Posted inଜାତୀୟ

୫୦୮ ରେଳ ଷ୍ଟେଶନର ପୁନର୍ନିର୍ମାଣ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୬।୮ : ଭାରତରେ ୫୦୮ ରେଳ ଷ୍ଟେଶନର ପୁନର୍ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ସେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅମୃତ ଭାରତ ଷ୍ଟେଶନ ଯୋଜନା ଅଧୀନରେ ସାରା ଦେଶରେ ଏସବୁ ଷ୍ଟେଶନର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏହାପୂର୍ବରୁ ଏକ ଟୁଇଟ କରି ସେ ଅଗଷ୍ଟ ୬କୁ ଐତିହାସିକ ବୋଲି ବର୍ଣ୍ଣନା କରିଛନ୍ତି।
ପ୍ରାୟ ୨୫ ହଜାର କୋଟି ଟଙ୍କା ବ୍ୟୟରେ ଦେଶରେ ରେଳ ଭିତ୍ତିଭୂମିରେ ପରିବର୍ତ୍ତନ ଅଣାଯିବ।

ପ୍ରଧାନମନ୍ତ୍ରୀ କହିଛନ୍ତି ଏହା ଆରାମ ତଥା ସୁବିଧା ଉପଲବ୍ଧ କରାଇବ। ଷ୍ଟେଶନଗୁଡିକ ସ୍ଥାନୀୟ ସଂସ୍କୃତି, ଐତିହ୍ୟ ଏବଂ ସ୍ଥାପତ୍ୟ ସହିତ ସୁସଂଗତ ହେବା ପାଇଁ ବିଶେଷ ଯତ୍ନ ନିଆଯିବ।

ଆସନ୍ତା ୩୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ରେଳ ଷ୍ଟେଶନର ପୁନର୍ନିର୍ମାଣ କାର୍ଯ୍ୟ କରାଯିବ। ଅମୃତ ଭାରତ ଷ୍ଟେଶନ ଯୋଜନା ଅଧୀନରେ ଏହି ଷ୍ଟେସନଗୁଡିକ ସିଟି ସେଣ୍ଟର ଭାବରେ ବିକଶିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri