ବର୍ଷେ ପରେ ବଦଳିବେ ପ୍ରଧାନମନ୍ତ୍ରୀ, ବିଦେଶମନ୍ତ୍ରୀ ଧରିବେ ଡୋର…

ଟୋକିଓ,୨୯।୯: ବର୍ଷେ ପରେ ପୁଣି ଜାପାନରେ ପ୍ରଧାନମନ୍ତ୍ରୀ ବଦଳିବାକୁ ଯାଉଛନ୍ତି। ବିଦାୟୀ ପ୍ରଧାନମନ୍ତ୍ରୀ ୟୋଶିହିଦେ ସୁଗାଙ୍କ ବଦଳରେ ଏବେ ଫୁମିଓ କିଶିଦା ଦାୟିତ୍ୱ ସମ୍ଭାଳିବେ। ୬୪ ବର୍ଷ ବୟସ୍କ କିଶିଦା ଏହା ପୂର୍ବରୁ ବିଦେଶମନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ। ଶାସକ ଦଳର ନୂଆ ନେତା ନିର୍ବାଚନରେ କିଶିଦାଙ୍କୁ ପ୍ରତି ସମସ୍ତ ସଦସ୍ୟ ସମର୍ଥନ କରିଛନ୍ତି।

ବିଦାୟୀ ପ୍ରଧାନମନ୍ତ୍ରୀ ୟୋଶିହିଦେ ଗତ ସେପ୍ଟେମ୍ବରରେ ଦାୟିତ୍ୱ ସମ୍ଭାଳିବାର ମାତ୍ର ଏକ ବର୍ଷ ପରେ ପଦ ଛାଡୁଥିବାରୁ ଶାସକ ଦଳ ପକ୍ଷରୁ ନୂଆ ନେତା ଚୟନ କରାଯାଇଛି। ନୂଆ ପ୍ରଧାନମନ୍ତ୍ରୀ ଦୌଡ଼ରେ ୪ ଜଣ ଥିଲେ। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ମଧ୍ୟ ସାମିଲ ଥିଲେ।

ସାନେ ତାକାଇଚି ଏବଂ ସିକୋ ନୋଡ଼ା ମହିଳା ପ୍ରାର୍ଥୀ ଭାବେ ଶାସକ ରିବେରାଲ ଡେମୋକ୍ରାଟିକ୍‌ ପାର୍ଟିର ନେତା ପାଇଁ ନିଜ ନିଜର ଦାବି ଉପସ୍ଥାପନା କରିଥିଲେ।

ଦେଶର ନୂଆ ପ୍ରଧାନମନ୍ତ୍ରୀ ଭାବେ କିଶିଦା ସୋମବାର ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲଙ୍କା ଖେଳାଳିଙ୍କୁ ଭାରତ ଧମକ ଦେଲା: ପାକିସ୍ତାନ ମନ୍ତ୍ରୀ

ଇସାଲାମାବାଦ,୧୦।୯: ଶ୍ରୀଲଙ୍କା କ୍ରିକେଟ ଦଳର ୧୦ଜଣ ସଦସ୍ୟ ପାକିସ୍ତାନ ଗସ୍ତରେ ଯିବାକୁ ମନା କରିବାରୁ ଏହାର ଦୋଷ ଭାରତ ଉପରେ ଲଦିଛି ପାକିସ୍ତାନ। ଭାରତ ଶ୍ରୀଲଙ୍କା...

ଲିବିୟାରେ ସଂଘର୍ଷ ଜାରି: ଭାରତୀୟଙ୍କ ପାଇଁ ଜାରି ହେଲା ହେଲ୍‌ପ ଲାଇନ୍‌

ତ୍ରିପୋଲି,୧୯।୪: ଲିବିୟାର ରାଜଧାନୀ ତ୍ରିପୋଲିକୁ ଦଖଲ କରିବାକୁ ଲିବିୟା ସେନା ଓ ବାଗି ଜେନରାଲ ହଫ୍‌ଦାରର ଲିବିୟା ନ୍ୟାଶନାଲ ଆର୍ମି ମଧ୍ୟରେ ସଂଘର୍ଷ ଜାରି ରହିଛି।...

ଯେମିତି ଭଗବାନ ରାମ ରାବଣକୁ ହରାଇଥିଲେ ଆମେ ସେମିତି ଦୀପାବଳିରେ କରୋନାକୁ ହରାଇବୁ: ଜନସନ

ଲଣ୍ଡନ,୮ ।୧୧: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ କହିଛନ୍ତି ଯେମିତି ଭଗବାନ ରାମ ରାବଣକୁ ହରାଇ ପତ୍ନୀ ସୀତାଙ୍କ ସହ ଫେରିବା ସମୟରେ ଲକ୍ଷ ଲକ୍ଷ...

ଆତ୍ମସମର୍ପଣ କରିବାକୁ ମନା କଲା ୟୁକ୍ରେନ

କ୍ୱିଭ୍‌,୨୧।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ତୀବ୍ର ହେବାରେ ଲାଗିଛି। ଦୁଇ ଦେଶ ମଧ୍ୟ ମଧ୍ୟରେ ୨୬ ଦିନ ମଧ୍ୟରେ ଲାଗିଥିବା ଏହି ଯୁଦ୍ଧ...

ଭାରତୀୟ ଯୁବକଙ୍କୁ ଫେରାଇଲା ଚାଇନା

ନୂଆଦିଲ୍ଲୀ,୨୭ା୧: ଚାଇନା ସେନା ଭାରତୀୟ ଯୁବକ ମିରାମ ଟାରୋନଙ୍କୁ ଭାରତକୁ ହସ୍ତାନ୍ତର କରିଛି। ଏନେଇ କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ...

ତୁର୍କୀ ଉପରେ କ୍ଷେପଣାସ୍ତ୍ର ମାଡ଼ କଲା ସିରିଆ

ଆଙ୍କରା,୧୫।୩: ତୁର୍କୀ ପ୍ରଶାସନ ନିୟନ୍ତ୍ରଣରେ ଥିବା ଉତ୍ତର ସିରିଆରେ କ୍ଷେପଣାସ୍ତ୍ର ମାଡ଼ କରାଯାଇଛି। ସିରିଆ ପକ୍ଷରୁ ହୋଇଥିବା ଏହି ଆକ୍ରମଣରେ ବହୁ ସାଧାରଣ ଲୋକ ଆହତ...

ପାକିସ୍ତାନରେ ଆମେରିକୀୟ ଯୁବତୀଙ୍କୁ ବଳାତ୍କାର

ଇସ୍‌ଲାମାବାଦ୍‌,୨୩ା୭: ଆମେରିକାର ଜଣେ ୨୧ ବର୍ଷୀୟା ସୋସିଆଲ ମିଡିଆ ଆକ୍ଟିଭିଷ୍ଟଙ୍କୁ ପାକିସ୍ତାନର ପଞ୍ଜାବ ପ୍ରଦେଶରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଗତ ସପ୍ତାହରେ ଯୁବତୀ ଜଣକ...

ବୁର୍ଖା ପିନ୍ଧିବା ନେଇ କଟକଣା

ଜୁରିଚ୍‌,୮।୩: ସ୍ବିଜରଲାଣ୍ଡରେ ବୁର୍ଖା ପିନ୍ଧିବା ନେଇ କଟକଣା ଲଗାଯିବାକୁ ହୋଇଥିବା ଜନମତ ସଂଗ୍ରହରେ ୫୧ ପ୍ରତିଶତ ସହମତି ମିଳିଛି। ସର୍ବସାଧାରଣ ସ୍ଥଳରେ ବୁର୍ଖା ପିନ୍ଧିବା କିମ୍ବା...

Advertisement
Archives

Model This Week