୯।୮ : ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆରଡିଓ) ଦ୍ୱାରା ସମ୍ପୁର୍ଣ୍ଣ ସ୍ବଦେଶୀ ଜ୍ଞାନକୌଶଳରେ ବିକଶିତ ପିନାକ ରକେଟର କ୍ଷମତା କ୍ରମାଗତ ଭାବରେ ବୃଦ୍ଧି...

ଅସ୍ଥା ଭୋଟରେ ଜିତିଲେ ସୋରେନ…

ରାଞ୍ଚି, ୫।୯ : ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ବିଧାନସଭାରେ ଆସ୍ଥା ଭୋଟରେ ସୋମବାର ବିଜୟୀ ହୋଇଛନ୍ତି। ତାଙ୍କୁ ୪୮ ଜଣ ବିଧାୟକଙ୍କ ସମର୍ଥନ ମିଳିଛି।...

ସୁରକ୍ଷାକର୍ମୀଙ୍କ ଗାଡ଼ିରେ ବିସ୍ଫୋରଣ, ୩ ଯବାନ ଆହତ…

ଶ୍ରୀନଗର, ୨।୬ : ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଦ୍ୱାରା ବ୍ୟବହୃତ ହେଉଥିବା ଏକ ଗାଡ଼ିରେ ବିସ୍ଫୋରଣ ଘଟିଛି। ଏଥିରେ ୩ ଜଣ ଯବାନ ଆହତ ହୋଇଥିବା କଶ୍ମୀର...

Advertisement
Archives

Model This Week