ଆସନ୍ତା ୨୮ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର, ୨୧ା୧: ଚାଳିତମାସରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ଓଡିଶା ଆସିବେ। ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ୧୦ଟା ୩୫ ମିନିଟରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ବାହାରି ୧୦ଟା ୫୫ ମିନିଟରେ ଜନତା ମୈଦାନରେ ପହଞ୍ଚିବେ। ଦିନ ୧୧ଟାରୁ ୧୨ଟା ୩୦ ଯାଏଁ ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ଉପସ୍ଥିତ ରହିବେ ମୋଦି। ଏହାପରେ ଦିନ ୧୨ଟା ୩୫ରେ ସଭାସ୍ଥଳରୁ ବିମାନବନ୍ଦର ଅଭିମୁଖେ ବାହାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri