ପ୍ରଚାର ପାଇଁ କେନ୍ଦ୍ରାପଡା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୭।୪: ନିର୍ବାଚନୀ ପ୍ରଚାର ପାଇଁ କେନ୍ଦ୍ରାପଡା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ମାହାଙ୍ଗା ନିର୍ବାଚନ ମଣ୍ଡଳୀର ନିଶ୍ଚିନ୍ତ କୋଇଲି ବଜାର ବନ୍ଧନ ମଣ୍ଡପରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧନ କରି ଭାଜପାର କେନ୍ଦ୍ରାପଡା ଲୋକ ସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା କହିଛନ୍ତି। ସେ କହିଛନ୍ତି, କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଧ୍ୟ ଓଡ଼ିଶା ଆସି କେନ୍ଦ୍ରାପଡା ଲୋକ ସଭା ଓ ମାହାଙ୍ଗା ବିଧାନସଭା କ୍ଷେତ୍ରରେ ପ୍ରଚାର କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଫସିବେ କି ଚଞ୍ଚଳ ରାଣା: ସୁପ୍ରିମକୋର୍ଟରେ କହିଲେ ଯାଞ୍ଚ ହୋଇଛି, ଏଠି କମିଶନର କହୁଛନ୍ତି ପୋର୍ଟାଲ ତଥ୍ୟ

ଭୁବନେଶ୍ୱର,୭।୮(ରବିନାରାୟଣ ଜେନା):ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଖୋଲିବା ପ୍ରସଙ୍ଗ ଏବେ ରୋଚକ ମୋଡ଼ ନେଇଛି। ଏହି ପ୍ରସଙ୍ଗକୁ ନେଇ…

ଶୋଇଥିବା ବେଳେ ମାଆ ସହିତ ୭ ବର୍ଷର ପୁଅକୁ କାମୁଡିଲା ରଣା ସାପ, ଛଟପଟ ହୋଇ ଚାଲିଗଲା ଜୀବନ

ଗଜପତି,୭।୮(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଜଲାଙ୍ଗ ପଞ୍ଚାୟତ ଅନ୍ତର୍ଗତ କଡମତାଲ ଗ୍ରାମରେ ଘଟିଛି ଏକ ହୃଦୟବିଦାରକ ଘଟଣା। ଘରେ ଶୋଇଥିବା ବେଳେ ରଣା ସାପ…

ଜଣାପଡିଲା କିଏ କରିଥିଲେ NEET-UG ପ୍ରଶ୍ନପତ୍ର ଲିକ୍‌: CBI କଲା ବଡ଼ ଖୁଲାସା, ଦେଶରେ ଚହଳ

ନୂଆଦିଲ୍ଲୀ, ୭।୮: NEET-UG ପ୍ରଶ୍ନପତ୍ର ଲିକ୍‌ ମାମଲାରେ CBIର ଚାର୍ଜସିଟ ପରୀକ୍ଷା ବ୍ୟବସ୍ଥାର ସୁରକ୍ଷାକୁ ନେଇ ଗୁରୁତର ପ୍ରଶ୍ନ ଉଠାଇଛି। ତଦନ୍ତରୁ ଜଣାପଡ଼ିଛି ଯେ, ପ୍ରଶ୍ନପତ୍ର କୌଣସି…

ପ୍ରବଳ ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୧୨ ଜିଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୭।୮: ଆସନ୍ତା ୩ ଘଣ୍ଟା ପାଇଁ ଓଡ଼ିଶାର ୧୨ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୧୨ ଜିଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି…

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

ସୋନମ ୱାଙ୍ଗଚୁକଙ୍କ ଚାଞ୍ଚଲ୍ୟକର ଖୁଲାସା: ରାହୁଲ ଗାନ୍ଧୀଙ୍କ ହାତରୁ ପିଇଥାନ୍ତି ଜୁସ୍‌, ହେଲେ…

ନୂଆଦିଲ୍ଲୀ, ୭।୮: ସିଜେପି (CJP) ପ୍ରତିବାଦ ସମୟରେ ଅନଶନ କରିଥିବା ସୋନମ ୱାଙ୍ଗଚୁକ ଏକ ବଡ଼ ଖୁଲାସା କରିଛନ୍ତି। ଏହି ଖୁଲାସା ସହ ସେ ରାହୁଲ ଗାନ୍ଧୀଙ୍କ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri