Posted inଜାତୀୟ

ରାସ୍ତାରେ ଗୀତ ବୋଲୁଥିବା ଯୁବକଙ୍କ ଭିଡ଼ିଓ ଶେୟାର କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୦।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟରରେ ଶେୟାର କରିଥିବା ଏକ ଭିଡ଼ିଓକୁ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ରାସ୍ତାରେ ଗୀତ ବୋଲୁଥିବା ଦୁଇଜଣ ଯୁବକଙ୍କ ଭିଡ଼ିଓ ପ୍ରଧାନମନ୍ତ୍ରୀ ଶେୟାର କରି ସେମାନଙ୍କ ପ୍ରତିଭାକୁ ବେଶ୍‌ ତାରିଫ୍‌ କରିଛନ୍ତି। ସେ କହିଛନ୍ତି ଯେ, ଏହି ଗୀତ ସଭିଙ୍କୁ ଭାବୁକ କରିଦେବ। ସେମାନେ ମହାଦେବ ଶିବ ଶଙ୍କ ରାମ୍ଭୁ ଗୀତ ବୋଲୁଥିବାର ଭିଡ଼ିଓରେ ଦେଖିବାକୁ ମିଳୁଛି। ୨ ମିନିଟ୍‌ ୨୦ ସେକେଣ୍ଡର ଏହି ଭିଡ଼ିଓ ଇତିମଧ୍ୟରେ ୯ ଲକ୍ଷ ୬୦ ହଜାର ଥର ଦେଖା ସରିଛି। ସେମାନଙ୍କ ମଧ୍ୟରୁ ଜଣେ ଡାଫଲି ବଜାଉଥିବାବେଳେ ଅନ୍ୟ ଜଣେ ରାବନହଥା ବାଦନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇ ଟେନସନ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଲା ଅଟୋ, ୮ ଜୀବନ୍ତ ଦଗ୍ଧ…

ହାଇଦ୍ରାବାଦ, ୩୦।୬ :  ଆନ୍ଧ୍ରପ୍ରଦେଶର ସତ୍ୟସାଇ ଜିଲାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଗୁରୁବାର ଏଠାରେ ଏକ ଅଟୋ ହାଇ ଟେନସନ ଇଲେକ୍ଟ୍ରିକ ତାର ସଂସ୍ପର୍ଶରେ...

ବୃଦ୍ଧାଶ୍ରମରେ ପ୍ରତି ଗୁରୁବାର ଛୋଟ ପିଲାଙ୍କୁ ଦିଆଯାଉଛିି ନୈତିକ ମୂଲ୍ୟବୋଧ ଶିକ୍ଷା

ଭୋପାଳ,୨୮।୮: ମଧ୍ୟପ୍ରଦେଶ କୋଲାରଠାରେ ଥିବା ଆପନା ଘର ବୃଦ୍ଧାଶ୍ରମରେ ପ୍ରତି ଗୁରୁବାର ଏଠାରେ ରହୁଥିବା ବୃଦ୍ଧାବୃଦ୍ଧଙ୍କ ପକ୍ଷରୁ ନୈତିକ ମୂଲ୍ୟବୋଧ ଶିକ୍ଷାଦାନ କରାଯାଉଛି। ଅପରାହ୍ନ ୪ଟା...

ଲକ୍‌ଡାଉନ ୩.୦: ଖୁବ୍‌ଶୀଘ୍ର ଆରମ୍ଭ ହେବ ସର୍ବସାଧାରଣ ପରିବହନ; ନୀତୀନ

ନୂଆଦିଲ୍ଲୀ,୬।୫: କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍‌ଡାଉନ ୩.୦ ଜାରି ରହିଛି। ମାର୍ଚ୍ଚ ୧୭ଯାଏଁ ଏହି ଲକ୍‌ଡାଉନର ଅବଧିକୁ ବୃଦ୍ଧି କରାଯାଇଛି। ତୃତୀୟ ପର୍ଯ୍ୟାୟ...

କେନ୍ଦ୍ରରୁ ୟୁପିକୁ ଫେରିବେ ୨ ସଚିବ

ନୂଆଦିଲ୍ଲୀ,୭ା୨: କେନ୍ଦ୍ର କୃଷି ସଚିବ ସଞ୍ଜୟ ଅଗ୍ରଓ୍ବାଲ ଓ ଶକ୍ତି ସଚିବ ଆଲୋକ କୁମାରଙ୍କୁ ଖୁବ୍‌ଶୀଘ୍ର ସେମାନଙ୍କ କ୍ୟାଡର ରାଜ୍ୟ ଉତ୍ତର ପ୍ରଦେଶକୁ ଫେରାଇ ନିଆଯାଇପାରେ।...

ଗଣତନ୍ତ୍ର ଦିବସରେ ଏକାଥରେ ଆସିପାରନ୍ତି ୫ ଦେଶର ମୁଖ୍ୟ

ନୂଆଦିଲ୍ଲୀ,୧୨ା୧୨: ଆସନ୍ତା ବର୍ଷ ଜାନୁୟାରୀ ୨୬ ତାରିଖ ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଏକାଥରେ କେନ୍ଦ୍ର ଏସିଆର ୫ ରାଷ୍ଟ୍ର ମୁଖ୍ୟ ଯୋଗ ଦେଇପାରନ୍ତି।...

ମମତାଙ୍କୁ ‘ଦୁର୍ଗା’, ଭାଜପାକୁ ‘ଭଷ୍ମାସୁର’ ସହ ତୁଳନା କଲେ ଗୋଆ ଫରୱାର୍ଡ ପାର୍ଟି ନେତା: ରାଗିଲେ ସାୱନ୍ତ

ପଣଜୀ.୧୭ ।୧୦: ଗୋଆ ଫଣୱାର୍ଡ ପାର୍ଟି(ଜିଏଫ୍‌ପି)ର କାର୍ଯ୍ୟକାରୀ ଅଧ୍ୟକ୍ଷ କିରଣ କଣ୍ଡୋଲକରଙ୍କ ରାଜନୈତିକ ବୟାନକୁ ନେଇ ଏବେ ବିବାଦ ଉପୁଜିଛି । କଣ୍ଡୋଲକର ତୃଣମୂଳ କଂଗ୍ରେସର...

କର୍ନାଟକ ଉପନିର୍ବାଚନ ପାଇଁ ୧୩ ଅଯୋଗ୍ୟ ଘୋଷିତ ବିଧାୟକଙ୍କୁ ପ୍ରାର୍ଥୀ କଲା ଭାଜପା

ବେଙ୍ଗାଲୁରୁ,୧୪।୧୧: କର୍ନାଟକ କଂଗ୍ରେସ ଓ ଜେଡି(ଏସ୍‌)ର ୧୭ ଅଯୋଗ୍ୟ ଘୋଷିତ ବିଧାୟକଙ୍କ ମଧ୍ୟରୁ ୧୫ ଜଣ ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଥିଲେ। ଏହାପରେ...

ସୁଶୀଲ ଚନ୍ଦ୍ରା ହେବେ ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର

ନୂଆଦିଲ୍ଲୀ,୧୨।୪: ନିର୍ବାଚନ ଆୟୁକ୍ତ ସୁଶୀଲ ଚନ୍ଦ୍ରା ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର ହେବେ ବୋଲି ଜଣାପଡିଛି। ଏଥିପାଇଁ ସରକାରଙ୍କୁ ରାଷ୍ଟ୍ରପତିଙ୍କଠାରୁ ଅନୁମୋଦନ ମିଳିଛି। ସୋମବାର ଏନେଇ...

Advertisement
Archives

Model This Week