Posted inଜାତୀୟ

ପୁଣି କେନ୍ଦ୍ର ଉପରେ ବର୍ଷିଲେ ନୀତୀଶ

ପାଟନା,୧୬।୧୧: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପୁଣି ଥରେ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବି କରିଛନ୍ତି। ଗୁରୁବାର ପାଟଣାର ବାପୁ ଅଡିଟୋରିୟମରେ ଆୟୋଜିତ ଶିଳ୍ପ ବିଭାଗ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ ନୀତୀଶ କୁମାର କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଥିଲେ। କେନ୍ଦ୍ରକୁ ଟାର୍ଗେଟ୍‌ କରି ସେ କହିଛନ୍ତି,ଯଦି ଆପଣ ବିହାରକୁ ଉନ୍ନତ କରିବାକୁ ଚାହୁଁଛନ୍ତି ତେବେ ଏହାକୁ ଏକ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ଦିଅନ୍ତୁ। ଯଦି ଆପଣ ତାହା ନ ଦିଅନ୍ତି ତେବେ ଏହାର ଅର୍ଥ ହେଉଛି ଆପଣ ଚାହୁଁ ନାହାଁନ୍ତି ବିହାର ଉନ୍ନତି ହେଉ। କେବଳ ପ୍ରଚାର କରିବାକୁ ଚାହୁଁଛନ୍ତି।
ନୀତୀଶ କୁମାର କହିଛନ୍ତି, ଏଣିକି ଆମେ କରୁଥିବା କାର୍ଯ୍ୟର ପ୍ରତ୍ୟେକ ବିବରଣୀ ଗାଁକୁ ପଠାଇବୁ। ଆଜି ଆମେ ନିଜେ ଅଧିକାରୀମାନଙ୍କୁ କହିଛୁ। ଆମର ଅଧିକାରୀମାନେ ପ୍ରତ୍ୟେକ ସ୍ଥାନକୁ ଯାଇ ପଚାରିଛନ୍ତି ଯେ କାର୍ଯ୍ୟ ସରିଛି କି ନାହିଁ? ଯଦି କାମ ସରିଯାଇଛି, ତେବେ ଆପଣ ଲାଭ ପାଇଛନ୍ତି କି ନାହିଁ? ଯଦି କୌଣସି ଅସୁବିଧା ଅଛି, ଦୟାକରି ଆମକୁ କୁହନ୍ତୁ, ଅଧିକାରୀମାନେ ଧ୍ୟାନ ଦେବେ ଏବଂ ଲାଭ ପ୍ରଦାନ କରିବାକୁ ଚେଷ୍ଟା କରିବେ। ଏହା ଆମର ଲକ୍ଷ୍ୟ।

 


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀ-ଠିକାଦାରଙ୍କୁ ଏକାଠି ବସାଇ ବୁଝାମଣା ପ୍ରୟାସ: ୩ ଘଣ୍ଟା ପରେ ବି କେସ୍‌ ରୁଜୁ କରିନି ପୋଲିସ

ବଲାଙ୍ଗୀର,୨୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାସ୍ତା ଓ କୋଠା ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରମାନେ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ବିରୋଧରେ ଉଭୟ ପକ୍ଷ ଟାଉନ ଥାନାରେ…

ଭାରତ ନା ଦକ୍ଷିଣ ଆଫ୍ରିକା T20ରେ କେଉଁ ଟିମ ଅଧିକ ମଜଭୁତ? ସୁପର ୮ ମୁକାବିଲା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ଉଭୟ ଲିଗ ପର୍ଯ୍ୟାୟରେ ସେମାନଙ୍କର ଚାରୋଟି ମ୍ୟାଚ ଜିତିବା ପରେ ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୬ ଟି୨୦ ବିଶ୍ୱକପର…

ଲାଇଭ୍‌ ଇଭେଣ୍ଟରେ ଖସିପଡ଼ିଲା ମୃଣାଳଙ୍କ କାନ ଝୁମୁକା: ଆଉ ତା’ପରେ…ଦେଖନ୍ତୁ Video

ଅଭିନେତ୍ରୀ ମୃଣାଲ ଠାକୁର ରୂପରେ ଯେମିତି, ଅଭିନୟରେ ବି ସେମିତି ନିପୂଣ। ଖୁବ୍‌ କମ୍‌ ଦିନରେ ସେ ଦର୍ଶକଙ୍କ ହୃଦୟରେ ରାଜ୍‌ କରିଛନ୍ତି। ସେ ଏବେ ବଲିଉଡ୍‌ର…

ବିବାହ ଭୋଜି ଖାଇ ଫେରିବାବେଳେ ଟ୍ରକ୍‌ ପଛରେ ପିଟିହେଲା କାର୍‌, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ସହ…

ଅନୁଗୋଳ,୨୧ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା…

IND vs SA ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ଲାଗିଲା ବଡ଼ ଝଟକା, ଆହତ ହେଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୧।୨: ଲିଗ ପର୍ଯ୍ୟାୟରେ ସମସ୍ତ ଚାରୋଟି ମ୍ୟାଚ ଜିତି T20 World Cup 2026 ର ସୁପର ୮ପର୍ଯ୍ୟାୟରେ ପହଞ୍ଚିଥିବା ଟିମ ଇଣ୍ଡିଆ, ରବିବାର, ଫେବୃଆରୀ ୨୨ରେ…

ଭାରତ-ବ୍ରାଜିଲ ସମ୍ପର୍କରେ ନୂଆ ଅଧ୍ୟାୟ: ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ

ବ୍ରାସିଲିଆ,୨୧।୨: ଭାରତ-ବ୍ରାଜିଲ ସମ୍ପର୍କରେ ଏକ ନୂତନ ଅଧ୍ୟାୟ ଯୋଡି ହୋଇଛି। ଉଭୟ ଦେଶ ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ…

ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ମିଳିଲା ୫୮ କେଜି ସୁନା, ଟଙ୍କା…

ଭୁବନେଶ୍ୱର,୨୧।୨: ଗତବର୍ଷ ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ୧୮ କୋଟି ୫୯ ଲକ୍ଷ ୨୩ ହଜାର ଟଙ୍କା ସଂଗ୍ରହ ହୋଇଥିଲା। ଏନେଇ ବିଧାନସଭାରେ ଆଇନ ମନ୍ତ୍ରୀ ପଥ୍ବୀରଜ ହରିଚନ୍ଦନଙ୍କ…

ଯନ୍ତ୍ରୀ-ଠିକାଦାର ମୁହାଁମୁହିଁ: ଜାତିଆଣ ଟିପ୍ପଣୀ ଧମକ ଦେଇ…

ବଲାଙ୍ଗୀର,୨୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାସ୍ତା ଓ କୋଠା ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରମାନେ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ବିରୋଧରେ ଉଭୟ ପକ୍ଷ ଟାଉନ ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri