Posted inଜାତୀୟ

ମୋଦିଙ୍କୁ ଭେଟିଲେ ନେପାଳ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧।୬ : ଚାରି ଦିନିଆ ଗସ୍ତରେ ଭାରତରେ ପହଞ୍ଚିଥିବା ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପା କୁମାର ଦହଲ ପ୍ରଚଣ୍ଡ ଗୁରୁବାର ଣ୍‌ନୂଆଦିଲ୍ଲୀର ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଉଭୟ ନେତା ପରସ୍ପରକୁ ଉତ୍ସାହର ସହିତ ଭେଟିଥିଲେ। ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପୂର୍ବରୁ ନେପାଳୀ ପ୍ରଧାନମନ୍ତ୍ରୀ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳ ରାଜ ଘାଟରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ,୨୯l୬(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର ଅଞ୍ଚଳର…

ସରକାର ନେଲେ ବଡ଼ ନିଷ୍ପତ୍ତି; ୧ ଜୁଲାଇରୁ ପେଟ୍ରୋଲ-ଡିଜେଲ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇରୁ ପେଟ୍ରୋଲ ଏବଂ ଡିଜେଲ କିଣିବାକୁ ନେଇ ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସରକାର ପ୍ରତି ବ୍ୟକ୍ତି ଏବଂ ପ୍ରତି ଗାଡ଼ି…

ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି…

ହଠାତ୍‌ ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର: ଲେଖୁ ଲେଖୁ ଲେଖିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ହାରିଛି। ନୂତନ ଟି-୨୦ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଏହା କୌଣସି…

ପୁଇଁତୋଳାରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ, ମଇଳା ପାଣି ଜମୁଥିବାରୁ ହନ୍ତସନ୍ତ….

ଗଞ୍ଜାମ, ୨୯।୬ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ମଧ୍ୟରେ ଥିବା ବିଭିନ୍ନ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏହି ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ…

ଜୁଲାଇ ୪ରେ ଓଡ଼ିଶା ଆସିବେ ଅମିତ ଶାହା: ବରଗଡ଼ରେ…

ବରଗଡ଼,୨୯।୬(ପ୍ରେମାନନ୍ଦ ଖମାରୀ): ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏନେଇ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି। ଶାହା ଜୁଲାଇ…

ବ୍ୟାଙ୍କ ଆକାଉଣ୍ଟକୁ ସିଧା ଯିବ ୫୦,୦୦୦ ପର୍ଯ୍ୟନ୍ତ ସବସିଡି ଟଙ୍କା! ଘୋଷଣା ହେଲା ସରକାରଙ୍କ ନୂଆ ଇଭି ଗାଇଡଲାଇନ୍‌

ଦିଲ୍ଲୀ ସରକାର ପ୍ରଦୂଷଣ କମାଇବା ଏବଂ ଇଲେକ୍ଟ୍ରିକ୍ ଯାନ (EV) କୁ ପ୍ରୋତ୍ସାହିତ କରିବା ପାଇଁ ନୂଆ ଇଭି ପଲିସି ୨୦୨୬-୩୦ (EV Policy 2026-30) ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri