Posted inଜାତୀୟ

ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୪ା୪: ମହାବିଷୁବ ପଣାସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଆଗାମୀ ବର୍ଷ ଆପଣଙ୍କ ସ୍ବପ୍ନ ସାକାରର ବର୍ଷ ହେଉ। ଆପଣଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ ବୋଲି ପ୍ରଧାନମନ୍ତ୍ରୀ କାମନା କରିଛନ୍ତି।

ସେହିପରି ରାଷ୍ଟ୍ରପତି ମଧ୍ୟ ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି, ପଣାସଂକ୍ରାନ୍ତି ଆମ ସମାଜକୁ ପ୍ରେମ ଓ ଶାନ୍ତିର ବାର୍ତ୍ତା ଦେଇଥାଏ। ଦେଶ ପାଇଁ ସମର୍ପିତ ହୋଇ କାର୍ଯ୍ୟ କରିବାକୁ ପ୍ରେରଣା ଦେଇଥାଏ। ଏଥିସହିତ ରାଷ୍ଟ୍ରପତି ସମସ୍ତଙ୍କ ସୁଖସମୃଦ୍ଧି କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବହଳପଦରରେ ଜବରଦଖଲ ଉଚ୍ଛେଦ: ଗ୍ରାମବାସୀଙ୍କ ଦାବି ହେଲା ପୂରଣ, ନିର୍ମାଣ ହେବ କୃଷି ସମବାୟ କାର୍ଯ୍ୟାଳୟ

ଅମରପାଲି, ୧୦।୬ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ଗ୍ରାମରେ ସରକାରୀ ଜମିରୁ ବେଆଇନ ଜବରଦଖଲ ଉଚ୍ଛେଦ କରାଯାଇଛି। ଉଚ୍ଛେଦ ପରେ ଜମିକୁ…

ପିଓକେ ହତ୍ୟାକାଣ୍ଡକୁ ନେଇ ବ୍ରିଟେନ୍‌ରେ ବିକ୍ଷୋଭ

ଲଣ୍ଡନ,୧୦ା୬: ପାକ୍‌ ଅଧିକୃତ କଶ୍ମୀର (ପିଓକେ)ର ଏକ ଅନ୍ତ୍ୟେଷ୍ଟିକ୍ର୍ରିୟା ବେଳେ ପୋଲିସ ଗୁଳିରେ ଅନୂ୍ୟନ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏହାକୁ ନିନ୍ଦାକରି ବ୍ରିଟେନରେ ବିକ୍ଷୋଭ କରାଯାଇଛି।…

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri