ରାଷ୍ଟ୍ରୀୟ ଯୁଦ୍ଧ ସ୍ମାରକୀରେ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୨୬।୧ : ସାଧାରଣତନ୍ତ୍ର ଦିବସ ଅବସରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରୀୟ ଯୁଦ୍ଧ ସ୍ମାରକୀରେ ପହଞ୍ଚିବା ସହ ଶହୀଦ୍‌ମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହା ସହିତ ପ୍ରଧାନମନ୍ତ୍ରୀ ୨ ମିନିଟ୍‌ ନୀରବ ପ୍ରାର୍ଥନା କରିଛନ୍ତି।

ପ୍ରଧାନମନ୍ତ୍ରୀ ମୁଣ୍ଡରେ ଉତ୍ତରାଖଣ୍ଡର ସଂସ୍କୃତି ଅନୁସାରେ ମୁଣ୍ଡରେ ପାରମ୍ପରିକ ଟୋପି ପିନ୍ଧିଛନ୍ତି। ଏଥିରେ ଉତ୍ତରାଖଣ୍ଡର ରାଜ୍ୟର ଜାତୀୟ ଫୁଲ ବ୍ରହ୍ମକମଳ ମଧ୍ୟ ଅଙ୍କିତ ହୋଇଛି। ଏହା ବ୍ୟତୀତ ପ୍ରଧାନମନ୍ତ୍ରୀ ମଣିପୁରର ଗାମୁଛାରେ ବେକରେ ପକାଇଛନ୍ତି।

ବିପିନ ରାଓ୍ବତ ଉତ୍ତରାଖଣ୍ଡର ବାସିନ୍ଦା ହୋଇଥିବାରୁ ତାଙ୍କୁ ସମ୍ମାନ ଜଣାଇବା ଲାଗି ପ୍ରଧାନମନ୍ତ୍ରୀ ଏଭଳି ପୋଷାକ ପିନ୍ଧିଥିବା ଚର୍ଚ୍ଚା ହେଉଛି।

ଆଗକୁ ଉତ୍ତରାଖଣ୍ଡ ଏବଂ ମଣିପୁରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବାରୁ ପ୍ରଧାନମନ୍ତ୍ରୀ ଏଭଳି କରିଥିବା ମଧ୍ୟ ରାଜନୈତିକ ସମୀକ୍ଷକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଲୋଭନ ନଚେତ୍‌ ଜେଲ ଭୟ

କୋଲକାତା,୨୨ା୭(ପି.ଟି.): ଭାଜପା କର୍ନାଟକ ସୂତ୍ର ପ୍ରୟୋଗ କରି ପଶ୍ଚିମବଙ୍ଗରେ ମଧ୍ୟ ସମାନ ଶୈଳୀରେ ଘୋଡ଼ାବେପାର ଉଦ୍ୟମ ଚଳାଇଛି। ତୃଣମୂଳ କଂଗ୍ରେସ (ଟିଏମ୍‌ସି) ବିଧାୟକମାନଙ୍କୁ ଅର୍ଥ ଓ...

ଏଣିକି କେବଳ ପ୍ରଧାନମନ୍ତ୍ରୀଙ୍କୁ ମିଳିପାରେ ଏସ୍‌ପିଜି ସୁରକ୍ଷା

ନୂଆଦିଲ୍ଲୀ,୨୨।୧୧: ଏବେ ଆଉ ପୂର୍ବତନ ପ୍ରଧାନମନ୍ତ୍ରୀ ଅବା ତାଙ୍କ ପରିବାର ସଦସ୍ୟଙ୍କୁ ଏସ୍‌ପିଜି ସୁବିଧା ମିଳିବ ନାହିଁ। ଆଗକୁ କେବଳ ପ୍ରଧାନମନ୍ତ୍ରୀଙ୍କୁ ଏହି ସୁରକ୍ଷା ମିଳିବ...

ଦିଲ୍ଲୀ କୋଟାରୁ ଅନ୍ୟ ରାଜ୍ୟକୁ ପଠାଯିବ ଅକ୍ସିଜେନ

ନୂଆଦିଲ୍ଲୀ,୧୩।୫: ଦିଲ୍ଲୀରେ ଏବେ ସଂକ୍ରମଣ ହାର ୧୪ ପ୍ରତିଶତକୁ ତଳକୁ ଖସିଛି। ଏଥିସହ ହ୍ରାସ ପାଇଛି ଗୁରୁତର ଆକ୍ରାନ୍ତଙ୍କ ସଂଖ୍ୟା। ବର୍ତ୍ତମାନ ଦିଲ୍ଲକୁ ଦୈନିକ ୫୮୨...

ପୋଲିସକୁ ଝଟକା, ଓକିଲଙ୍କ ଉପରେ ନିଆଯିବନି କାର୍ଯ୍ୟାନୁଷ୍ଠାନ: ହାଇକୋର୍ଟ

ନୂଆଦିଲ୍ଲୀ,୬।୧୧: ଦିଲ୍ଲୀରେ ପୋଲିସ ଓ ଓକିଲଙ୍କ ବିବାଦ ଥମିବାର ନାଁ ନେଉନି। ତିସ୍‌ ହଜାରୀ ହିଂସା ମାମଲାରେ ବୁଧବାର ହାଇକୋର୍ଟରୁ ପୋଲିସକୁ ଆଉ ଏକ ଝଟକା...

ରାଜନୀତିକୁ ଫେରିବେ ଉର୍ମିଳା: ଶିବସେନାରେ ଦେବେ ଯୋଗ

ମୁମ୍ବାଇ,୨୯।୧୧: ଫିଲ୍ମ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର ପୁଣି ରାଜନୀତିକୁ ଫେରିବେ। ସୋମବାର ସେ ଶିବସେନାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏବେ ସେ ଶିବସେନାରେ ଯୋଗଦେଇ ବିଧାନ...

ଏଲ୍‌ଏସିରୁ ଧରାପଡ଼ିଲେ ଚାଇନା ସୈନିକ

ଲେହ,୯।୧: ଭାରତ ଚାଇନା ମଧ୍ୟରେ ଏଲ୍‌ଏସିରେ ଉତ୍ତେଜନା ଥମିବାର ନା ଧରୁନି। ଏପରିସ୍ଥଳେ ଶନିବାର ପୂର୍ବ ଲଦାଖର ପୈଙ୍ଗାଙ୍ଗ୍‌ ହ୍ରଦର ଦକ୍ଷିଣ ଅଞ୍ଚଳରେ ସନ୍ଦେହ ଜନକ...

ଭାଜପାରେ ଜ୍ୟୋତିରାଦିତ୍ୟଙ୍କ ଏଣ୍ଟ୍ରି ନେଇ ଅସନ୍ତୁଷ୍ଟ ପ୍ରଭାତ: ହାତରୁ ରାଜ୍ୟ ସଭା ଆସନ ଯିବା ଆଶଙ୍କା

ନୂଆଦିଲ୍ଲୀ,୧୧।୩: ଜ୍ୟୋତିରାଦିତ୍ୟ ସିନ୍ଧିଆ ଭାଜପାରେ ଦେଇଛନ୍ତି। ତେବେ ଭାଜପାରେ ତାଙ୍କର ଏଣ୍ଟ୍ରି ପରେ ଦଳର ବରିଷ୍ଠ ନେତା ପ୍ରଭାତ ଝା ଅସନ୍ତୁଷ୍ଟ ହୋଇଛନ୍ତି। ସେ ମଧ୍ୟପ୍ରଦେଶରୁ...

ବଜେଟ୍‌ରେ ରେଳ ବିଭାଗକୁ ମିଳିଲା ବଡ଼ ଉପହାର

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଙ୍ଗଳବାର ପାର୍ଲାମେଣ୍ଟରେ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି। ଏଥର ବଜେଟ୍‌ରେ କ୍ରିପ୍ଟୋକରେନ୍ସି, ୫ଜି, କୃଷିଠାରୁ ପ୍ରତିରକ୍ଷା ପର୍ଯ୍ୟନ୍ତ ଅନେକ ବଡ...

Advertisement
Archives

Model This Week