Posted inଫୁରସତ

ସଉକିଆ ପ୍ରଧାନମନ୍ତ୍ରୀ: ପାଖରେ ଅଛି ୨୦୦୦ରୁ ଅଧିକ ଦାମୀ କାର୍‌

ବିଶ୍ୱରେ ଅନେକ ଧନୀ ଲୋକ ଅଛନ୍ତି, ଯାହାଙ୍କ ଅଜବ ସଉକ ରହିଥାଏ। କେହି କେହି ଦାମୀ ଜିନିଷ ସଂଗ୍ରହ କରନ୍ତି, କେହି କେହି ବଡ ବଙ୍ଗଳା କିଣନ୍ତି । ଏହା ବ୍ୟତୀତ କିଛି ଧନୀ ବ୍ୟକ୍ତି ମହଙ୍ଗା କାର ସଂଗ୍ରହ କରିବାକୁ ଭଲ ପାଆନ୍ତି। ଏମିତି ଜଣେ ବ୍ୟକ୍ତି ହେଉଛନ୍ତି ବ୍ରୁନାଇର ପ୍ରଧାନମନ୍ତ୍ରୀ ତଥା ସୁଲତାନ ହସନାଲ ବୋଲକିଆ। ତାଙ୍କ ପାଖରେ ଗୋଟିଏ କି ଦୁଇଟି ନୁହେଁ, ୨୦୦୦ରୁ ଅଧିକ ଦାମୀ କାରର ସଂଗ୍ରହ ଅଛି।
ହାସନାଲ ବୋଲକିଆ ପ୍ରସିଦ୍ଧ ଫୁଟବଲର୍‌ ଫାକ ବୋଲକିଆଙ୍କର ସମ୍ପର୍କୀୟ ଅଟନ୍ତି। ଫାକ ମଧ୍ୟ ଦୁନିଆର ସବୁଠାରୁ ଧନୀ ଫୁଟବଲର। ହାସନାଲ ମହଙ୍ଗା କାରକୁ ବହୁତ ଭଲ ପାଆନ୍ତି। ଏହି କାରଗୁଡିକର ମୂଲ୍ୟ ଏତେ ଅଧିକ ଯେ, ଯାହାର ମୂଲ୍ୟରେ ବିଶ୍ୱର ଅନେକ ଗରିବ ଦେଶକୁ କିଣାଯାଇପାରିବ। ହାସନାଲ ତାଙ୍କ ଗ୍ୟାରେଜରେ ଚାରି ଖରବରୁ ଅଧିକ ମୂଲ୍ୟର ଦୁଇ ହଜାର କାର ଅଛି। ତାଙ୍କ ମୋଟ ସମ୍ପତ୍ତି ୧୩ ବିଲିୟନ ୟୁରୋ। ଏଥିରୁ ତାଙ୍କ କାରର ମୂଲ୍ୟ ଚାରି ଟ୍ରିଲିୟନ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri