Posted inଜାତୀୟ

ନୂଆଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତି, କହିଲେ ଯାହାଙ୍କ ପରିଶ୍ରମ ପାଇଁ ଆମ ସମସ୍ତଙ୍କର…

ନୂଆଦିଲ୍ଲୀ,୨୮ା୮: କୃଷିଭିତ୍ତିକ ତଥା ଗଣପର୍ବ ନୂଆଖାଇ ପାଇଁ ଉତ୍ସବମୁଖର ହୋଇଉଠିଛି ପଶ୍ଚିମ ଓଡ଼ିଶା। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆଖାଇର ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି। ଏହି ଲୋକପ୍ରିୟ ପର୍ବ କୃଷକମାନଙ୍କ ପ୍ରତି ଗଭୀର କୃତଜ୍ଞତାର ସ୍ମରଣ କରାଏ। ଯାହାଙ୍କ କଠିନ ପରିଶ୍ରମ ଆମ ସମସ୍ତଙ୍କର ଭରଣପୋଷଣ କରେ। ପ୍ରତିଟି ଘରେ ଉତ୍ତମ ସ୍ବାସ୍ଥ୍ୟ, ସମୃଦ୍ଧି ଏବଂ ଖୁସି ବିରାଜମାନ କରୁ ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ପୋଷ୍ଟ କରି କହିଛନ୍ତି।

ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଓଡ଼ିଶାବାସୀଙ୍କୁ ନୂଆଖାଇର ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri