ପ୍ରଧାନମନ୍ତ୍ରୀ ପ୍ରଚଣ୍ଡଙ୍କୁ ୨୩ ମାର୍ଚ୍ଚ ସୁଦ୍ଧା ହାସଲ କରିବାକୁ ହେବ ବିଶ୍ୱାସ ମତ

କାଠମାଣ୍ଡୁ,୨୭ ।୨: ନେପାଳରେ ରାଜନୈତିକ ଅସ୍ଥିରତା ଜାରି ରହିଛି । ମାର୍ଚ୍ଚ ୨୮ ସୁଦ୍ଧା ପ୍ରଧାନମନ୍ତ୍ରୀ ପୁଷ୍ପା କମଲ ଦହଲଙ୍କୁ ସଂସଦର ନିମ୍ନ ଗୃହ-ପ୍ରତିନିଧି ସଭାରେ ବିଶ୍ୱାସମତ ହାସଲ କରିବାକୁ ପଡିବ । ରାଷ୍ଟ୍ରୀୟ ପ୍ରଜାତାନ୍ତ୍ରୀକ ପାର୍ଟିର ମୁଖ୍ୟ ଓ ପ୍ରଚଣ୍ଡ ସରକାରରେ ଉପପ୍ରଧାନମନ୍ତ୍ରୀ ରାଜେନ୍ଦ୍ର ଲିଂଗଦେନଙ୍କ ୩ ମନ୍ତ୍ରୀଙ୍କ ସହ ଇସ୍ତଫା ଦେବାସହ ସରକାରଙ୍କ ସମର୍ଥ ପ୍ରତ୍ୟାହାର ଘୋଷଣା କରିଛନ୍ତି ।

ଏଭଳି ପରିସ୍ଥିତିରେ ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ରାଷ୍ଟ୍ରପତି ନିର୍ବାଚନରେ ସ୍ପଷ୍ଟ ସଂଖ୍ୟା ଗରିଷ୍ଠତା ହାସଲ କରୁଥିବା ଜଣାପଡିଛି । ଏହାମଧ୍ୟ ସୂଚାଇ ଦେଉଛି ଯେ ସରକାରଙ୍କର ଆଉ ଆବଶ୍ୟକ ସମର୍ଥନ ନାହିଁ । ତେବେ ନେପାଳର ସମ୍ବିଧାନର ଧାରା ୧୦୦ର ଧାରା-୨ ଅନୁଯାୟୀ, ପ୍ରଧାନମନ୍ତ୍ରୀଙ୍କ ଦଳ କିମ୍ବା ମିଳିତ ମଞ୍ଚ ବିଭାଜନ ହେବାର ୩୦ ଦିନ ମଧ୍ୟରେ ଆସ୍ଥା ଭୋଟ ପାଇବାକୁ ପଡିବ । ଏଭଳି ପରିସ୍ଥିତିରେ ଗୃହରେ ସଦସ୍ୟଙ୍କ ସଖ୍ୟା ଦୃଷ୍ଟିରୁ ନେପାଳର ସବୁଠାରୁବଡ ରାଜନୈତିକ ଦଳ ନେପାଳ କଂଗ୍ରେସ ଖୁବଶୀଘ୍ର ଏକ ନୂତନ ସରକାର ଗଠନ କରିବାର ସୁଯୋଗ ପାଇପାରେ, କାରଣ ଆରପିପି ବ୍ୟତୀତ ପ୍ରଚଣ୍ଡର କିଛି ସହଯୋଗୀ ଦଳ ଅଛନ୍ତି ଯେଉଁମାନେ ସେମାନଙ୍କ ଉପରେ ସନ୍ତୁଷ୍ଟ ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri