ଓଡ଼ିଶା ମାଟିରେ ବଡ଼ ପ୍ରତିଶ୍ରୁତି ଦେଲେ ପ୍ରଧାନମନ୍ତ୍ରୀ, ଯୁବପିଢ଼ିଙ୍କ ପାଇଁ…

ଭୁବନେଶ୍ୱର, ୨୭।୯: ଝାରସୁଗୁଡ଼ା ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ସମ୍ବୋଧନ କରିଛନ୍ତି। ଏହା ସହ ନବରାତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଦେଢ଼ ବର୍ଷ ପୂର୍ବେ ବିଧାନସଭା ନିର୍ବାଚନରେ ନୂଆ ସଂକଳ୍ପ ନେଇଛନ୍ତି ମୋଦି। ବିକଶିତ ଓଡ଼ିଶାର ସ୍ବପ୍ନ ନେବାକୁ ଶପଥ ନେଇଛନ୍ତି। ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜି ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଚାଲିଛି। ଆଜିଠୁ ସାରା ଦେଶରେ IIT ସମ୍ପ୍ରସାରଣ କାର୍ଯ୍ୟ ଆରମ୍ଭ ହୋଇଛି। ଆଜି ବ୍ରହ୍ମପୁର-ସୁରତ ଅମୃତ ଭାରତ ଏକ୍ପପ୍ରେସ ଶୁଭାରମ୍ଭ ହୋଇଛି। ସୁରତ ସହ ଆପଣଙ୍କ ସମ୍ପର୍କ କେତେ ଜରୁରୀ ତାହା ସମସ୍ତେ ଜାଣନ୍ତି।ପଶ୍ଚିମବଙ୍ଗ ପରେ ଗୁଜରାଟରେ ସର୍ବାଧିକ ଓଡ଼ିଆ ରହନ୍ତି।ଆମ ସରକାର ଏଯାବତ ୪ କୋଟି ଗରିବଙ୍କୁ ପକ୍କା ଘର ଦେଇଛନ୍ତି। ପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି। ଆଜି ଓଡ଼ିଶାରେ ୫୦ ହଜାର ପକ୍କା ଘର କାର୍ଯ୍ୟାଦେଶ ଦିଆଯାଇଛି। ଓଡ଼ିଶା ଲୋକଙ୍କ ସାମର୍ଥ୍ୟ ସହ ମୁଁ ପୂରା ସହମତ।

ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି, ବିଗତ ଦଶନ୍ଧିରେ ଗରିବୀ ସହ ଲଢ଼ିଛନ୍ତି, ଏବେ ବିକାଶ ଦେଖିବେ। ଓଡ଼ିଶାରେ ଆଗାମୀ ଦିନରେ ୨ ସେମିକଣ୍ଡକ୍ଟର ୟୁନିଟ ହେବାକୁ ଯାଉଛି। ଏହି ସେମିକଣ୍ଡକ୍ଟରରୁ ବାହରୁଥିବା ଚିପ୍ସ ସବୁ କାର୍ଯ୍ୟରେ ଲାଗିବ। ଏହି ଛୋଟିଆ ଚିପ୍ସ ସବୁ ଦୈନନ୍ଦିନ ସାମଗ୍ରୀରେ ଲାଗିବ। ଚିପ୍ସ ଠାରୁ ଆରମ୍ଭ କରି ସିପ ପର୍ଯ୍ୟନ୍ତ ଭାରତ ସବୁଥିରେ ଆତ୍ମନିର୍ଭର ହେବ। ଆମ ଦେଶ କୌଣସି ଦେଶ ଉପରେ ନିର୍ଭର କରିବ ନାହିଁ। ସ୍ବଦେଶୀ ଜ୍ଞାନକୌଶଳରେ ସିପ ନିର୍ମାଣ ପାଇଁ ୧୭ ହଜାର କୋଟି ମଞ୍ଜୁର ହୋଇଛି। ଏଥିରୁ ସବୁଠୁ ବେଶୀ ଫାଇଦା ଯୁବପିଢ଼ି ପାଇବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍‌ଟିଆଇ ଆବେଦନ ପରେ …

ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri