ଜେଲେନସ୍କିଙ୍କ ସହ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଆଳୋଚନା କଲେ ଜାପାନ ପ୍ରଧାନମନ୍ତ୍ରୀ

କିଭ୍‌,୨୨।୩: ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ୟୁକ୍ରେନ ଗସ୍ତ ଯାଇ କିଭ୍‌ରେ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ଭେଟିଥିଲେ। ଏହି ସାକ୍ଷାତ ସମୟରେ ଉଭୟ ନେତା ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ।
ଦୁଇ ନେତାଙ୍କ ଆଲୋଚନା ପରେ ମିଳିତ ବିବୃତ୍ତିରେ ରୁଷିଆର ଆକ୍ରୋଶକୁ ସମାଲୋଚନା କରାଯାଇଥିଲା। ଏହି ବିବୃତ୍ତିରେ କୁହାଯାଇଛି, ରୁଷିଆର ଆକ୍ରୋଶ ନ୍ୟାୟ ଉପରେ ଆଧାରିତ ଅନ୍ତର୍ଜାତୀୟ ଆଦେଶକୁ ଉଲ୍ଲଂଘନ କରୁଛି। ଏଥି ସହିତ ଏହା ଜାତିସଂଘର ମୌଳିକ ନୀତିର ଉଲ୍ଲଂଘନ ବୋଲି ବିବୃତ୍ତିରେ କୁହାଯାଇଛି। ଫୁମିଓ କିଶିଦା ଏବଂ ଭୋଲୋଡିମିର ଜେଲେନସ୍କି ମଧ୍ୟ ଦୁଇ ଦେଶ ମଧ୍ୟରେ ସହଯୋଗ ବୃଦ୍ଧି କରିବାକୁ ସହମତ ହୋଇଥିଲେ।
ଜାପାନର ପ୍ରଧାନମନ୍ତ୍ରୀ ୟୁକ୍ରେନ ଗସ୍ତରେ ଯାଇଥିବାବେଳେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ରୁଷିଆ ଗସ୍ତରେ ଯାଇଥିଲେ। ୟୁକ୍ରେନ ଗସ୍ତ ପରେ କିଶିଦା ପୋଲାଣ୍ଡରେ ପହଞ୍ଚିଛନ୍ତି। ଭାରତ ଗସ୍ତ କରିବା ପରେ ଜାପାନର ପ୍ରଧାନମନ୍ତ୍ରୀ ୟୁକ୍ରେନ ଗସ୍ତରେ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଷୟ ତୃତୀୟାରେ ୨ ଲକ୍ଷ ଧରିବ ସୁନାଦର! ସୁନାପ୍ରେମୀଙ୍କୁ ଝଟ୍‌କା

ନୂଆଦିଲ୍ଲୀ,୧୬।୪: ଅକ୍ଷୟ ତୃତୀୟା ରବିବାର ପଡୁଛି। କିନ୍ତୁ, ଯଦି ଆପଣ ସୁନା କିଣିବାକୁ ଯୋଜନା କରୁଛନ୍ତି, ତେବେ ବଜାରରେ ସାମ୍ପ୍ରତିକ ମୂଲ୍ୟ ବୃଦ୍ଧି ଆପଣଙ୍କୁ ଚିନ୍ତାରେ ପକାଇପାରେ।…

ଐତିହାସିକ ପଦକ୍ଷେପ ନେବା ପୂର୍ବରୁ ମହିଳାମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି: ମା’-ଭଉଣୀମାନଙ୍କ…

ନୂଆଦିଲ୍ଲୀ,୧୬।୪: ଦେଶର ସମସ୍ତ ମହିଳାଙ୍କୁ ଗୁରୁବାର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସଂସଦର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲ ଆଲୋଚନା ପୂର୍ବରୁ ସୋସିଆଲ ମିଡିଆ…

ବଢିଗଲା ସାବୁନ-ସାମ୍ପୁର ଦାମ୍‌, ସାଧାରଣ ଲୋକଙ୍କୁ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୬।୪: ଖୁଚୁରା ଏବଂ ପାଇକାରୀ ମୁଦ୍ରାସ୍ଫୀତି ବୃଦ୍ଧିର ରିପୋର୍ଟ ପରେ, ଆଉ ଏକ ଖବର ସାମ୍ନାକୁ ଆସିଛି ଯାହା ମଧ୍ୟବିତ୍ତ ପରିବାର ପାଇଁ ସାମାନ୍ୟ ଝଟକା ଆଣିପାରେ।…

ଦୂରଦୃଷ୍ଟି ଅଭାବ,ସରକାରୀ ଅର୍ଥ ବରବାଦ୍‌: ମାଟିରେ ମିଶିଲା ଦୋକାନ ଗୃହ

ବରଗଡ଼,୧6।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ପୌର ପ୍ରଶାସନ ପକ୍ଷରୁ ପର୍ଯ୍ୟାୟକ୍ରମେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଉଚ୍ଛେଦ ଅଭିଯାନ ଗୋଟିଏ ଅଞ୍ଚଳରୁ ଅନ୍ୟ ଅଞ୍ଚଳରେ…

ଜମ୍ବୁ ଦ୍ୱୀପ ମହୋତ୍ସବରେ ଓଡ଼ିଆ ଅସ୍ମିତାର ଝଲକ: ବିଧାୟକଙ୍କ ଦ୍ୱାରା…

ମହାକାଳପଡ଼ା,୧୬ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବଙ୍ଗୋପସାଗର ତଟ ଦେଶର ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ ୨୦୨୬ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ…

ଏପ୍ରିଲ ୨୯ ପରେ ଭାରତରେ ବଢିଯିବ ପେଟ୍ରୋଲ ଦର! ଲିଟର ପିଛା ହେବ…

ନୂଆଦିଲ୍ଲୀ,୧୬।୪: ମଧ୍ୟପ୍ରାଚ୍ୟରେ 40 ଦିନର ସଂଘର୍ଷ ପରେ, ଦୁଇ ସପ୍ତାହର ଯୁଦ୍ଧବିରତି ସ୍ଥାପନ କରାଯାଇଛି; ତଥାପି, ପରିସ୍ଥିତି ଅପରିବର୍ତ୍ତିତ ରହିଛି। ବିଶ୍ୱର ପ୍ରମୁଖ ଜଳପଥ ମଧ୍ୟରୁ, ହର୍ମୁଜ…

୨୦୩୨ ପର୍ଯ୍ୟନ୍ତ ଏହି ରାଶିକୁ କଲବଲ କରିବେ ଶନି! ଆଉ ୨ ରାଶି ହେବେ ପ୍ରଭାବିତ, ଜାଣି ନିଅନ୍ତୁ…

ନ୍ୟାୟର ଦେବତା ହେଉଛନ୍ତି ଶନି । ସାଡେ ସତୀ ସମୟରେ କିଛି ରାଶି ଉପରେ ତାଙ୍କର କଠୋର ଦୃଷ୍ଟି ପକାଇଥାନ୍ତି। ବର୍ତ୍ତମାନ ତିନୋଟି ରାଶି ଶନି ସାଡେ…

ସୋସିଆଲ ମିଡିଆରେ ଫସାଇ ୧୮୦ ନାବାଳିକାଙ୍କୁ ଯୌନ ଶୋଷଣ

ଅମରାବତୀ,୧୬ା୪: ସୋସିଆଲ ମିଡିଆ ସ୍ନାପ୍‌ଚାଟ୍‌ ଏବଂ ହ୍ବାଟ୍ସଆପ୍‌ ଜରିଆରେ ସମ୍ପର୍କ ବଢ଼ାଇବା ପରେ ଯୁବତୀ ଓ ନାବାଳିକାମାନଙ୍କୁ ଯୌନଶୋଷଣ କରାଯାଇଛି। ଏହାସହ ଯୌନକ୍ରିୟାର ଭିଡିଓ ଉତ୍ତୋଳନ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri