Posted inଜାତୀୟ

ସିଡନି ସମ୍ବାଦରେ ମୁଖ୍ୟ ଭାଷଣ ଦେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୮ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଭାରତୀୟ ସମୟ ଅନୁସାରେ ସକାଳ ୯ଟାରେ ସିଡନି ସମ୍ବାଦରେ ମୁଖ୍ୟ ଭାଷଣ ଦେବେ । ପ୍ରଧାନମନ୍ତ୍ରୀ ଦେଶର ପ୍ରାଦ୍ୟୋଗିକ ବିକାଶ ଓ କ୍ରାନ୍ତି ଉପରେ ନିଜର ମତ ପ୍ରକାଶ କରିବେ । ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଷଣ ପୂର୍ବରୁ ଅଷ୍ଟ୍ରେଲିୟାର ପ୍ରଧାନମନ୍ତ୍ରୀ ପ୍ରାରମ୍ଭ ଭାଷଣ ଦେବେ । ସିଡନି ଭାଷଣ ୧୭-୧୯ ନଭେମ୍ବର ପର୍ଯ୍ୟନ୍ତ ଆୟୋଜନ କରାଯାଇଛି । ଏହା ଅଷ୍ଟ୍ରେଲିୟା ନିତି ସଂସ୍ଥାନ ବା ଷ୍ଟ୍ରାଟେଜିକ ପଲିସି ଇନଷ୍ଟିଚ୍ୟୁଟର ଏକ ପଦକ୍ଷେପ । ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ହେଉଛି ରାଜନେତା, ଉଦ୍ଦ୍ୟୋଗପତି ଓ ସରକାରୀ ମୁଖ୍ୟଙ୍କ ମଧ୍ୟରେ ବ୍ୟାପକ ଆଲୋଚନା । ଏହାସହ ଜଟିଳ ଟେକ୍ନୋଲୋଜି ଦ୍ୱାରା ସୃଷ୍ଟି ହେଉଥିବା ସୁଯୋଗ ଏବଂ ଆହ୍ୱାନ ଗୁଡିକ ବିଷୟରେ ଏକ ସାଧାରଣ ବୁଝାମଣା ବିକାଶ ଦିଗରେ କାର୍ଯ୍ୟ କରିବା ପାଇଁ ଏହା ସମସ୍ତଙ୍କ ପାଇଁ ଏକ ପ୍ଲାଟଫର୍ମ ସୃଷ୍ଟି କରିବ । ଏହି କାର୍ଯ୍ୟକ୍ରମରେ ଅଷ୍ଟ୍ରେଲିୟାର ପ୍ରଧାନମନ୍ତ୍ରୀ ସ୍କଟ ମରିସନଙ୍କ ସମେତ ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଂଜୋ ଆବେ ବି ସମ୍ବୋଧନ ଦେବେ ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri