Posted inଜାତୀୟ

ନେତାଜୀ-ବାଲ୍‌ ଠାକରେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୩।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶିବସେନା ପ୍ରତିଷ୍ଠାତା ବାଲ ଠାକରେଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ସ୍ମରଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏକ ଟୁଇଟରେ ଲେଖିଛନ୍ତି ଯେ ତାଙ୍କ ଜନ୍ମ ବାର୍ଷିକୀରେ ବାଲାସାହେବ ଠାକରେଙ୍କୁ ସ୍ମରଣ କରୁଛି। ମୁଁ ତାଙ୍କ ସହିତ ମୋର ପାରସ୍ପରିକ କଥାବାର୍ତ୍ତାର ସ୍ମୃତିକୁ ସର୍ବଦା ମନେ ରଖିଛି। ବାଲ ଠାକରେ ଜ୍ଞାନୀ ଥିଲେ। ଏହା ସହିତ ଉଚିତ ସ୍ଥାନରେ ଆବଶ୍ୟକ ଜବାବ ଦେବାରେ ଧୁରନ୍ଧର ଥିଲେ। ଜନ କଲ୍ୟାଣ ପାଇଁ ସେ ନିଜ ଜୀବନକୁ ଉତ୍ସର୍ଗ କରିଥିଲେ।

ସୋମବାର ଅନ୍ୟ ଏକ ଟୁଇଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏବଂ ଦେଶର ସ୍ବାଧୀନତା ପାଇଁ ତାଙ୍କର ଅବଦାନକୁ ମନେ ପକାଇଛନ୍ତି। ପ୍ରଧାନମନ୍ତ୍ରୀ ଏକ ଟୁଇଟରେ ଲେଖିଛନ୍ତି ଯେ ଆଜି ପରାକ୍ରମ ଦିବସରେ ମୁଁ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ଏବଂ ଦେଶର ଇତିହାସରେ ତାଙ୍କର ଅପୂର୍ବ ଅବଦାନକୁ ସ୍ମରଣ କରୁଛି। ବ୍ରିଟିଶ ଶାସନ ପ୍ରତି ତାଙ୍କର ତୀବ୍ର ପ୍ରତିରୋଧ ପାଇଁ ସେ ବେଶ୍‌ ଜଣାଶୁଣା ଥିଲେ। ତାଙ୍କ ଚିନ୍ତାଧାରା ମୋତେ ବହୁତ ପ୍ରଭାବିତ କରିଛି, ଆମେ ଭାରତ ପାଇଁ ତାଙ୍କର ଦୃଷ୍ଟିକୁ ବାସ୍ତବ ରୂପ ଦେବା ପାଇଁ କାର୍ଯ୍ୟ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri