Posted inଜାତୀୟ

କୁଲ୍ଲୁରେ ଦଶହରା ପାଳନ କରିବେ ପ୍ରଧାନମନ୍ତ୍ରୀ, ରଥଯାତ୍ରାରେ ହେବେ ସାମିଲ…

ନୂଆଦିଲ୍ଲୀ,୩।୧୦ : ହିମାଚଳ ପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନକୁ ନେଇ ଚର୍ଚ୍ଚା ଜାରି ରହିଛି। ଏପରିସ୍ଥଳେ କୁଲ୍ଲୁରେ ଦଶହରା ପାଳନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯିବେ। ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସକୁ ପ୍ରଧାନମନ୍ତ୍ରୀ ବୁଧବାର ବିଲାସପୁରରେ ଲୋକାର୍ପିତ କରିବେ।

ଏହା ସହିତ ସେ ଏକ ରାଲିକୁ ମଧ୍ୟ ସମ୍ବୋଧିତ କରିବେ। କୁଲୁର ବିଶ୍ୱ ପ୍ରସିଦ୍ଧ ଦଶହରା ରଥ ଯାତ୍ରାରେ ସେ ଯୋଗ ଦେବେ। ଏହି ଯାତ୍ରା ବିଜୟା ଦଶମୀ ଦିନରୁ ଆରମ୍ଭ ହୁଏ। ଏହି କାର୍ଯ୍ୟକ୍ରମ ଅପରାହ୍ନ ୩ଟା ୩୦ରେ ଆରମ୍ଭ ହେବାର ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri