Posted inଜାତୀୟ

ଆଜି ୭୧,୦୦୦ ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭିଡିଓ କନଫରେନ୍ସିଂ ଜରିଆରେ ସରକାରୀ ବିଭାଗ ଏବଂ ସଂଗଠନଗୁଡ଼ିକରେ ପ୍ରାୟ ୭୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିବେ। ନିଯୁକ୍ତି ପତ୍ର ‘ରୋଜଗାର ମେଳା’ ଅଧୀନରେ ୧୦ ଲକ୍ଷ କର୍ମଚାରୀଙ୍କୁ ବଣ୍ଟାଯିବ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ) ଅନୁଯାୟୀ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୁବତୀଯୁବକମାନଙ୍କୁ ମଧ୍ୟ ସମ୍ବୋଧିତ କରିବେ।
ପିଏମଓ ପକ୍ଷରୁ କୁହାଯାଇଛି ଯେ, ନିଯୁକ୍ତି ସୃଷ୍ଟିରେ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ପୂରଣ କରିବା ଦିଗରେ ଏହି ରୋଜଗାର ମେଳା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ରୋଜଗାର ମେଳା ନିଯୁକ୍ତି ଉତ୍ପାଦନରେ ଏକ ଅନୁକ୍ରମଣିକା ଭାବରେ କାର୍ଯ୍ୟ କରିବ। ଯୁବକମାନଙ୍କୁ ସେମାନଙ୍କର ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରିବ।
ଦେଶର ବିଭିନ୍ନ ସ୍ଥାନରୁ ମନୋନୀତ ଯୁବକଙ୍କୁ ଜୁନିୟର ଇଞ୍ଜିନିୟର, ଲୋକୋ ପାଇଲଟ, ଟେକ୍ନିସିଆନ, ଇନ୍ସପେକ୍ଟର, ସବ ଇନ୍ସପେକ୍ଟର, କନଷ୍ଟେବଳ, ଷ୍ଟେନୋଗ୍ରାଫର, ଜୁନିଅର ଆକାଉଣ୍ଟାଣ୍ଟ, ଗ୍ରାମିଣ ଡାକ ସେବା, ଆୟକର ନିରୀକ୍ଷକ, ଶିକ୍ଷକ, ନର୍ସ, ଡାକ୍ତର, ସାମାଜିକ ଭାବରେ ନିଯୁକ୍ତି ଦିଆଯିବ। ଭାରତ ସରକାରଙ୍କ ଅଧୀନରେ ସୁରକ୍ଷା ଅଧିକାରୀ, ପିଏ, ଏମଟିଏସ୍‌ ପରି ବିଭିନ୍ନ ପଦରେ ପୋଷ୍ଟିଂ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri