Posted inଜାତୀୟ

ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ: ଏଠି ମିଳିବ ସବୁ ପ୍ରଧାନମନ୍ତ୍ରୀଙ୍କ ସହ ଜଡିତ ସମସ୍ତ ତଥ୍ୟ

ନୂଆଦିଲ୍ଲୀ,୧୪ ।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପ୍ରଧାନମନ୍ତ୍ରୀ ସଂଗ୍ରହାଳୟର ଉଦଘାଟନ କରିବେ । ଦିଲ୍ଲୀର ନେହେରୁ ସ୍ମାରକ ମ୍ୟୁଜିୟମ ଓ ଲାଇବ୍ରେରୀ ପରିସରରେ ଏହା ନିର୍ମାଣ କରାଯାଇଛି । ଦିଲ୍ଲୀର ଯେଉଁ ତିନିମୂର୍ତ୍ତି ଭବନ ଆଜି ପର୍ଯ୍ୟନ୍ତ ନେହେରୁ ମେମୋରିଆଲ ମ୍ୟୁଜିୟମ ଭାବେ ପରିଚିତ ଥିଲା ଏହା ଏବେ ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ଭାବେ ପରିଚତ ହେବ ।
ଏହି ନବନିର୍ମିତ ସଂଗ୍ରହାଳୟର ଉଦ୍‌ଘାଟନ ଗୁରୁବାର ସକାଳ ୧୧ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରିବେ । ଏହି ସଂଗ୍ରହାଳୟରେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କଠାରୁ ଆରମ୍ଭ କରି ଏବେକାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ଦାମୋଦର ଦାସ ମୋଦିଙ୍କ ପର୍ଯ୍ୟନ୍ତ ସମସ୍ତ ପ୍ରଧାନମନ୍ତ୍ରୀଙ୍କ ଜୀବନ ଦର୍ଶନକୁ ବିସ୍ତାର ଭାବେ ସଂଗୃହିତ କରାଯାଇଛି ।

ଏହି ସଂଗ୍ରହାଳୟ ପାଇଁ ପ୍ରଧାନମନ୍ତ୍ରୀମାନଙ୍କ ସହ ଜଡିତ ତଥ୍ୟ ଦୂରଦର୍ଶନ, ଫିଲ୍ମ ଡିଭିଜନ, ସଂସଦ ଟିଭି, ପ୍ରତିରକ୍ଷା ମନ୍ତ୍ରଣାଳୟ, ମିଡିଆ ହାଉସ(ଦେଶ –ବିଦେଶ), ପ୍ରିଣ୍ଟ ମିଡିଆ, ବିଦେଶୀ ସମାଚାର ଏଜେନ୍ସି, ବିଦେଶ ମନ୍ତ୍ରଣାଳୟର ତୋପଖାନା ଆଦି ସଂସ୍ଥାରୁ ଏକାଠି କରାଯାଇଛି । ପ୍ରଧାନମନ୍ତ୍ରୀଙ୍କ ସହ ଜଡିତ ବହୁମୂଲ୍ୟ ତଥ୍ୟ ଯୋଗାଡ କରିବାକୁ ସେମାନଙ୍କ ପରିବାର ସହ ମଧ୍ୟ ସମ୍ପର୍କ କରାଯାଇଛି । ସାମଗ୍ରୀ ଗୁଡିକ ସ୍ଥାୟୀ ଲାଇସେନ୍ସରେ ହାସଲ କରାଯାଇଛି । ଅଭିଲେଖାଗାରରେ କିଛି ବ୍ୟକ୍ତିଗତ ବସ୍ତୁ, ଉପହାର ଓ ଭାଷଣ ତଥା ବିଚାରଧାରାକୁ ସଂଗୃହିତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri