ଏହି ଦେଶରେ କରୋନା ପଜିଟିଭ୍‌ ମହିଳାଙ୍କ ସହ ଅସଦାଚରଣ ହେବାରୁ ପ୍ରଧାନମନ୍ତ୍ରୀ ଦେଲେ ଇସ୍ତଫା

ଉଲାନବାଟର,୨୨।୧ : ମଙ୍ଗୋଲିଆର ପ୍ରଧାନମନ୍ତ୍ରୀ ଖୁରେଲସୁଖ ଉଖନା ସଂସଦରେ ତାଙ୍କର ଇସ୍ତଫାପତ୍ର ଦାଖଲ କରିଛନ୍ତି। କାରଣ ମଙ୍ଗୋଲିଆର ଜଣେ କରୋନା ପଜିଟିଭ୍‌ ମହିଳାଙ୍କ ସହ ଅସଦାଚରଣ କରାଯାଇଥିଲା। ମହିଳାଙ୍କ ଭିଡିଓଟି ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ମଙ୍ଗୋଲିଆର ରାଜଧାନୀ ଉଲାନବାଟରରେ ପ୍ରାୟ ୫୦୦୦ ଲୋକ ପ୍ରତିବାଦ କରିଥିଲେ। ଫଳରେ ପ୍ରଧାନମନ୍ତ୍ରୀ ଇସ୍ତଫା ଦେଇଥିଲେ। ସେ ତାଙ୍କ ଇସ୍ତଫାପତ୍ରରେ ଲେଖିଛନ୍ତି, ମୁଁ ଏହି ପଦରୁ ଇସ୍ତଫା ଦେଉଛି। କାରଣ ଜନସାଧାରଣଙ୍କ ଦାବିକୁ ସମ୍ମାନ ଜଣାଉଛି। ଏହି ସମଗ୍ର ଘଟଣାର ଦାୟିତ୍ୱ ଗ୍ରହଣ କରି ମୁଁ ଏହି ଇସ୍ତଫା ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଟେନରେ ମହିଳାଙ୍କୁ ବଳାତ୍କାର କରି ଭାରତ ଚାଲିଆସିଥିଲେ ଯୁବକ: ମିଳିଲା ୭ ବର୍ଷ ଜେଲ୍‌ ଦଣ୍ଡାଦେଶ

ଲଣ୍ଡନ, ୫।୬: ବ୍ରିଟେନରେ ଜଣେ ମହିଳାଙ୍କୁ ବଳାତ୍କାର କରି ଭାରତ ପଳାଇଆସିଥିବା ଜଣେ ବ୍ୟକ୍ତିଙ୍କୁ ୭ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି ଅଦାଲତ। ଅଜୟ ରାଣା(୩୫) ନାମକ...

ରୁଷିଆ ଛାଡ଼ିଲେ ଏଲେନା ମିଲାଶିନା

ମସ୍କୋ,୫ା୨: ପୁରସ୍କାର ବିଜୟିନୀ ଇନ୍‌ଭେଷ୍ଟିଗେଟିଭ୍‌ ଜର୍ନାଲିଷ୍ଟ ଏଲେନା ମିଲାଶିନା ଚେଚନ୍ୟାରୁ ହତ୍ୟା ଧମକ ପାଇବା ପରେ ଶୁକ୍ରବାର ସାମୟିକ ଭାବେ ରୁଷିଆ ଛାଡ଼ିଛନ୍ତି। ଚେଚନ୍ୟାରେ ମାନବାଧିକାର...

ନେପାଳ ରାଷ୍ଟ୍ରପତି ବିଦ୍ୟା ଦେବୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି…

କାଠମାଣ୍ଡୁ,୮।୧୦ : ସ୍ବାସ୍ଥ୍ୟଗତ ସମସ୍ୟା ପରେ ନେପାଳର ରାଷ୍ଟ୍ରପତି ବିଦ୍ୟା ଦେବୀ ଭଣ୍ଡାରୀଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ କାଠମାଣ୍ଡୁର ମହାରାଜଗଞ୍ଜର ତ୍ରିଭୁବନ...

ଚାଇନାକୁ ଚେତାବନୀ ଦେଲା ଆମେରିକା, ଯୁଦ୍ଧରେ ରୁଷିଆକୁ ସେନା ସହାୟତା ଦେଲେ ଦେବାକୁ ପଡିବ ବହୁମୂଲ୍ୟ

ୱାଶିଂଟନ,୨୭ ।୨: ଆରେିକାର ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ଜେକ ସୁଲିବନ ରବିବାର କହିଛନ୍ତି ଯଦି ଚାଇନା ୟୁକ୍ରେନ ବିରୋଧରେ ରୁଷିଆକୁ ସେନା ସହାୟତା ଦେଲା...

ମସଜିଦ୍‌ରେ ବିସ୍ଫୋରଣ; ମୃତ୍ୟୁ ସଂଖ୍ୟା ପହଞ୍ଚିଲା ୫୫ରେ

କାବୁଲ,୮।୧୦: ଆଫଗାନିସ୍ତାନର କୁନ୍ଦୁଜ ସହରରେ ଶିଟେ ମସ୍‌ଜିଦ ଉପରେ ବଡ଼ ଧରଣର ବୋମା ମାଡ଼ କରାଯାଇଛି। ଶୁକ୍ରବାର ନମାଜ ପାଠ ବେଳେ ଘଟିଥିବା ବିସ୍ଫୋରଣରେ ଅତିକମ୍‌ରେ...

କରୋନା ଆର୍ଥିକ ମାନ୍ଦାବସ୍ଥାରେ ବି ବାଜି ଲଗାଇ ଲାଭ: ୨୭୦ ଲକ୍ଷ ଡଲାର ନିବେଶ କରି ୨୬୦ କୋଟି ଡଲାର ପାଇଲେ ବିଲ୍‌ ଅକ୍‌ମ୍ୟାନ୍‌

ଓ୍ବାଶିଂଟନ,୧୩।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆର୍ଥିକ ମାନ୍ଦାବସ୍ଥା ଦେଖାଦେଇଛି। ତେବେ ଜଣେ ବ୍ୟକ୍ତି ୨୭୦ ଲକ୍ଷ ଡଲାର ନିବେଶ କରି ୨୬୦ କୋଟି...

କିଭ୍‌ରେ ମିଶାଇଲ ବର୍ଷା

କିଭ୍‌,୧୭।୧୨: ରୁଷିଆ ପକ୍ଷରୁ ଶୁକ୍ରବାର କିଭ୍‌ ସମେତ ୪ ୟୁକ୍ରେନୀୟ ସହରରେ ୬୦ରୁ ଉର୍ଦ୍ଧ୍ୱ ମିଶାଇଲ ମାଡ଼ କରାଯାଇଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ...

୬୬ ହଜାର ୟୁକ୍ରେନ୍‌ବାସୀ ରୁଷିଆ ସହିତ ଲଢ଼ିବା ପାଇଁ ସ୍ବଦେଶ ଫେରିଲେ…

କ୍ୱିଭ୍‌, ୫।୩ : ୟୁକ୍ରେନ୍‌ରେ ରୁଷିଆ ପାଇଁ ବାଧା ସାଜିଛନ୍ତି ୟୁକ୍ରେନ୍‌ର ସାଧାରଣ ନାଗରିକ। ଆଖିରେ ଲୁହ, ମନରେ କୋହ ଥିଲେ ବି ମାତୃଭୂମିର ସୁରକ୍ଷା...

Advertisement
Archives

Model This Week