Posted inଜାତୀୟ

ଜି୨୦ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ଇଟାଲି ଗସ୍ତ କରିବେ ମୋଦି

ନୂଆଦିଲ୍ଲୀ,୨୨ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୯-୩୧ ଅକ୍ଟୋବର ପର୍ଯ୍ୟନ୍ତ ଇଟାଲି ଗସ୍ତରେ ଯିବେ । ଏହି ସମୟରେ ସେଠାରେ ୩୦ ଓ ୩୧ ଅକ୍ଟୋବରରେ ଅନୁଷ୍ଠିତ ଜି୨୦ ଶିଖର ସମ୍ମିଳନୀରେ ଯୋଗଦେବେ । ଇଟାଲି ପରେ ପ୍ରଧାନମନ୍ତ୍ରୀ ମୋଦି ୟୁକେ ଗସ୍ତ କରିବେ ଓ ସ୍କଟଲ୍ୟାଣ୍ଡର ଗ୍ଲାସଗୋରେ ହୋଇଥିବା କପ ୨୬କ୍ଲାଇମେଟ୍‌ ସମ୍ମିଳନୀରେ ସାମିଲ ହେବେ । ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ୟୁକେ ପ୍ରଧାନମନ୍ତ୍ରୀ ବୋରିଶ ଜନଶନଙ୍କ ସହ ସାକ୍ଷାତ୍ କରି ଦ୍ୱିପାକ୍ଷିକ ବାର୍ତ୍ତା କରିବେ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ତାଙ୍କ ସ୍ବର ସର୍ବଦା ବଞ୍ଚି ରହିବ…’: କିମ୍ବଦନ୍ତୀ ଗାୟିକା ଏସ. ଜାନକୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରସିଦ୍ଧ ପ୍ଲେବ୍ୟାକ ସିଙ୍ଗର ଏସ. ଜାନକୀ ଆମ୍ମାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି, ତାଙ୍କ ବିୟୋଗକୁ ସଙ୍ଗୀତ ଏବଂ ସଂସ୍କୃତି ଜଗତ…

ଏକ୍ସଟ୍ରା ଟାଇମରେ ଆର୍ଜେଣ୍ଟିନାର ରୋମାଞ୍ଚକର ବିଜୟ; ସେମିଫାଇନାଲରେ ପହଞ୍ଚିଲା Messiଙ୍କ ଦଳ

କାନସାସ ସିଟି,୧୨।୭: ମ୍ୟାଚ ଅତିରିକ୍ତ ସମୟରେ ଯିବା ସହିତ ଆର୍ଜେଣ୍ଟିନା ପ୍ରଶଂସକଙ୍କ ହୃଦୟ ଧଡ଼ଧଡ଼ ହବା ଆରମ୍ଭ ହୋଇଥିଲା। ଆର୍ଜେଣ୍ଟିନା ଦଶମ ମିନିଟରେ ପ୍ରଥମ ଗୋଲ ସ୍କୋର…

ଓଲଟିଲା ପିଆଜ ବୋଝେଇ ଟ୍ରକ୍‌, ଯିଏ ପାରିଲେ ମନଇଚ୍ଛା ବୋହିନେଲେ

କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସକାଳେ କେନ୍ଦୁଝର ଜିଲାର ଜୁଡ଼ିଆ ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ୨ ଜଣ ଆହତ ହୋଇଛନ୍ତି। ଉକ୍ତ ପିଆଜ…

ଉଦଳାରୁ ସମସ୍ତ ରୁଟ୍‌ରେ ବସ ଚଳାଚଳ ବନ୍ଦ

ଉଦଳା,୭।୧୨(ସନ୍ତୋଷ କୁମାର ବାଛିନ): ଉଦଳାରୁ ଆଜିଠାରୁ ସମସ୍ତ ରୁଟ୍‌କୁ ବସ ଚଳାଚଳ ବନ୍ଦ ରହିଛି। ଫଳରେ ଯାତ୍ରୀମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗତକାଲି ଉଦଳା ବସ…

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ…

‘ସେମାନଙ୍କୁ ଏହାର ମୂଲ୍ୟ ଦେବାକୁ ପଡିବ’ – ଆମେରିକା ଧମକର ଜବାବ ଦେଇଛି ଇରାନ; ଜାଣନ୍ତୁ ହର୍ମୁଜ ବିଷୟରେ କ’ଣ କହିଛି

ତେହରାନ,୧୨।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥିତିରେ ପହଞ୍ଚିଛି। ଇରାନ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଘୋଷଣା କରିଛି।…

ଇରାନ ଉପରେ ମାଡ଼ ହେଲା ୧୪୦ ମିଶାଇଲ

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ପାଇଁ ପ୍ରତ୍ୟେକ ଆଶା ବାରମ୍ବାର ଧୂଆଁରେ ଉଠୁଥିବା ପରି ମନେ ହେଉଛି। କୌଣସି ଚୁକ୍ତି ଚୂଡ଼ାନ୍ତ ହେବା ପୂର୍ବରୁ,…

ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ: ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨।୭: ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ଥିବା କେନ୍ଦୁଝର ଜିଲାର ହୋମଗାର୍ଡ ପ୍ରଦୀପ କୁମାର ମହାନ୍ତଙ୍କ ଅକାଳ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହାସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri