ସମ୍ବଲପୁର ଆଇଆଇଏମ୍‌ ସ୍ଥାୟୀ କ୍ୟାମ୍ପସ୍‌ର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ସମ୍ବଲପୁର,୩୧।୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଆସନ୍ତା ଜାନୁୟାରୀ ୨ ତାରିଖରେ ସମ୍ବଲପୁରସ୍ଥିତ ଆଇଆଇଏମ୍‌ (ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ ମ୍ୟାନେଜମ୍ୟାଣ୍ଟ) ସ୍ଥାୟୀ କ୍ୟାମ୍ପସର ନିର୍ମାଣ ପାଇଁ ଶିଳାନ୍ୟାସ କରିବେ। ଅସ୍ଥାୟୀ କ୍ୟାମ୍ପସ୍‌ରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଗୁରୁବାର ଆଇଆଇଏମ୍‌ ନିର୍ଦ୍ଦେଶକ ମହାଦେବ ଜସୱାଲ ଏହି ସୂଚନା ଦେଇଛନ୍ତି। ଭର୍ଚୁଆଲ ସଭାରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ସୂଚନା ରାଷ୍ଟ୍ରମନ୍ତ୍ରୀ ସଞ୍ଜୟ ଧୋତ୍ରେ, ଆଇଆଇଏମ୍‌ ପରିଚାଳନା ନିର୍ଦ୍ଦେଶକ ଅରୁନ୍ଧତୀ ଭଟ୍ଟାଚାର୍ଯ୍ୟ ଉପସ୍ଥିତ ରହିବା ନେଇ ନିର୍ଦ୍ଦେଶକ ପ୍ରକାଶ କରିଛନ୍ତି। ସେହିପରି ଶିଳାନ୍ୟାସ ସ୍ଥଳ ମଞ୍ଚରେ କେନ୍ଦ୍ରମନ୍ତ୍ରୀ ପ୍ରତାପଚନ୍ଦ୍ର ଷଡଙ୍ଗୀ, ସମ୍ବଲପୁର ଏମ୍‌ପି ନୀତୀଶ ଗଙ୍ଗଦେବ, ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର, ରେଙ୍ଗାଲି ବିଧାୟକ ନାଉରୀ ନାଏକ ସମ୍ମାନୀୟ ଅତିଥି ଭାବେ ଯୋଗଦେବା ନେଇ କାର୍ଯ୍ୟକ୍ରମ ରହିଛି। କାର୍ଯ୍ୟକ୍ରମ ପୂର୍ବାହ୍ନ ୯ଟା୩୦ରୁ ଅନୁଷ୍ଠିତ ହେବ। ୧୧ଟାରେ ପ୍ରଧାନମନ୍ତ୍ରୀ ମୋଦି ସ୍ଥାୟୀ କ୍ୟାମ୍ପସର ଶିଳାନ୍ୟାସ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଉଛି ମୌସୁମୀ ବାୟୁ; ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଆଗକୁ ହେବ….

ଭୁବନେଶ୍ୱର,୪।୮(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ମୌସୁମୀ ନିମ୍ନ ଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହୁଥିବାରୁ ଉପକୂଳ ଓଡ଼ିଶା…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri