ଗାନ୍ଧୀ ଜୟନ୍ତୀରେ ଓଡ଼ିଶାକୁ ଆଉ ଏକ ବଡ଼ ଉପହାର ଦେବେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗାନ୍ଧୀ ଜୟନ୍ତୀରେ ଓଡ଼ିଶାକୁ ବଡ଼ ଉପହାର ଦେବାକୁ ଯାଉଛନ୍ତି। ପିଏମ ଜନମନ ଯୋଜନାରେ ପ୍ରଧାନମନ୍ତ୍ରୀ ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ୧୪୭ କିଲୋମିଟର ରାସ୍ତାର ଶିଳାନ୍ୟାସ କରିବେ ବୋଲି ସୂଚନା ରହିଛି।

ଦେବଗଡ, ଗଜପତି, ମୋହନା, ରାୟଗଡ଼ା, ବାଲିଗୁଡ଼ା, ମାଲକାନଗିରି, ଗୁଣୁପୁର, ସୁନ୍ଦରଗଡର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଗମନାଗମନ ସୁବିଧା ପାଇଁ ରାସ୍ତା ନିର୍ମାଣ ହେବ। ଏହା ସହିତ ଆଦିବାସୀ ଅଞ୍ଚଳରେ ଅନେକ ଗୁଡିଏ ଲୋକାଭିମୁଖୀ କାର୍ଯ୍ୟର ମଧ୍ୟ ପ୍ରଧାନମମନ୍ତ୍ରୀ ଶିଳାନ୍ୟାସ କରିବେ । ଏଥିସହ ୨ ଅକ୍ଟୋବରରେ ଝାଡ଼ଖଣ୍ଡର ହଜାରିବାଗରୁ ଦେଶର ବିଭିନ୍ନ ରାଜ୍ୟକୁ ୮୩ ହଜାର ୩୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବେ ପ୍ରଧାନମନ୍ତ୍ରୀ।

 


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

ପ୍ରାଇଭେଟ୍ କମ୍ପାନୀରେ କେବେ ସୁଦ୍ଧା ମିଳିବା ଦରକାର ଦରମା? ଜାଣନ୍ତୁ କଣ କହୁଛି ସରକାରୀ ନିୟମ

ନିଜର ଗୁଜୁରାଣ ମେଣ୍ଟାଇବା ପାଇଁ ଲୋକମାନେ ଭିନ୍ନ ଭିନ୍ନ ପ୍ରକାରର କାମ କରିଥାନ୍ତି। କେହି ନିଜର ବ୍ୟବସାୟ କରନ୍ତି ତ କେହି ଚାକିରି କରନ୍ତି, ଯେଉଁଥିରେ ସରକାରୀ…

ବରଗଡ଼ କେନାଲରେ ଆସିବ ପାଣି, ଏହି ମୁହୂର୍ତ୍ତରେ ଖୋଲିବ ଗେଟ…

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ଆସନ୍ତା ଜୁଲାଇ ମାସ ୨ତାରିଖ ସକାଳ ୯ଟାରୁ ପାଣି ଛଡାଯିବ । ଏହାକୁ ଦୃଷ୍ଟିରେ ରଖି ଏହି କେନାଲ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri