Posted inଜାତୀୟ

ଇଡି ଚଢ଼ାଇ ମାଧ୍ୟମରେ ୨୦୨୪ ନିର୍ବାଚନର ଆନୁଷ୍ଠାନିକ ଭାବେ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ-ଶାହା : ଆରଜେଡି…

ନୂଆଦିଲ୍ଲୀ,୪।୧୦ : ବୁଧବାର ଏଏପି ରାଜ୍ୟସଭା ଏମପି ସଞ୍ଜୟ ସିଂଙ୍କ ବାସଭବନରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ଚଢ଼଼ାଉ କରିଥିଲା। ଏନେଇ ଇଣ୍ଡିଆ ମେଣ୍ଟ ନେତାଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ବିରୋଧୀଦଳର ନେତାମାନେ ଇଡି ଚଢ଼ାଉକୁ ପ୍ରତିଶୋଧର ରାଜନୀତି ବୋଲି କହିଛନ୍ତି। ଆରଜେଡି ଏମପି ମନୋଜ ଝା କହିଛନ୍ତି ଏଥିରେ ଆଶ୍ଚର୍ଯ୍ୟଜନକ କିଛି ନାହିଁ। ବର୍ତ୍ତମାନ ଏହିପରି ଚଢ଼ାଉର କ୍ରମ ୨୦୨୪ ଲୋକସଭା ନିର୍ବାଚନ ପର୍ଯ୍ୟନ୍ତ ଜାରି ରହିବ।

ଏହି ଚଢ଼଼ାଉ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ୨୦୨୪ ନିର୍ବାଚନର ଆନୁଷ୍ଠାନିକ ଭାବେ ଘୋଷଣା କରିଛନ୍ତି। ମଙ୍ଗଳବାର କିଛି ଖବରଦାତାଙ୍କ ଘରେ ଚଢ଼ାଉ କରାଯାଇଥିଲା, ବର୍ତ୍ତମାନ ଏଏପି ଏମପି ସଞ୍ଜୟ ସିଂଙ୍କ ବାସଭବନରେ ଚଢ଼ାଉ କରାଯାଇଛି।

ଅନୁସନ୍ଧାନକାରୀ ଏଜେନ୍ସିର ଚଢ଼଼ାଉରେ ଦିଲ୍ଲୀ ସିଏମ ଅରବିନ୍ଦ କେଜ୍ରିୱାଲ କହିଛନ୍ତି ପ୍ରଧାନମନ୍ତ୍ରୀ ଯେ କୌଣସି ଦେଶର ‘ପିତା ଚରିିତ୍ର’ ପରି। ନିର୍ବାଚନ ପରେ ଯଦି କୌଣସି ଅନ୍ୟ ସରକାର ଗଠନ ହୁଏ, ତେବେ ଏହାକୁ ସମର୍ଥନ କରିବା ଏବଂ କେନ୍ଦ୍ର ସରକାରଙ୍କ ତରଫରୁ ମିଳିତ ଭାବେ କାର୍ଯ୍ୟ କରିବା ପ୍ରଧାନମନ୍ତ୍ରୀଙ୍କ ଦାୟିତ୍ୱ ଅଟେ। ସମ୍ପ୍ରତି ‘ପିତା ଚରିତ୍ର’ର ଭୂମିକା ସଠିକ ଭାବରେ ନିର୍ବାହ ହେଉନାହିଁ।

ବିରୋଧୀ ଅଭିଯୋଗ କରିଛନ୍ତି କେନ୍ଦ୍ରୀୟ ଅନୁସନ୍ଧାନକାରୀ ସଂସ୍ଥା ଟାର୍ଗେଟରେ ଅଣ-ଭାଜପା ନେତାଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। କେବଳ କିଛି ରାଜ୍ୟ ନେତା ନୁହଁନ୍ତି ସୋନିଆ ଗାନ୍ଧୀ, ମଲ୍ଲିକାର୍ଜୁନ ଖାର୍ଗେ, ଲାଲୁ ପ୍ରସାଦ ଯାଦବ, ମାୟାବତୀ, ଅରବିନ୍ଦ କେଜ୍ରିୱାଲ, ମନୀଷ ସିସୋଡିଆ, ମମତା ବାନାର୍ଜୀ, ଶରଦ ପାୱାର ଏବଂ କେ କବିତାଙ୍କ ପରି ଅନେକ ବିରୋଧୀଦଳ ନେତା ମଧ୍ୟ ଅନୁସନ୍ଧାନକାରୀ ଏଜେନ୍ସିର ସ୍କାନରରେ ଆସିଛନ୍ତି।

ବର୍ତ୍ତମାନ ବହୁ ବିରୋଧୀଦଳ ନେତା ଅନୁସନ୍ଧାନକାରୀ ସଂସ୍ଥାଗୁଡ଼ିକର ସ୍କାନରର ଅତି ନିକଟତର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କିଏ ଫାଶରେ ପଡ଼ିବ ଏବଂ କିଏ ବଞ୍ଚିବ ତାହା କୁହାଯାଇପାରିବ ନାହିଁ। ଅନୁସନ୍ଧାନକାରୀ ସଂସ୍ଥା କାହାକୁ ସମ୍ପୂର୍ଣ୍ଣ କ୍ଲିନ ଚିଟ ଦେଇନାହାଁନ୍ତି। ଯେକୌଣସି ବ୍ୟକ୍ତି ପଚରାଉଚରା ପାଇଁ ସମନ ପାଇବାର ଆଶଙ୍କା ରହିଛି। ଅନେକ ନେତା ପୂର୍ବରୁ ଜେଲରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri