Posted inଜାତୀୟ

ପୁଣି ବିଶ୍ୱର ବଡ଼ ବଡ଼ ନେତାଙ୍କୁ ପଛରେ ପକାଇଲେ ପ୍ରଧାନମନ୍ତ୍ରୀ ମୋଦି, ଲୋକପ୍ରିୟତାରେ ନମ୍ବର-୧ 

ନୂଆଦିଲ୍ଲୀ,୨୨।୨: ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱର ବଡ଼ ବଡ଼ ନେତାଙ୍କୁ ଲୋକପ୍ରିୟତା ମାମଲାରେ ପଛରେ ପକାଇ ଶୀର୍ଷସ୍ଥାନରେ ପହଞ୍ଚିଛନ୍ତି। ପାଶ୍ଚାତ୍ୟ ଦେଶର ନେତାମାନେ ମଧ୍ୟ ଏହା ସ୍ବୀକାର କରୁଛନ୍ତି। ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ମର୍ନିଂ କନ୍ସଲ୍ଟ ପକ୍ଷରୁ କରାଯାଇଥିବା ସର୍ଭେରେ ଏହା ଜଣାପଡ଼ିଛି। ମୋଦିଙ୍କୁ ୭୮% ରେଟିଂ ମିଳିବା ସହ ଏବେ ବି ତାଙ୍କର ଲୋକପ୍ରିୟତା ବଜାୟ ରହିଛି ବୋଲି ସ୍ପଷ୍ଟ ହୋଇଛି।
ମର୍ନିଂ କନ୍ସଲ୍ଟ ପଲିଟିକାଲ ଇଣ୍ଟେଲିଜେନ୍ସ ସର୍ଭେରେ ବିଶ୍ୱର ସର୍ବାଧିକ ଲୋକପ୍ରିୟ ନେତାଙ୍କ ତାଲିକା ଜାରି କରାଯାଇଥିଲା। ଏଥିରେ ବିଶ୍ୱର ସମସ୍ତ ଲୋକପ୍ରିୟ ନେତାଙ୍କ ବିଷୟରେ ରେଟିଂ ସହ ସୂଚନା ଦିଆଯାଇଛି। ଏହି ତାଲିକାରେ ପ୍ରଧାନମନ୍ତ୍ରୀ ମୋଦି ଶୀର୍ଷରେ ଅଛନ୍ତି। ତେବେ ଏହା ପ୍ରଥମ ଥର ନୁହେଁ ଯେବେ ମୋଦି ଶୀର୍ଷରେ ନିଜ ସ୍ଥାନରେ ଅଛନ୍ତି, ଏହା ପୂର୍ବରୁ ମଧ୍ୟ ସେ ଲୋକପ୍ରିୟତା ମାମଲାରେ ବିଶ୍ୱର ନେତାଙ୍କୁ ପଛରେ ପକାଇଥିଲେ।
approval rating gfx (1)
କହିରଖୁଛୁ, ଏହି ରେଟିଂ ଏଜେନ୍ସିଂ ବିଶ୍ୱର ନେତାଙ୍କ ଲୋକପ୍ରିୟତାକୁ ସଂଖ୍ୟାରେ ପ୍ରକାଶ କରିଛି। ତଦନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦି ଏହି ସର୍ଭେରେ ୭୮% ଲୋକପ୍ରିୟତା ସହ ଶୀର୍ଷରେ ଅଛନ୍ତି। ସେହିଭଳି ମେକ୍ସିକୋ ପ୍ରଧାନମନ୍ତ୍ରୀ ଆଣ୍ଡ୍ରେସ୍‌ ମାନୁଆଲ ଲୋପେଜ୍‌ ଓବ୍ରାଦୋର ୬୪% ସହ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ସ୍ବିଜରଲ୍ୟାଣ୍ଡର ଆଲେନ ବର୍ସେଟ(୫୭%) ଏବଂ ପୋଲାଣ୍ଡର ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କ(୫୦%) ଲୋକପ୍ରିୟ ନେତା ହୋଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri