Posted inଜାତୀୟ

ପଞ୍ଚଭୂତରେ ବିଲୀନ ହେଲେ ହୀରାବେନ୍‌: ମୁଖାଗ୍ନି ଦେଲେ ପ୍ରଧାନମନ୍ତ୍ରୀ ମୋଦି

ଅହମ୍ମଦାବାଦ୍‌,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍‌ଙ୍କ ପାର୍ଥିବଶରୀର ପଞ୍ଚଭୂତରେ ବିଲୀନ ହୋଇଛି। ଗାନ୍ଧିନଗର ସେକ୍ଟରସ୍ଥିତ ଶ୍ମଶାନଘାଟରେ ହୀରାବେନ୍‌ଙ୍କ ଅନ୍ତିମସତ୍କାର କରାଯାଇଛି। ମୋଦି ମା’ଙ୍କୁ ନିଆଁ ମୁଖାଗ୍ନି ଦେଇଥିଲେ।
ଶୁକ୍ରବାର ଭୋର ୩.୩୦ରେ ହୀରା ବା’ଙ୍କର ଦେହାନ୍ତ ହୋଇଥିଲା। ଅହମ୍ମଦାବାଦର ୟୁଏନ୍‌ ମେହେଟ୍ଟା ହସ୍ପିଟାଲରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଥିଲେ। ଏହା ପରେ ତାଙ୍କ ପାର୍ଥିବଶରୀରକୁ ମୋଦିଙ୍କ ସାନଭାଇ ପଙ୍କଜ ମୋଦିଙ୍କ ଘରକୁ ଅଣାଯାଇଥିଲା। ପ୍ରଧାନମନ୍ତ୍ରୀ ମୋଦି ପହଞ୍ଚି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସେ ମଧ୍ୟ ମା’ଙ୍କ ଶରୀରକୁ କାନ୍ଧ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ସହମତି ପ୍ରତ୍ୟାହାର କରିବ ମହାଗଠବନ୍ଧନ, ଆଗରୁ କରିଛନ୍ତି ୯ ରାଜ୍ୟ

ପାଟନା,୨୮।୮: କେନ୍ଦ୍ରର ଭାଜପା ନେତୃତ୍ୱାଧୀନ ସରକାର ରାଜନୈତିକ ଫାଇଦା ପାଇଁ ସିବିଆଇର ଦୁରୁପଯୋଗ କରୁଥିବାରୁ ବିହାରର ଶାସକ ମହାଗଠବନ୍ଧନର ନେତାମାନେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାକୁ ଦିଆଯାଇଥିବା...

ସ୍ଥାୟୀ କମିଶନ ହେବେ ମହିଳା

ନୂଆଦିଲ୍ଲୀ,୨୪ା୭(ପି.ଟି.):ସୈନ୍ୟବାହିନୀରେ ମହିଳା ଅଫିସରମାନଙ୍କୁ ସ୍ଥାୟୀ କମିଶନ ପ୍ରଦାନ ଲାଗି ପ୍ରତିରକ୍ଷା ମନ୍ତ୍ରଣାଳୟ ନିର୍ଦ୍ଦେଶନାମା ଜାରି କରିଛି। ସଂକ୍ଷିପ୍ତ ସେବା କମିଶନ (ଏସ୍‌ଏସ୍‌ସି) ଯୋଜନାରେ ନିଯୁକ୍ତ ସମସ୍ତ...

ସେନା ବାହିନୀଙ୍କୁ ୧୫ ଦିନ ଯୁଦ୍ଧ ପାଇଁ ଅସ୍ତ୍ରଶସ୍ତ୍ର ମହଜୁଦ୍‌ ରଖିବାକୁ ପରାମର୍ଶ

ନୂଆଦିଲ୍ଲୀ,୧୩।୧୨: ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଲଗାତାର ଉତ୍ତେଜନା ବଢ଼ିବାରେ ଲାଗିଛି। ସେହିପରି ଏଲ୍‌ଓସିରେ ମଧ୍ୟ ପାକିସ୍ତାନ ସହିତ ସ୍ଥିତି ସମ୍ବେଦନଶୀଳ ରହିଛି। ଏହାକୁ ଦୃଷ୍ଟିରେ...

୭୬ ଦିନ ମଧ୍ୟରେ ଭାରତରେ କରୋନା ସଂକ୍ରମଣ  ଶୀର୍ଷରେ ପହଞ୍ଚିବ: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୧୫।୬: କରୋନା ସଂକ୍ରମଣ ଯୋଗୁ ଭାରତରେ ସ୍ଥିତି କ୍ରମଶଃ ସଙ୍କଟ ଜେନକ ହେବାରେ ଲାଗିଛି। ଏପରିସ୍ଥଳେ ଆଇସିଏମ୍‌ଆର୍‌ ପକ୍ଷରୁ ପ୍ରକାଶିତ ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ...

ଭାଜପା ପ୍ରବକ୍ତା ସମ୍ବିତ ପାତ୍ରଙ୍କଠାରେ କରୋନା ଲକ୍ଷଣ: ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୮।୫: ଭାଜପାର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ରଙ୍କଠାରେ କରୋନା ଲକ୍ଷଣ ଦେଖାଯିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁଗାଓଁ ସ୍ଥିତ ମେଦାନ୍ତ ହସ୍ପିଟାଲରେ ସମ୍ବିତଙ୍କୁ ଚିକିତ୍ସା...

ଏନ୍‌ଇଇଟି-ପିଜି କଟ୍‌-ଅଫ୍‌ ୧୫ ଶତାଂଶ କମାଇବାକୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୩।୩(ପି.ଟି.): ଖାଲିପଡ଼ିଥିବା ପୋଷ୍ଟଗ୍ରାଜୁଏଟ୍‌ ମେଡିକାଲ ସିଟ୍‌ ପୂରଣ ଲାଗି ଏନ୍‌ଇଇଟି-ପିଜି ୨୦୨୧ରେ ସବୁ ବର୍ଗର ପ୍ରାର୍ଥୀଙ୍କ ପାଇଁ କଟ୍‌ଅଫ୍‌ ୧୫ ଶତାଂଶ (ପର୍ସେଣ୍ଟାଇଲ୍‌) ହ୍ରାସ କରିବାକୁ...

ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ ଶପଥ ନେଲେ ଲାଲଜି ଟଣ୍ଡନ

ଭୋପାଳ,୨୯।୭: ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ ଲାଲଜି ଟଣ୍ଡନ ସୋମବାର ଶପଥ ଗ୍ରହଣ କରିଛନ୍ତି। ମଧ୍ୟପ୍ରଦେଶର ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ରବି ଶଙ୍କର ଝା ରାଜଭବନରେ...

୧୮ ବର୍ଷ ମଧ୍ୟରେ ୨ଶହରୁ ଅଧିକ ଅଚିହ୍ନା ମୃତଦେହ ସଂସ୍କାର କଲେଣି ନବୀନ

ପାଟନା,୮।୮: ଅଚିହ୍ନା ମୃତଦେହର ସଂଗ୍ରହ କରି ସେଗୁଡ଼ିକର ଅନ୍ତିମ ସଂସ୍କାର କରିବା ହେଉଛି ବିହାର ପାଟନାର ଜଣେ ବ୍ୟକ୍ତିଙ୍କ ନିଶା। ସେ ହେଉଛନ୍ତି ନବୀନ ଶ୍ରୀବାସ୍ତବ।...

Advertisement
Archives

Model This Week